ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:14 in Oriya

ଓଡିଆ ଓଡିଆ ବାଇବେଲ ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14 ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:14

Revelation 14:14
ତା'ପରେ ମୁଁ ଦେଖିଲି, ମାେ ସମ୍ମୁଖ ରେ ଗୋଟିଏ ଧଳା ମେଘ ଥିଲା। ସହେି ମେଘ ଉପରେ ମନୁଷ୍ଯପୁତ୍ରଙ୍କ ପରି ଜଣେ ବ୍ଯକ୍ତି ବସିଥିଲେ। ତାହାଙ୍କ ମୁଣ୍ଡ ରେ ଗୋଟିଏ ସୁନାର ମୁକୁଟ ଓ ହାତ ରେ ଗୋଟିଏ ମୁନିଆ ଦାଆ ଥିଲା।

Revelation 14:13Revelation 14Revelation 14:15

Revelation 14:14 in Other Translations

King James Version (KJV)
And I looked, and behold a white cloud, and upon the cloud one sat like unto the Son of man, having on his head a golden crown, and in his hand a sharp sickle.

American Standard Version (ASV)
And I saw, and behold, a white cloud; and on the cloud `I saw' one sitting like unto a son of man, having on his head a golden crown, and in his hand sharp sickle.

Bible in Basic English (BBE)
And I saw a white cloud, and on the cloud I saw one seated, like a son of man, having on his head a crown of gold, and in his hand a sharp curved blade.

Darby English Bible (DBY)
And I saw, and behold, a white cloud, and on the cloud one sitting like [the] Son of man, having upon his head a golden crown, and in his hand a sharp sickle.

World English Bible (WEB)
I looked, and behold, a white cloud; and on the cloud one sitting like a son of man, having on his head a golden crown, and in his hand a sharp sickle.

Young's Literal Translation (YLT)
And I saw, and lo, a white cloud, and upon the cloud `one' sitting like to a son of man, having upon his head a golden crown, and in his hand a sharp sickle;

one
Καὶkaikay
And
I
εἶδονeidonEE-thone
looked,
καὶkaikay
and
ἰδού,idouee-THOO
behold
cloud,
νεφέληnephelēnay-FAY-lay
a
λευκήleukēlayf-KAY
white
καὶkaikay
and
ἐπὶepiay-PEE
upon
τὴνtēntane
the
νεφέληνnephelēnnay-FAY-lane
cloud
sat
καθήμενοςkathēmenoska-THAY-may-nose
like
unto
ὅμοιοςhomoiosOH-moo-ose
Son
the
υιῷuiōyoo-OH
of
man,
ἀνθρώπουanthrōpouan-THROH-poo
having
ἔχωνechōnA-hone
on
ἐπὶepiay-PEE
a
τῆςtēstase
head
κεφαλῆςkephalēskay-fa-LASE
his
αὐτοῦautouaf-TOO
crown,
στέφανονstephanonSTAY-fa-none
golden
χρυσοῦνchrysounhryoo-SOON
and
καὶkaikay
in
ἐνenane
a
τῇtay
hand
χειρὶcheirihee-REE
his
αὐτοῦautouaf-TOO
sickle.
δρέπανονdrepanonTHRAY-pa-none
sharp
ὀξύoxyoh-KSYOO

Cross Reference

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:13
ସହେି ସାତାଟେି ସୁନାର ଦୀପରୁଖା ମଝି ରେ: ମନୁଷ୍ଯ ପୁତ୍ରଙ୍କ ପରି ଜଣେ ଠିଆ ହାଇେଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତି ରେ ଗୋଟିଏ ସୁନାର ପଟୁକା ପିନ୍ଧିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:2
ସେଥି ରେ ମୁଁ ମାରେସମ୍ମୁଖ ରେ ଗୋଟିଏ ଧଳା ଘାଡ଼ୋ ଦେଖିଲି। ସହେି ଘୋଡ଼ାର ଆ ରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜଯୀ ହାଇେ ଆହୁରି ଜୟ କରିବାକୁ ବାହାରିଗଲେ।

ଦାନିଏଲ 7:13
ଆଉ ମୁଁ ରାତ୍ରି ରେ ଦର୍ଶନ ରେ ଦେଖିଲି, ମନୁଷ୍ଯ ସଦୃଶ କହେି ଆକାଶ ରେ ମେଘ ରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପ ରେ ସହେି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସମାନେେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:15
ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ଯକ୍ତିଙ୍କୁ ଡ଼ାକି କହିଲେ, ଦାଆ ଲଗାଇ ଶସ୍ଯ ଅମଳ କର, କାରଣ ଶସ୍ଯ ଅମଳର ସମୟ ହାଇେ ଗଲାଣି। ପୃଥିବୀର ଫଳ ପାଚିଗଲାଣି।

ମାଥିଉଲିଖିତ ସୁସମାଚାର 17:5
ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।

ଗୀତସଂହିତା 21:3
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:12
ତାହାଙ୍କର ଚକ୍ଷୁ ଦୁଇଟି ଜ୍ବଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନକେ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳ ରେ ଗୋଟିଏ ନାମ ଲଖାେ ଯାଇଥିଲା, କିନ୍ତୁ ତାହାଙ୍କ ବ୍ଯତୀତ ଅନ୍ୟ କହେି ସେ ନାମ ଜାଣି ନ ଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:17
ସହେି ପ୍ରାଚୀନମାନେ କହିଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:1
ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:7
ଦେଖ, ଯୀଶୁ ମେଘମାଳା ରେ ଆସୁଅଛନ୍ତି। ପ୍ରେତ୍ୟକକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ଯ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନ ରେ ଉଚ୍ଚସ୍ବର ରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।

ଏବ୍ରୀମାନଙ୍କ ନିକଟକୁ ପତ୍ର 2:9
ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।

ଲୂକଲିଖିତ ସୁସମାଚାର 21:27
ସେତବେେଳେ ଲୋକେ ମନୁଷ୍ଯ ପୁତ୍ରଙ୍କୁ ଶକ୍ତି ଓ ମହା ଗୌରବ ସହିତ ମେଘମାଳା ଉପରେ ଆସୁଥିବାର ଦେଖିବେ।

ମାର୍କଲିଖିତ ସୁସମାଚାର 4:29
ଯେତବେେଳେ ଶସ୍ଯ ପାଚିଯାଏ, ସେତବେେଳେ ସହେି ଲୋକ ଦାଆ ନଇେ ତାକୁ କାଟେ। କାରଣ ଏହାହିଁ ଅମଳ କରିବାର ଉପୟୁକ୍ତ ସମୟ।

ମାଥିଉଲିଖିତ ସୁସମାଚାର 13:30
ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'

ଯୋୟେଲ 3:12
ହେ, ରାଜ୍ଯବାସୀ! ଜାଗ୍ରତ ହୁଅ, ୟିହୋଶାଫଟର ଉପତ୍ୟକାକୁ ଆସ କାରଣ ସହେି ସ୍ଥାନ ରେ ଆମ୍ଭେ ଇଶ୍ରାୟେଲର ଚତୁଃପାଶର୍‌ବ ରେ ଥିବା ରାଜ୍ଯମାନଙ୍କର ବିଗ୍ଭର କରିବା ପାଇଁ ଫରେି ଆସିବା।

ଯିହିଜିକଲ 1:26
ଏବଂ ଆସ୍ତରଣ ଉପରକୁ ସମାନଙ୍କେର ମସ୍ତକ ଚତୁଃପାଶର୍‌ବ ରେ ନୀଳକାନ୍ତମଣି ରେ ନିର୍ମିତ ହାଇେଥିବା ଏକ ସିଂହାସନ ଥିଲା, ଆଉ ସହେି ସିଂହାସନର ଆକୃତି ଉପ ରେ ମନୁଷ୍ଯ ସଦୃଶ ଏକ ଆକୃତି ଥିଲା।

ଯିଶାଇୟ 19:1
ମିଶର ବିଷଯକ ଲୋକ ବାର୍ତ୍ତା : ଦେଖ ! ସଦାପ୍ରଭୁ ଦ୍ରୁତଗାମୀ ମେଘ ରେ ଆସୁଛନ୍ତି। ସେ ମିଶର ରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟ ରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ୟିବ।

ଗୀତସଂହିତା 97:2
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ଯାଯ ତାହାଙ୍କ ସିଂହାସନର ମୂଳଭିତ୍ତି।