ଗୀତସଂହିତା 8

1 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ୟ୍ଯଜନକ ଓ ପ୍ରଶଂସାୟୁକ୍ତ। ତୁମ୍ଭର ନାମ ସ୍ବର୍ଗରେ ମଧ୍ଯ ପ୍ରଶଂସା ୟୋଗ୍ଯ ଅଟେ।

2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।

3 ହେ ସଦାପ୍ରଭୁ ମାେ ଉପରେ ଥିବା ସ୍ବର୍ଗକୁ ଚାହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ବାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସହେି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ୟ୍ଯ ହୁଏ।

4 କାହିଁକି ତୁମ୍ଭେ ମନୁଷ୍ଯମାନଙ୍କୁ ଏତେ ପ୍ରାଧାନ୍ଯ ଦିଅ ? କାହିଁକି ତୁମ୍ଭେ ସମାନଙ୍କେର କ୍ଷତ ନିଅ ? କାହିଁକି ତୁମ୍ଭେ ସମାନଙ୍କେୁ ଏତେ ଦୃଷ୍ଟି ଦିଅ ?

5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ବପୂର୍ଣ୍ଣ ପରମେଶ୍ବର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସମାନଙ୍କେୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।

6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସହେି ଲୋକମାନଙ୍କୁ ଅଧିଷ୍ଠିତ କରିଛ। ତୁମ୍ଭେ ସବୁ ସହେିମାନଙ୍କ ନିଯନ୍ତ୍ରଣରେ ଛାଡ଼ି ଦଇେଛ।

7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।

8 ଆକାଶର ଉଡ଼ୁଥିବା ପକ୍ଷୀମାନେ ଓ ସମୁଦ୍ରର ମାଛମାନେ ମଧ୍ଯ ଅଛନ୍ତି।

9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ବିତ।

1 To the chief Musician upon Gittith, A Psalm of David.

2 O Lord our Lord, how excellent is thy name in all the earth! who hast set thy glory above the heavens.

3 Out of the mouth of babes and sucklings hast thou ordained strength because of thine enemies, that thou mightest still the enemy and the avenger.

4 When I consider thy heavens, the work of thy fingers, the moon and the stars, which thou hast ordained;

5 What is man, that thou art mindful of him? and the son of man, that thou visitest him?

6 For thou hast made him a little lower than the angels, and hast crowned him with glory and honour.

7 Thou madest him to have dominion over the works of thy hands; thou hast put all things under his feet:

8 All sheep and oxen, yea, and the beasts of the field;

9 The fowl of the air, and the fish of the sea, and whatsoever passeth through the paths of the seas.

10 O Lord our Lord, how excellent is thy name in all the earth!

Psalm 8 in Tamil and English

0
To the chief Musician upon Gittith, A Psalm of David.

1 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ୟ୍ଯଜନକ ଓ ପ୍ରଶଂସାୟୁକ୍ତ। ତୁମ୍ଭର ନାମ ସ୍ବର୍ଗରେ ମଧ୍ଯ ପ୍ରଶଂସା ୟୋଗ୍ଯ ଅଟେ।
O Lord our Lord, how excellent is thy name in all the earth! who hast set thy glory above the heavens.

2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
Out of the mouth of babes and sucklings hast thou ordained strength because of thine enemies, that thou mightest still the enemy and the avenger.

3 ହେ ସଦାପ୍ରଭୁ ମାେ ଉପରେ ଥିବା ସ୍ବର୍ଗକୁ ଚାହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ବାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସହେି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ୟ୍ଯ ହୁଏ।
When I consider thy heavens, the work of thy fingers, the moon and the stars, which thou hast ordained;

4 କାହିଁକି ତୁମ୍ଭେ ମନୁଷ୍ଯମାନଙ୍କୁ ଏତେ ପ୍ରାଧାନ୍ଯ ଦିଅ ? କାହିଁକି ତୁମ୍ଭେ ସମାନଙ୍କେର କ୍ଷତ ନିଅ ? କାହିଁକି ତୁମ୍ଭେ ସମାନଙ୍କେୁ ଏତେ ଦୃଷ୍ଟି ଦିଅ ?
What is man, that thou art mindful of him? and the son of man, that thou visitest him?

5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ବପୂର୍ଣ୍ଣ ପରମେଶ୍ବର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସମାନଙ୍କେୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
For thou hast made him a little lower than the angels, and hast crowned him with glory and honour.

6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସହେି ଲୋକମାନଙ୍କୁ ଅଧିଷ୍ଠିତ କରିଛ। ତୁମ୍ଭେ ସବୁ ସହେିମାନଙ୍କ ନିଯନ୍ତ୍ରଣରେ ଛାଡ଼ି ଦଇେଛ।
Thou madest him to have dominion over the works of thy hands; thou hast put all things under his feet:

7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
All sheep and oxen, yea, and the beasts of the field;

8 ଆକାଶର ଉଡ଼ୁଥିବା ପକ୍ଷୀମାନେ ଓ ସମୁଦ୍ରର ମାଛମାନେ ମଧ୍ଯ ଅଛନ୍ତି।
The fowl of the air, and the fish of the sea, and whatsoever passeth through the paths of the seas.

9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ବିତ।
O Lord our Lord, how excellent is thy name in all the earth!