Psalm 96:7
ହେ ନାନାଦେଶୀଯ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର ଗୁଣ ଗାନ କର।
Psalm 96:7 in Other Translations
King James Version (KJV)
Give unto the LORD, O ye kindreds of the people, give unto the LORD glory and strength.
American Standard Version (ASV)
Ascribe unto Jehovah, ye kindreds of the peoples, Ascribe unto Jehovah glory and strength.
Bible in Basic English (BBE)
Give to the Lord, O you families of the peoples, give to the Lord glory and strength.
Darby English Bible (DBY)
Give unto Jehovah, ye families of peoples, give unto Jehovah glory and strength;
World English Bible (WEB)
Ascribe to Yahweh, you families of nations, Ascribe to Yahweh glory and strength.
Young's Literal Translation (YLT)
Ascribe to Jehovah, O families of the peoples, Ascribe to Jehovah honour and strength.
| Give | הָב֣וּ | hābû | ha-VOO |
| unto the Lord, | לַ֭יהוָה | layhwâ | LAI-va |
| O ye kindreds | מִשְׁפְּח֣וֹת | mišpĕḥôt | meesh-peh-HOTE |
| people, the of | עַמִּ֑ים | ʿammîm | ah-MEEM |
| give | הָב֥וּ | hābû | ha-VOO |
| unto the Lord | לַ֝יהוָ֗ה | layhwâ | LAI-VA |
| glory | כָּב֥וֹד | kābôd | ka-VODE |
| and strength. | וָעֹֽז׃ | wāʿōz | va-OZE |
Cross Reference
ଗୀତସଂହିତା 22:27
ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
ଗୀତସଂହିତା 29:1
ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:6
ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:1
ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:7
ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:12
ସମାନେେ କହିଲେ, ଆମେନ୍ ! ପ୍ରଶଂସା, ମହିମା, ଧନ୍ଯବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଅଟେ। ଆମେନ୍ !
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:13
ତା'ପରେ ମୁଁ ସ୍ବର୍ଗ, ମର୍ତ୍ତ୍ଯ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:9
ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :
ଯିହୂଦାଙ୍କ ପତ୍ର 1:24
ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।
ପିତରଙ୍କ ପ୍ରଥମ ପତ୍ 5:11
ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:9
ଅଣଯିହୂଦୀ ଲୋକେ, ପରମେଶ୍ବରଙ୍କ ଦ୍ବାରା ପ୍ରଦତ୍ତକରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ଯ ସେ ଏହା କଲେ। ଶାସ୍ତ୍ର କୁ ହେ:
ଲୂକଲିଖିତ ସୁସମାଚାର 2:14
ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।
ମାଥିଉଲିଖିତ ସୁସମାଚାର 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ଗୀତସଂହିତା 68:32
ହେ ଧରଣୀର ରାଜ୍ଯଗୁଡ଼ିକ, ପରମେଶ୍ବରଙ୍କ ପାଇଁ ଗୀତ ଗାନ କର। ଆମ୍ଭର ପ୍ରଭୁଙ୍କୁ ପ୍ରଶଂସାଗାନ କର।
ଗୀତସଂହିତା 67:3
ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ଗୀତସଂହିତା 66:1
ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର!
ପ୍ରଥମ ବଂଶାବଳୀ 29:11
ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।