ଓଡ଼ିଆ ଓଡ଼ିଆ ବାଇବେଲ ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:2 ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:2 ଚିତ୍ର English

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:2 ଚିତ୍ର

ତା'ପରେ ମୁଁ ଅନ୍ୟ ଜଣେ ସ୍ବର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖ ରେ ଜୀବିତ ପରମେଶ୍ବରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ବର ରେ ଚାରିଜଣ ସ୍ବର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ବର ପୃଥିବୀ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦଇେଥିଲେ।
Click consecutive words to select a phrase. Click again to deselect.
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:2

ତା'ପରେ ମୁଁ ଅନ୍ୟ ଜଣେ ସ୍ବର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖ ରେ ଜୀବିତ ପରମେଶ୍ବରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ବର ରେ ଚାରିଜଣ ସ୍ବର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ବର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦଇେଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:2 Picture in Oriya