Psalm 97:1
ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।
Psalm 97:1 in Other Translations
King James Version (KJV)
The LORD reigneth; let the earth rejoice; let the multitude of isles be glad thereof.
American Standard Version (ASV)
Jehovah reigneth; let the earth rejoice; Let the multitude of isles be glad.
Bible in Basic English (BBE)
The Lord is King, let the earth have joy; let all the sea-lands be glad.
Darby English Bible (DBY)
Jehovah reigneth: let the earth be glad, let the many isles rejoice.
World English Bible (WEB)
Yahweh reigns! Let the earth rejoice! Let the multitude of islands be glad!
Young's Literal Translation (YLT)
Jehovah hath reigned, The earth is joyful, many isles rejoice.
| The Lord | יְהוָ֣ה | yĕhwâ | yeh-VA |
| reigneth; | מָ֭לָךְ | mālok | MA-loke |
| let the earth | תָּגֵ֣ל | tāgēl | ta-ɡALE |
| rejoice; | הָאָ֑רֶץ | hāʾāreṣ | ha-AH-rets |
| multitude the let | יִ֝שְׂמְח֗וּ | yiśmĕḥû | YEES-meh-HOO |
| of isles | אִיִּ֥ים | ʾiyyîm | ee-YEEM |
| be glad | רַבִּֽים׃ | rabbîm | ra-BEEM |
Cross Reference
ଗୀତସଂହିତା 96:10
ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା !ପୃଥିବୀ ସୁସ୍ଥିର ରହିବ। ପରମେଶ୍ବର ନ୍ଯାଯ ବିଚାର କରିବେ।
ଗୀତସଂହିତା 93:1
ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ନ ୟାଏ।
ଗୀତସଂହିତା 99:1
ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।
ସିଫନିୟ 2:11
ସହେି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ବଂସ କରିବେ। ତା'ପ ରେ ସବୁ ଦେଶ ରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।
ମାଥିଉଲିଖିତ ସୁସମାଚାର 3:3
ସହେି ଯୋହନଙ୍କ ବଷୟ ରେ ଭବିଷ୍ଯଦ୍ବକ୍ତା ୟିଶାଇୟ କହୁଥିଲେ,ପ୍ରାନ୍ତର ରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ବର। 'ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର। ୟିଶାଇୟ 40:3
ମାଥିଉଲିଖିତ ସୁସମାଚାର 6:10
ତୁମ୍ଭର ଆସୁ। ସ୍ବର୍ଗ ରେ ତୁମ୍ଭ ଇଚ୍ଛା ସଫଳ ହବୋଭଳି ଏ ପୃଥିବୀ ରେ ବି ତୁମ୍ଭ ଇଚ୍ଛା ସଫଳ ହେଉ।
ମାଥିଉଲିଖିତ ସୁସମାଚାର 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ମାର୍କଲିଖିତ ସୁସମାଚାର 11:10
ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ଯ ଧନ୍ଯ, ସ୍ବର୍ଗ ରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ଯ।
ଲୂକଲିଖିତ ସୁସମାଚାର 2:10
ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:13
ଅନ୍ଧକାରର ଶକ୍ତିରୁ ପରମେଶ୍ବର ଆମ୍ଭକୁ ସ୍ବାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ଯ ମଧ୍ଯକୁ ଆଣିଛନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:17
ସହେି ପ୍ରାଚୀନମାନେ କହିଲେ :
ଓବଦିୟ 1:21
ବିଜତାକୋରୀମାନେ ସିୟୋନ ପର୍ବତ ଉପରକୁ ଯିବେ ଏବଂ ଏଷୌ ପର୍ବତ ବାସ କରୁଥିବା ଲୋକମାନଙ୍କୁ ଶାସନ କରିବେ ଏବଂ ରାଜ୍ଯ ସଦାପ୍ରଭୁଙ୍କର ଅଧିକୃତ ହବେ।
ଯିଶାଇୟ 66:19
ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।
ଯିଶାଇୟ 60:9
ପ୍ରକୃତ ରେ ଦ୍ବୀପସମୂହ ଆମ୍ଭକୁ ଅପେକ୍ଷା କରିବେ। ପୁଣି ତର୍ଶୀଶର ଜାହାଜସବୁ ସର୍ବପ୍ରଥମେ ନିଜ ନିଜ ରେ ୗପ୍ୟ ଓ ସୁବର୍ଣ୍ଣ ନଇେ, ତୁମ୍ଭର ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ବର ସଦାପ୍ରଭୁଙ୍କ ସୁନାମ ନିମିତ୍ତ ଓ ଇଶ୍ରାୟେଲର ପବିତ୍ରସ୍ବରୂପଙ୍କ ନିମିତ୍ତ ଆସିବେ କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଛନ୍ତି।
ଗୀତସଂହିତା 2:11
ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
ଗୀତସଂହିତା 98:4
ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
ଯିଶାଇୟ 11:11
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ଯିଶାଇୟ 24:14
ଏହି ଅବଶିଷ୍ଟ ପୃଥିବୀବାସୀ ସମୁଦ୍ର ଗର୍ଜନଠାରୁ ଅଧିକ ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କରିବେ। କାରଣ ସଦାପ୍ରଭୁଙ୍କ ମହିମା ହତେୁ ସମାନେେ ଏହା କରିବେ।
ଯିଶାଇୟ 41:5
ଦ୍ବୀପ ସମୂହ ଦେଖି ଭୟଭୀତ ହେଲେ, ପୃଥିବୀର ପ୍ରାନ୍ତ ସକଳ କମ୍ପିତ ହେଲେ, ସମାନେେ ନିକଟବର୍ତ୍ତୀ ହାଇେ ଆସିଲେ।'
ଯିଶାଇୟ 42:4
ସେ ପୃଥିବୀ ରେ ନ୍ଯାଯ ବିଚାର ପ୍ରତିଷ୍ଠା ନ କରିବା ପର୍ୟ୍ଯନ୍ତ ନିସ୍ତଜେ କିମ୍ବା ହୀନବଳ ହବେେ ନାହିଁ। ଆଉ ଦ୍ବୀପନିବାସୀ ତାଙ୍କର ପ୍ରଚାର ରେ ବିଶ୍ବାସ ରଖିବେ।'
ଯିଶାଇୟ 42:10
ହେ ଦ୍ବୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀଯ ଲୋକମାନେ, ତୁମ୍ଭମାନେେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷଯ ରେ ଗାନ କର।
ଯିଶାଇୟ 49:1
ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।
ଯିଶାଇୟ 49:13
ହେ ସ୍ବର୍ଗମଣ୍ଡଳ, ଗାନ କର ; ହେ ପୃଥିବୀ, ଉଲ୍ଲସିତ ହୁଅ ; ହେ ପର୍ବତଗଣ, ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କର ; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ବନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।
ଯିଶାଇୟ 51:5
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।
ଆଦି ପୁସ୍ତକ 10:5
ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!