ଗୀତସଂହିତା 92:4 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 92 ଗୀତସଂହିତା 92:4

Psalm 92:4
ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମାେତେ ଆନନ୍ଦିତ କରିଅଛି। ମୁଁ ତୁମ୍ଭ ହସ୍ତକୃତ କର୍ମର ୟଶଗାନ କରୁଛି।

Psalm 92:3Psalm 92Psalm 92:5

Psalm 92:4 in Other Translations

King James Version (KJV)
For thou, LORD, hast made me glad through thy work: I will triumph in the works of thy hands.

American Standard Version (ASV)
For thou, Jehovah, hast made me glad through thy work: I will triumph in the works of thy hands.

Bible in Basic English (BBE)
For you, O Lord, have made me glad through your work; I will have joy in the works of your hands.

Darby English Bible (DBY)
For thou, Jehovah, hast made me glad through thy work; I will triumph in the works of thy hands.

Webster's Bible (WBT)
Upon an instrument of ten strings, and upon the psaltery; upon the harp with a solemn sound.

World English Bible (WEB)
For you, Yahweh, have made me glad through your work. I will triumph in the works of your hands.

Young's Literal Translation (YLT)
For Thou hast caused me to rejoice, O Jehovah, in Thy work, Concerning the works of Thy hands I sing.

For
כִּ֤יkee
thou,
Lord,
שִׂמַּחְתַּ֣נִיśimmaḥtanîsee-mahk-TA-nee
hast
made
me
glad
יְהוָ֣הyĕhwâyeh-VA
work:
thy
through
בְּפָעֳלֶ֑ךָbĕpāʿŏlekābeh-fa-oh-LEH-ha
I
will
triumph
בְּֽמַעֲשֵׂ֖יbĕmaʿăśêbeh-ma-uh-SAY
works
the
in
יָדֶ֣יךָyādêkāya-DAY-ha
of
thy
hands.
אֲרַנֵּֽן׃ʾărannēnuh-ra-NANE

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:14
ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।

ଲୂକଲିଖିତ ସୁସମାଚାର 1:47
ମାରେ ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି। ମାରହେୃଦୟ ଆନନ୍ଦ ରେ ପରିପୂର୍ଣ୍ଣ। କାରଣ ପରମେଶ୍ବର ମାରେ ଉଦ୍ଧାର କର୍ତ୍ତା।

ଯିଶାଇୟ 65:13
ସହେି ସକାେଶ ମାରେ ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଚାରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭମାନେେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲା ବେଳେ ତୁମ୍ଭମାନେେ ଲଜ୍ଜିତ ହବେ।

ଗୀତସଂହିତା 8:6
ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସହେି ଲୋକମାନଙ୍କୁ ଅଧିଷ୍ଠିତ କରିଛ। ତୁମ୍ଭେ ସବୁ ସହେିମାନଙ୍କ ନିଯନ୍ତ୍ରଣରେ ଛାଡ଼ି ଦଇେଛ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:20
ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।

ଯୋହନଲିଖିତ ସୁସମାଚାର 16:22
ଏହିପରି ତୁମ୍ଭ କ୍ଷେତ୍ର ରେ ମଧ୍ଯ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭଙ୍କୁ ପୁଣି ଭଟେିବି ଓ ତୁମ୍ଭମାନେେ ଖୁସି ହବେ। କହେି ତୁମ୍ଭର ଆନନ୍ଦ ନଇେ ୟିବ ନାହିଁ।

ସିଫନିୟ 3:14
ହେ ୟିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇଶ୍ରାୟେଲ ମଧ୍ଯ ଆନନ୍ଦ କରିବ। ୟିରୁଶାଲମ ମଧ୍ଯ ସୁଖୀ ହବେ।

ଯିରିମିୟ 31:11
କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।

ଯିରିମିୟ 31:7
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାକୁବ ନିମନ୍ତେ ଆନନ୍ଦ ରେ ଗାନ କର। ଅଗ୍ରଗଣ୍ଯ ଦେଶ ନିମନ୍ତେ ଜଯଧ୍ବନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।

ଯିଶାଇୟ 66:10
ୟିରୁଶାଲମକୁ ପ୍ ରମେ କରୁଥିବା ତୁମ୍ଭମାନେେ ସମସ୍ତେ ତା ସହିତ ଆନନ୍ଦ କର ଓ ତା' ପାଇଁ ଉଲ୍ଲସିତ ହୁଅ। ପୁଣି ତା' ପାଇଁ ଶାେକ କରୁଥିବା ତୁମ୍ଭମାନେେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।

ଯିଶାଇୟ 61:2
କେତବେେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ବର ଦୁଷ୍ଟାଚାରୀଙ୍କ ଉପ ରେ ପ୍ରତିଶୋଧ ନବେେ ଓ ଶାେକାର୍ତ୍ତମାନଙ୍କୁ ସାନ୍ତ୍ବନା କରିବେ। ସେ ସବୁ ପ୍ରଚାର କରିବାକୁ ପରମେଶ୍ବର ମାେତେ ପ୍ ରରଣେ କରିଛନ୍ତି।

ଗୀତସଂହିତା 145:6
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷଯରେ ବ୍ଯକ୍ତ କରନ୍ତୁ। ପୁଣି ମୁଁ ତୁମ୍ଭର ମହାନତା ବିଷଯରେ ପ୍ରଚାର କରିବି।

ଗୀତସଂହିତା 126:3
ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ, ତହିଁରେ ଆମ୍ଭମାନେେ ଖୁସି ଅଟୁ।

ଗୀତସଂହିତା 106:47
ହେ ସଦାପ୍ରଭୁ ପରମେଶ୍ବର ଆମ୍ଭକୁ ରକ୍ଷାକର। ଏବଂ ପରମେଶ୍ବର ଆମ୍ଭମାନଙ୍କୁ ଅନ୍ୟ ଦେଶୀଯମାନଙ୍କଠାରୁ ଫରୋଇ ଆଣ। ୟପରେିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରିପାରିବୁ ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହାଇପୋରିବୁ।

ଗୀତସଂହିତା 104:34
ମୁଁ ଆଶାକରେ ମୁଁ ୟାହାସବୁ କହିଲି ତାହା ଆନନ୍ଦ ଦବେ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହବେି।

ଗୀତସଂହିତା 104:31
ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ !ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।

ଗୀତସଂହିତା 90:16
ତୁମ୍ଭେ କରିପାରୁଥିବା ଆଶ୍ଚର୍ୟ୍ଯ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ ଏବଂ ସମାନଙ୍କେ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦଖାେଅ।

ଗୀତସଂହିତା 64:10
ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସବୋରେ ଆନନ୍ଦ କରିବେ। ସମାନେେ ତାହାଙ୍କର ଶରଣାଗତ ହବେେ। ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପାଳନ କରିବେ।

ଗୀତସଂହିତା 143:5
ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷଯରେ ଭାବେ। ତୁମ୍ଭେ ୟାହାସବୁ କର ମୁଁ ସେସବୁ ବିଷଯରେ ଭାବେ।