ଗୀତସଂହିତା 87:7 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 87 ଗୀତସଂହିତା 87:7

Psalm 87:7
ସହେି ପର୍ବରେ ନର୍ତ୍ତକ ଓ ଗାଯକ କହିବେ। ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ଯରୁ ଆସେ।

Psalm 87:6Psalm 87

Psalm 87:7 in Other Translations

King James Version (KJV)
As well the singers as the players on instruments shall be there: all my springs are in thee.

American Standard Version (ASV)
They that sing as well as they that dance `shall say', All my fountains are in thee. Psalm 88 A Song, a Psalm of the sons of Korah; for the Chief Musician; set to Mahalath Leannoth. Maschil of Heman the Ezrahite.

Bible in Basic English (BBE)
The players on instruments will be there, and the dancers will say, All my springs are in you.

Darby English Bible (DBY)
As well the singers as the dancers [shall say], All my springs are in thee.

Webster's Bible (WBT)
As well the singers as the players on instruments shall be there: all my springs are in thee.

World English Bible (WEB)
Those who sing as well as those who dance say, "All my springs are in you."

Young's Literal Translation (YLT)
Singers also as players on instruments, All my fountains `are' in Thee!

As
well
the
singers
וְשָׁרִ֥יםwĕšārîmveh-sha-REEM
players
the
as
כְּחֹלְלִ֑יםkĕḥōlĕlîmkeh-hoh-leh-LEEM
all
there:
be
shall
instruments
on
כָּֽלkālkahl
my
springs
מַעְיָנַ֥יmaʿyānayma-ya-NAI
are
in
thee.
בָּֽךְ׃bākbahk

Cross Reference

ଯିଶାଇୟ 12:3
ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।

ଗୀତସଂହିତା 36:9
ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହିତ ହୁଏ ଓ ତୁମ୍ଭର ଆଲୋକ ଆମ୍ଭକୁ ଆ ଲୋକ ଦଖାେଏ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:6
ସିଂହାସନ ରେ ବସିଥିବା ବ୍ଯକ୍ତି ମାେତେ କହିଲେ, ଏହା ସମାପ୍ତ ହାଇଯୋଇଛି। ମୁଁ ହେଉଛି ପ୍ରଥମ ଓ ଶଷେ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ଯ ରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦବେି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:1
ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।

ଯୋହନଲିଖିତ ସୁସମାଚାର 4:14
କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦବେି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହବେ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦବେି, ତାହା ଅନନ୍ତ ଜୀବନ ଜଳର ଝର ସ୍ବରୁପେ ସର୍ବଦା ପ୍ରବାହିତ ହବେ।

ଗୀତସଂହିତା 46:4
ଏପରି ଏକ ନଦୀ ଅଛି ୟାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ବରଙ୍କ ନଗରୀକୁ ଆନନ୍ଦିତ କରୁଛି।

ପ୍ରଥମ ବଂଶାବଳୀ 23:5
4,000 ଲବେୀୟ ଦ୍ବାରପାଳ ହବେେ ଏବଂ 4,000 ଲବେୀୟ ବାଦ୍ଯକାର ହବେେ। ମୁଁ ସମାନଙ୍କେ ନିମନ୍ତେ ବିଶଷେ ବାଦ୍ଯୟନ୍ତ୍ରସବୁ ନିର୍ମାଣ କରିଅଛି। ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ସହେି ବାଦ୍ଯୟନ୍ତ୍ରଗୁଡ଼ିକୁ ବ୍ଯବହାର କରିବେ।

ଦିତୀୟ ଶାମୁୟେଲ 6:14
ଦାଉଦ ଏକ ଶକ୍ସ୍ଟକ୍କ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ତାଙ୍କର ସମସ୍ତ ସାମର୍ଥ୍ଯ ସହ ନାଚକ୍ସ୍ଟଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:17
ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:1
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।

ଯାକୁବଙ୍କ ପତ୍ 1:17
ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।

ଯୋହନଲିଖିତ ସୁସମାଚାର 7:37
ପର୍ବର ଶଷେ ଦିନ ଆସିଲା। ସହେି ପ୍ରଧାନ ଦିନ ରେ ଯୀଶୁ ଠିଆ ହାଇେ ଉଚ୍ଚ ସ୍ବର ରେ କହିଲେ, ଯଦି କୌଣସି ଲୋକ ତୃଷାର୍ତ୍ତ, ତବେେ ସେ ମାେ ନିକଟକୁ ଆସି ପାନକରୁ।

ଯୋହନଲିଖିତ ସୁସମାଚାର 4:10
ଯୀଶୁ ଉତ୍ତର ଦେଲେ, ତୁମ୍ଭେ ପରମେଶ୍ବର ଦେଉଥିବା ଜିନିଷ ବିଷୟ ରେ ଜାଣି ନାହିଁ। ତୁମ୍ଭକୁ ଜଳ ମାଗୁଥିବା ବ୍ଯକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ଯ ତୁମ୍ଭେ ଜାଣି ନାହିଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥାନ୍ତ ତବେେ ତୁମ୍ଭେ ମାେତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।

ଯୋହନଲିଖିତ ସୁସମାଚାର 1:16
'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।

ଗୀତସଂହିତା 149:3
ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।

ଗୀତସଂହିତା 68:24
ପରମେଶ୍ବର, ତୁମ୍ଭେ ବିଜଯ ପଥର ନତେୃତ୍ବ ନବୋର ଲୋକାମନେ ଦେଖୁଛନ୍ତି। ସମାନେେ ମାରେ ପରମେଶ୍ବର, ମାରେ ରାଜା, ତାଙ୍କର ପବିତ୍ରସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।

ପ୍ରଥମ ବଂଶାବଳୀ 25:1
ଦାଉଦ ଓ ସନୋଧ୍ଯକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶଷେ ସବୋକାର୍ୟ୍ଯ କରିବା ନିମନ୍ତେ ପୃଥକ୍ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହମେନ ଓ ୟିହୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ହିଁ ସମାନଙ୍କେର ବିଶଷେ କାର୍ୟ୍ଯ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସବୋକାର୍ୟ୍ଯ କରୁଥିଲେ, ସମାନଙ୍କେର ତାଲିକା ଏହି :

ପ୍ରଥମ ବଂଶାବଳୀ 15:16
ଦାଉଦ, ଲବେୀୟ ନେତାମାନଙ୍କୁ ସମାନଙ୍କେ ଭ୍ରାତାଗଣ ଗାଯକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାଯକମାନେ ସମାନଙ୍କେର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦ ରେ ଗୀତଗାନ କରିବେ।