ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22
1 ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
2 ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।
3 ସଠାେରେ ପରମେଶ୍ବରଙ୍କ ଦ୍ବାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ବର ଓ ମଷେଶାବକଙ୍କ ସିଂହାସନ ସଠାେରେ ରହିବ। ତାହାଙ୍କର ସବେକମାନେ ତାହାଙ୍କୁ ଉପାସନା କରିବେ।
4 ସମାନେେ ତାହାଙ୍କ ମୁଖ ଦେଖିବେ। ସମାନଙ୍କେ କପାଳ ରେ ପରମେଶ୍ବରଙ୍କର ନାମ ଲଖାେ ହବେ।
5 ସଠାେରେ ଆଉ କବେେ ରାଜି ହବେ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ୟ୍ଯର ଆଲୋକ ଆଉ ଆବଶ୍ଯକ କରିବେ ନାହିଁ। ପ୍ରଭୁ ପରମେଶ୍ବର ସମାନଙ୍କେୁ ଆଲୋକ ଦବେେ। ସମାନେେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ବ କରିବେ।
6 ସେ ସ୍ବଗଦୂର୍ତ ମାେତେ କହିଲେ, ଏହି କଥାଗୁଡ଼ିକ ସତ୍ଯ ଓ ବିଶ୍ବାସ ଯୋଗ୍ଯ। ପ୍ରଭୁ ଭବିଷ୍ଯଦ୍ ବକ୍ତାମାନଙ୍କ ଆତ୍ମାର ପରମେଶ୍ବର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ସ୍ବର୍ଗଦୂତଙ୍କୁ ପଠାଇଛନ୍ତି।
7 ଶୁଣ ! ଆମ୍ଭେ ଶୀଘ୍ର ଆସୁଅଛୁ। ଏହି ପୁସ୍ତକରେ ଲଖାେଥିବା ଭବିଷ୍ଯବାଣୀର ବାକ୍ଯଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ଯ ହବେ।
8 ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି।
9 କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।
10 ତା'ପରେ ସ୍ବର୍ଗଦୂତ ମାେତେ କହିଲେ, ଏହି ପୁସ୍ତକରେ ଥିବା ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖଇେ ଆସିଲାଣି।
11 ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହାଇେ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହାଇେ ରହିବାକୁ ଦିଅ।
12 ଶୁଣ ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗ ରେ ପୁରସ୍କାର ନଇେ ଆସିବା। ଆମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦବୋ।
13 ଆମ୍ଭେ ପ୍ରଥମ ଓ ଶଷେ ; କ ଓ କ୍ଷ, ଆଦି ଓ ଅନ୍ତ।
14 ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ।
15 କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।
16 ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମାରଦେୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜଳ ପ୍ରଭାତୀ ତାରା।
17 ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।
18 ଏହି ପୁସ୍ତକର ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଶୁଣୁଥିବା ପ୍ରେତ୍ୟକକ ଲୋକକୁ ମୁଁ ସତର୍କ କରିଦିଏ। କହେି ଯଦି ଏହି ବାକ୍ଯଗୁଡ଼ିକ ସହିତ କିଛି ଯୋଗକରେ, ତବେେ ପରମେଶ୍ବର ତାହାକୁ ଏହି ପୁସ୍ତକରେ ଲଖାେଥିବା କ୍ଲେଶଗୁଡ଼ିକ ଦବେେ।
19 ଯଦି କୌଣସି ବ୍ଯକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକରୁ କିଛି କାଢ଼ି ଦିଏ, ତବେେ ପରମେଶ୍ବର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନବେେ।
20 ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, ହଁ, ଆମ୍ଭେ ଶୀଘ୍ର ଆସୁଛୁ। ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।
21 ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।
1 And he shewed me a pure river of water of life, clear as crystal, proceeding out of the throne of God and of the Lamb.
2 In the midst of the street of it, and on either side of the river, was there the tree of life, which bare twelve manner of fruits, and yielded her fruit every month: and the leaves of the tree were for the healing of the nations.
3 And there shall be no more curse: but the throne of God and of the Lamb shall be in it; and his servants shall serve him:
4 And they shall see his face; and his name shall be in their foreheads.
5 And there shall be no night there; and they need no candle, neither light of the sun; for the Lord God giveth them light: and they shall reign for ever and ever.
6 And he said unto me, These sayings are faithful and true: and the Lord God of the holy prophets sent his angel to shew unto his servants the things which must shortly be done.
7 Behold, I come quickly: blessed is he that keepeth the sayings of the prophecy of this book.
8 And I John saw these things, and heard them. And when I had heard and seen, I fell down to worship before the feet of the angel which shewed me these things.
9 Then saith he unto me, See thou do it not: for I am thy fellowservant, and of thy brethren the prophets, and of them which keep the sayings of this book: worship God.
10 And he saith unto me, Seal not the sayings of the prophecy of this book: for the time is at hand.
11 He that is unjust, let him be unjust still: and he which is filthy, let him be filthy still: and he that is righteous, let him be righteous still: and he that is holy, let him be holy still.
12 And, behold, I come quickly; and my reward is with me, to give every man according as his work shall be.
13 I am Alpha and Omega, the beginning and the end, the first and the last.
14 Blessed are they that do his commandments, that they may have right to the tree of life, and may enter in through the gates into the city.
15 For without are dogs, and sorcerers, and whoremongers, and murderers, and idolaters, and whosoever loveth and maketh a lie.
16 I Jesus have sent mine angel to testify unto you these things in the churches. I am the root and the offspring of David, and the bright and morning star.
17 And the Spirit and the bride say, Come. And let him that heareth say, Come. And let him that is athirst come. And whosoever will, let him take the water of life freely.
18 For I testify unto every man that heareth the words of the prophecy of this book, If any man shall add unto these things, God shall add unto him the plagues that are written in this book:
19 And if any man shall take away from the words of the book of this prophecy, God shall take away his part out of the book of life, and out of the holy city, and from the things which are written in this book.
20 He which testifieth these things saith, Surely I come quickly. Amen. Even so, come, Lord Jesus.
21 The grace of our Lord Jesus Christ be with you all. Amen.
Revelation 22 in Tamil and English
1 ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
And he shewed me a pure river of water of life, clear as crystal, proceeding out of the throne of God and of the Lamb.
2 ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।
In the midst of the street of it, and on either side of the river, was there the tree of life, which bare twelve manner of fruits, and yielded her fruit every month: and the leaves of the tree were for the healing of the nations.
3 ସଠାେରେ ପରମେଶ୍ବରଙ୍କ ଦ୍ବାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ବର ଓ ମଷେଶାବକଙ୍କ ସିଂହାସନ ସଠାେରେ ରହିବ। ତାହାଙ୍କର ସବେକମାନେ ତାହାଙ୍କୁ ଉପାସନା କରିବେ।
And there shall be no more curse: but the throne of God and of the Lamb shall be in it; and his servants shall serve him:
4 ସମାନେେ ତାହାଙ୍କ ମୁଖ ଦେଖିବେ। ସମାନଙ୍କେ କପାଳ ରେ ପରମେଶ୍ବରଙ୍କର ନାମ ଲଖାେ ହବେ।
And they shall see his face; and his name shall be in their foreheads.
5 ସଠାେରେ ଆଉ କବେେ ରାଜି ହବେ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ୟ୍ଯର ଆଲୋକ ଆଉ ଆବଶ୍ଯକ କରିବେ ନାହିଁ। ପ୍ରଭୁ ପରମେଶ୍ବର ସମାନଙ୍କେୁ ଆଲୋକ ଦବେେ। ସମାନେେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ବ କରିବେ।
And there shall be no night there; and they need no candle, neither light of the sun; for the Lord God giveth them light: and they shall reign for ever and ever.
6 ସେ ସ୍ବଗଦୂର୍ତ ମାେତେ କହିଲେ, ଏହି କଥାଗୁଡ଼ିକ ସତ୍ଯ ଓ ବିଶ୍ବାସ ଯୋଗ୍ଯ। ପ୍ରଭୁ ଭବିଷ୍ଯଦ୍ ବକ୍ତାମାନଙ୍କ ଆତ୍ମାର ପରମେଶ୍ବର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ସ୍ବର୍ଗଦୂତଙ୍କୁ ପଠାଇଛନ୍ତି।
And he said unto me, These sayings are faithful and true: and the Lord God of the holy prophets sent his angel to shew unto his servants the things which must shortly be done.
7 ଶୁଣ ! ଆମ୍ଭେ ଶୀଘ୍ର ଆସୁଅଛୁ। ଏହି ପୁସ୍ତକରେ ଲଖାେଥିବା ଭବିଷ୍ଯବାଣୀର ବାକ୍ଯଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ଯ ହବେ।
Behold, I come quickly: blessed is he that keepeth the sayings of the prophecy of this book.
8 ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି।
And I John saw these things, and heard them. And when I had heard and seen, I fell down to worship before the feet of the angel which shewed me these things.
9 କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।
Then saith he unto me, See thou do it not: for I am thy fellowservant, and of thy brethren the prophets, and of them which keep the sayings of this book: worship God.
10 ତା'ପରେ ସ୍ବର୍ଗଦୂତ ମାେତେ କହିଲେ, ଏହି ପୁସ୍ତକରେ ଥିବା ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖଇେ ଆସିଲାଣି।
And he saith unto me, Seal not the sayings of the prophecy of this book: for the time is at hand.
11 ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହାଇେ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହାଇେ ରହିବାକୁ ଦିଅ।
He that is unjust, let him be unjust still: and he which is filthy, let him be filthy still: and he that is righteous, let him be righteous still: and he that is holy, let him be holy still.
12 ଶୁଣ ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗ ରେ ପୁରସ୍କାର ନଇେ ଆସିବା। ଆମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦବୋ।
And, behold, I come quickly; and my reward is with me, to give every man according as his work shall be.
13 ଆମ୍ଭେ ପ୍ରଥମ ଓ ଶଷେ ; କ ଓ କ୍ଷ, ଆଦି ଓ ଅନ୍ତ।
I am Alpha and Omega, the beginning and the end, the first and the last.
14 ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ।
Blessed are they that do his commandments, that they may have right to the tree of life, and may enter in through the gates into the city.
15 କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।
For without are dogs, and sorcerers, and whoremongers, and murderers, and idolaters, and whosoever loveth and maketh a lie.
16 ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମାରଦେୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜଳ ପ୍ରଭାତୀ ତାରା।
I Jesus have sent mine angel to testify unto you these things in the churches. I am the root and the offspring of David, and the bright and morning star.
17 ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।
And the Spirit and the bride say, Come. And let him that heareth say, Come. And let him that is athirst come. And whosoever will, let him take the water of life freely.
18 ଏହି ପୁସ୍ତକର ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଶୁଣୁଥିବା ପ୍ରେତ୍ୟକକ ଲୋକକୁ ମୁଁ ସତର୍କ କରିଦିଏ। କହେି ଯଦି ଏହି ବାକ୍ଯଗୁଡ଼ିକ ସହିତ କିଛି ଯୋଗକରେ, ତବେେ ପରମେଶ୍ବର ତାହାକୁ ଏହି ପୁସ୍ତକରେ ଲଖାେଥିବା କ୍ଲେଶଗୁଡ଼ିକ ଦବେେ।
For I testify unto every man that heareth the words of the prophecy of this book, If any man shall add unto these things, God shall add unto him the plagues that are written in this book:
19 ଯଦି କୌଣସି ବ୍ଯକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକରୁ କିଛି କାଢ଼ି ଦିଏ, ତବେେ ପରମେଶ୍ବର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନବେେ।
And if any man shall take away from the words of the book of this prophecy, God shall take away his part out of the book of life, and out of the holy city, and from the things which are written in this book.
20 ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, ହଁ, ଆମ୍ଭେ ଶୀଘ୍ର ଆସୁଛୁ। ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।
He which testifieth these things saith, Surely I come quickly. Amen. Even so, come, Lord Jesus.
21 ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।
The grace of our Lord Jesus Christ be with you all. Amen.