Psalm 74:1
ପରମେଶ୍ବର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ଯାଗ କଲ ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ୟେ ତୁମ୍ଭର ନିଜ ଦଳ?
Psalm 74:1 in Other Translations
King James Version (KJV)
O God, why hast thou cast us off for ever? why doth thine anger smoke against the sheep of thy pasture?
American Standard Version (ASV)
O God, why hast thou cast `us' off for ever? Why doth thine anger smoke against the sheep of thy pasture?
Bible in Basic English (BBE)
<Maschil. Of Asaph.> Of God, why have you put us away from you for ever? why is the fire of your wrath smoking against the sheep who are your care?
Darby English Bible (DBY)
{An instruction: of Asaph.} Why, O God, hast thou cast off for ever? [why] doth thine anger smoke against the sheep of thy pasture?
Webster's Bible (WBT)
Maschil of Asaph. O God, why hast thou cast us off for ever? why doth thy anger smoke against the sheep of thy pasture?
World English Bible (WEB)
> God, why have you rejected us forever? Why does your anger smolder against the sheep of your pasture?
Young's Literal Translation (YLT)
An Instruction of Asaph. Why, O God, hast Thou cast off for ever? Thine anger smoketh against the flock of Thy pasture.
| O God, | לָמָ֣ה | lāmâ | la-MA |
| why | אֱ֭לֹהִים | ʾĕlōhîm | A-loh-heem |
| off us cast thou hast | זָנַ֣חְתָּ | zānaḥtā | za-NAHK-ta |
| for ever? | לָנֶ֑צַח | lāneṣaḥ | la-NEH-tsahk |
| anger thine doth why | יֶעְשַׁ֥ן | yeʿšan | yeh-SHAHN |
| smoke | אַ֝פְּךָ֗ | ʾappĕkā | AH-peh-HA |
| against the sheep | בְּצֹ֣אן | bĕṣōn | beh-TSONE |
| of thy pasture? | מַרְעִיתֶֽךָ׃ | marʿîtekā | mahr-ee-TEH-ha |
Cross Reference
ଗୀତସଂହିତା 100:3
ତୁମ୍ଭମାନେେ ଜାଣ ସଦାପ୍ରଭୁ ହିଁ ପରମେଶ୍ବର ଅଟନ୍ତି। ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମଷେ।
ଗୀତସଂହିତା 95:7
ସେ ହେଉଛନ୍ତି ଆମ୍ଭର ପରମେଶ୍ବର ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ। ଆଜି ଆମ୍ଭେ ତାଙ୍କର ମଷେ ତୁଲ୍ଯ, ସିଏ ତାଙ୍କ ନିଜର ତୃଣ଼ଭୂମିକୁ ଯତ୍ନ ନିଅନ୍ତି।
ଗୀତସଂହିତା 79:13
ତା' ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମଷେପଲ ସର୍ବଦା ତୁମ୍ଭକୁ ଧନ୍ଯବାଦ ଦବେୁ। ପିଢ଼ୀ ପରେ ପିଢ଼ୀ, ତୁମ୍ଭେ ୟାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
ଦିତୀୟ ବିବରଣ 29:20
ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍ବାଳା ସଧୂମ ହାଇେ ଉଠିବ।
ଗୀତସଂହିତା 44:9
କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଛାଡ଼ି ଚାଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ୟୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
ଗୀତସଂହିତା 77:7
ମୁଁ ଆଶ୍ଚର୍ୟ୍ଯ ହଲିେ, ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ଯାଗ କରିଛନ୍ତି କି ? ଆଉ ସେ କ'ଣ ସୁପ୍ରସନ୍ନ ହବେେ ନାହିଁ ?
ଯିରିମିୟ 23:1
ସଦାପ୍ରଭୁ କହନ୍ତି, ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନ ରେ ମଷେମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସମାନେେ ସନ୍ତାପର ପାତ୍ର।
ଯିହିଜିକଲ 34:31
ଆଉ ତୁମ୍ଭମାନେେ ଆମ୍ଭର ମଷେ ଓ ଆମ୍ଭ ତୃଣଭୂମିର ମଷେ ଅଟ। ତୁମ୍ଭମାନେେ ମନୁଷ୍ଯ ଅଟ ଓ ଆମ୍ଭେ ତୁମ୍ଭମାନଙ୍କ ପରମେଶ୍ବର ଅଟୁ। ଏହା ମାରେପ୍ରଭୁ ସଦାପ୍ରଭୁ କହନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:1
ତା' ହେଲେ ମୁଁ ପ୍ରଶ୍ନ କରୁଛି: କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି? ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।
ଯୋହନଲିଖିତ ସୁସମାଚାର 10:26
କିନ୍ତୁ ତୁମ୍ଭେ ବିଶ୍ବାସ କରୁନାହଁ, କାରଣ ତୁମ୍ଭେ ମାରେ ମଷେ ନୁହଁ।
ଲୂକଲିଖିତ ସୁସମାଚାର 12:32
ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।
ଯିହିଜିକଲ 34:8
ମୁଁ ଜୀବିତ ଥିବା ପ୍ରମାଣେ, କାରଣ ମାରେ ପଲଟି ଲୁଣ୍ଠିତ ହେଲା ଏବଂ ମଷେପାଳକର ଅନୁପସ୍ଥିତି ରେ ବନ୍ଯ ଜନ୍ତୁର ଶିକାର ହେଲେ ଏବଂ ମାରେ ମଷେପାଳକଗଣ ମାରେ ମଷଗେୁଡ଼ିକ ଦେଖିଲେ ନାହିଁ, କବଳେ ସମାନଙ୍କେର ନିଜର ଯତ୍ନ ନେଲେ ଏବଂ ମାରେ ମଷେମାନଙ୍କର ଯତ୍ନ ନେଲେ ନାହିଁ।
ଗୀତସଂହିତା 10:1
ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ।
ଗୀତସଂହିତା 18:8
ତାଙ୍କ ନାକରୁ ଧୂଆଁ ନିର୍ଗତ ହେଲା। ଜ୍ବଳନ୍ତ ଅଗ୍ନିଶିଖା ତାଙ୍କ ମୁଖରୁ ବାହାରିଲା। ଜ୍ବଳନ୍ତା ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହବୋକୁ ଲାଗିଲା।
ଗୀତସଂହିତା 42:9
ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ ?
ଗୀତସଂହିତା 42:11
ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।
ଗୀତସଂହିତା 60:1
ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ଯାଖ୍ଯାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
ଗୀତସଂହିତା 60:10
କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ଯାଖ୍ଯାନ କରିଛ। ପରମେଶ୍ବର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ୟାଅ ନାହିଁ।
ଗୀତସଂହିତା 78:1
ହେ ମାରେ ଲୋକମାନେ, ତୁମ୍ଭେ ମାରେ ଉପଦେଶକୁ ଶୁଣ। ମାହେର ବାକ୍ଯକୁ କର୍ଣ୍ଣପାତ କର, ୟାହା ମୁଁ କହୁଅଛି।
ଗୀତସଂହିତା 79:5
ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?
ଯିରିମିୟ 31:37
ପୁଣି ସଦାପ୍ରଭୁ ଏହା କହନ୍ତି, ଯଦି ଲୋକମାନେ ଉର୍ଦ୍ଧ୍ବସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହା ହେଲେ କବଳେ ଆମ୍ଭେ ମଧ୍ଯ ଇଶ୍ରାୟେଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ଯାଖାନ କରିଦବୋ। ଏହା ସଦାପ୍ରଭୁ କହନ୍ତି।
ଯିରିମିୟ 33:24
ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କବେେ ତାହା ବିବଚେନା କରିଛ ? ସମାନେେ କହନ୍ତି, 'ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ଯ କରିଅଛନ୍ତି। ଏହିରୂପେ ସମାନେେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।' ସମାନଙ୍କେ ସାକ୍ଷାତ ରେ ସମାନେେ ଏକ ଗୋଷ୍ଠୀ ହାଇେ ଯେପରି ରହିବେ ନାହିଁ।