Psalm 9:1
ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ। ହେ ସଦାପ୍ରଭୁ ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
Psalm 9:1 in Other Translations
King James Version (KJV)
I will praise thee, O LORD, with my whole heart; I will shew forth all thy marvellous works.
American Standard Version (ASV)
I will give thanks unto Jehovah with my whole heart; I will show forth all thy marvellous works.
Bible in Basic English (BBE)
<To the chief music-maker on Muthlabben. A Psalm. Of David.> I will give you praise, O Lord, with all my heart; I will make clear all the wonder of your works.
Darby English Bible (DBY)
{To the chief Musician. Upon Muthlabben. A Psalm of David.} I will praise Jehovah with my whole heart; I will recount all thy marvellous works.
World English Bible (WEB)
> I will give thanks to Yahweh with my whole heart. I will tell of all your marvelous works.
Young's Literal Translation (YLT)
To the Overseer, `On the Death of Labben.' -- A Psalm of David. I confess, O Jehovah, with all my heart, I recount all Thy wonders,
| I will praise | אוֹדֶ֣ה | ʾôde | oh-DEH |
| thee, O Lord, | יְ֭הוָה | yĕhwâ | YEH-va |
| with my whole | בְּכָל | bĕkāl | beh-HAHL |
| heart; | לִבִּ֑י | libbî | lee-BEE |
| I will shew forth | אֲ֝סַפְּרָ֗ה | ʾăsappĕrâ | UH-sa-peh-RA |
| all | כָּל | kāl | kahl |
| thy marvellous works. | נִפְלְאוֹתֶֽיךָ׃ | niplĕʾôtêkā | neef-leh-oh-TAY-ha |
Cross Reference
ଗୀତସଂହିତା 86:12
ହେ ପ୍ରଭୁ, ମାରେ ପରମେଶ୍ବର, ମୁଁ ତୁମ୍ଭକୁ ହୃଦଯ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
ଗୀତସଂହିତା 145:1
ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।
ଗୀତସଂହିତା 146:1
ସଦାପ୍ରଭୁଙ୍କର ପ୍ରଶଂସା କର !ମୁଁ ନିଜକୁ କ ହେ, ସଦାପ୍ରଭୁଙ୍କର ପ୍ରଶଂସା କର।
ଗୀତସଂହିତା 138:1
ହେ ପରମେଶ୍ବର, ମୁଁ ମାରେ ହୃଦଯ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦବେତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
ଗୀତସଂହିତା 111:1
ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।
ପ୍ରଥମ ବଂଶାବଳୀ 16:12
ସଦାପ୍ରଭୁ ଯେଉଁ ସମସ୍ତ ମହତ୍ କର୍ମମାନ କରିଅଛନ୍ତି, ସହେିସବୁ ସ୍ମରଣ କର। ତାଙ୍କର ସିଦ୍ଧାନ୍ତ ସକଳ ଓ ତାହାଙ୍କ କୃତ ପରାକ୍ରମର କାର୍ୟ୍ଯମାନ ସ୍ମରଣ କର।
ପ୍ରଥମ ବଂଶାବଳୀ 16:24
ସବୁ ଦବଗେଣ ନିକଟରେ ସଦାପ୍ରଭୁଙ୍କ ମହିମା ବର୍ଣ୍ଣନା କର। ସେ ଯେ ଅତ୍ଯନ୍ତ ମହତ୍ ଅଟନ୍ତି, ଏହା ସମସ୍ତଙ୍କୁ କୁହ।
ପ୍ରଥମ ବଂଶାବଳୀ 29:10
ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :
ଯିଶାଇୟ 12:1
ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:3
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:9
ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :
ଏବ୍ରୀମାନଙ୍କ ନିକଟକୁ ପତ୍ର 13:15
ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।
ଗୀତସଂହିତା 7:17
ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ। ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।
ଗୀତସଂହିତା 9:14
ତା'ପରେ ୟିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ଯନ୍ତ ଆନନ୍ଦିତ କାରଣ ତୁମ୍ଭେ ମାେତେ ରକ୍ଷା କରିଛ।
ଗୀତସଂହିତା 26:7
ହେ ସଦାପ୍ରଭୁ, ମୁଁ ମାରେ ନିର୍ଦ୍ ଦୋଷତା ପ୍ରମାଣ ପାଇଁ ମାରେ ହାତ ପ୍ରକ୍ଷାଳନ କରେ, ତଣେୁ ତୁମ୍ଭର ୟଜ୍ଞବଦେୀ ନିକଟକୁ ଆସିପାରେ।
ଗୀତସଂହିତା 34:1
ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ।
ଗୀତସଂହିତା 51:15
ମାରେ ପ୍ରଭୁ, ମାେତେ ପାଳନ କରିବାର କାରଣ ଦିଅ, ମାରେ ଓଠ ଖାେଲ ତହିଁରେ ମାରେ ମୁଖ ତୁମ୍ଭର ପ୍ରଶଂସା ଗାନ କରିବି।
ଗୀତସଂହିତା 103:1
ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ଗୀତସଂହିତା 106:2
ସଦାପ୍ରଭୁଙ୍କୁ କହେି ବର୍ଣ୍ଣନା କରିପାରିବେ ନାହିଁ। ତାଙ୍କର ପୂର୍ଣ୍ଣ ପ୍ରଶଂସା କହେି କରିପାରିବେ ନାହିଁ।
ଯିଶାଇୟ 43:21
ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।
ଯିଶାଇୟ 60:6
ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ୟୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସମାନେେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସାଗାନ କରିବେ।
ଲୂକଲିଖିତ ସୁସମାଚାର 10:27
ସେ ଉତ୍ତର ଦେଲେ, 'ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦଇେ ତୁମ୍ଭର ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର' ଏବଂ, 'ତୁମ୍ଭେ ନିଜକୁ ପ୍ ରମେ କରିଲା ଭଳି ଅନ୍ୟମାନଙ୍କୁ ପ୍ ରମେ କର।'