Romans 1:13 ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚ଼ା ହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବା ରେ ସାହାୟ୍ଯ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାୟ୍ଯ କରିଥିଲି, ସହେିପରି ତୁମ୍ଭମାନଙ୍କୁ ମୁଁ ସାହାୟ୍ଯ କରିବାକୁ ଚା ହେଁ।
Romans 1:13 in Other Translations
King James Version (KJV) Now I would not have you ignorant, brethren, that oftentimes I purposed to come unto you, (but was let hitherto,) that I might have some fruit among you also, even as among other Gentiles.
American Standard Version (ASV) And I would not have you ignorant, brethren, that oftentimes I purposed to come unto you (and was hindered hitherto), that I might have some fruit in you also, even as in the rest of the Gentiles.
Bible in Basic English (BBE) You may be certain, my brothers, that it has frequently been in my mind to come to you (but till now I was kept from it), so that I might have some fruit from you in the same way as I have had it from the other nations.
Darby English Bible (DBY) But I do not wish you to be ignorant, brethren, that I often proposed to come to you, (and have been hindered until the present time,) that I might have some fruit among you too, even as among the other nations also.
World English Bible (WEB) Now I don't desire to have you unaware, brothers, that I often planned to come to you, and was hindered so far, that I might have some fruit among you also, even as among the rest of the Gentiles.
Young's Literal Translation (YLT) And I do not wish you to be ignorant, brethren, that many times I did purpose to come unto you -- and was hindered till the present time -- that some fruit I might have also among you, even as also among the other nations.
not
οὐ
ou
oo
I would
θέλω
thelō
THAY-loh
Now
δὲ
de
thay
you
ὑμᾶς
hymas
yoo-MAHS
have ignorant,
ἀγνοεῖν
agnoeō
ah-gnoh-A-oh
brethren,
ἀδελφοί
adelphos
ah-thale-FOSE
that
ὅτι
hoti
OH-tee
oftentimes
πολλάκις
pollakis
pole-LA-kees
I purposed
προεθέμην
protithemai
proh-TEE-thay-may
to come
ἐλθεῖν
erchomai
ARE-hoh-may
unto
πρὸς
pros
prose
you,
ὑμᾶς
hymas
yoo-MAHS
(but
καὶ
kai
kay
was let
ἐκωλύθην
kōlyō
koh-LYOO-oh
hitherto,)
ἄχρι
achri
AH-hree
τοῦ
ho
oh
δεῦρο
deuro
THAVE-roh
that
ἵνα
hina
EE-na
fruit
καρπὸν
karpos
kahr-POSE
some
τινὰ
tis
tees
I might have
σχῶ
echō
A-hoh
also,
καὶ
kai
kay
among
ἐν
en
ane
you
ὑμῖν
hymin
yoo-MEEN
as
καθὼς
kathōs
ka-THOSE
even
καὶ
kai
kay
among
ἐν
en
ane
τοῖς
ho
oh
other
λοιποῖς
loipoi
loo-POO
Gentiles.
ἔθνεσιν
ethnos
A-thnose
Read Full Chapter :
Romans 1
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 19:21
ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାଯା ବାଟ ଦଇେ ୟିରୁଶାଲମ ୟିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, ୟିରୁଶାଲମ ଗଲାପରେ ମୁଁ ରୋମକୁ ୟିବା କଥା।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:17
ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:25
ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:1
ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି ( ଯେଉଁମାନେ ମାଶାଙ୍କେୁ ଅନୁସରଣ କରିଥିଲେ) କ'ଣ ହେଲା ତାହା ତୁମ୍ଭମାନେେ ଜାଣି ରଖ। ପରମେଶ୍ବର ସମାନଙ୍କେୁ ମେଘ ସ୍ତମ୍ଭ ଦ୍ବାରା ସୁଫ ସାଗରକୁ ପାର କରାଇଥିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:1
ଭାଇ ଓ ଭଉଣୀମାନେ ! ଆତ୍ମିକ ଦାନଗୁଡ଼ିକ ବିଷୟ ରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି।
ଯୋହନଲିଖିତ ସୁସମାଚାର 4:36
ବର୍ତ୍ତମାନ ମଧ୍ଯ ଯେଉଁ ଲୋକ ଶସ୍ଯ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ଯ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦିତ କରିବେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:6
ବିଶ୍ବ ରେ ସର୍ବତ୍ର ସୁସମାଚାର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭମାନେେ ସୁସମାଚାର ଶୁଣିଲ ଓ ପରମେଶ୍ବରଙ୍କ ଅନୁଗ୍ରହର ସତ୍ଯ ବୁଝିଲ, ସହେି ଦିନଠାରୁ ତୁମ୍ଭମାନେେ ମଧ୍ଯ ଆଶୀର୍ବାଦ ଲାଭ କରୁଛ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:18
ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦଇେଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:13
ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:8
ଭାଇ ଓ ଭଉଣୀମାନେ ! ଏସିଆ ଦେଶ ରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଚାହୁଁ ଯେପରି ସହେି ବିଷୟ ରେ ତୁମ୍ଭମାନେେ ମଧ୍ଯ ଜାଣ। ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭମାନେେ ଜୀବନର ସମସ୍ତ ଆଶା ହରାଇଥିଲୁ। ସହେି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।
ଯୋହନଲିଖିତ ସୁସମାଚାର 15:16
ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:13
ଆମ୍ଭକୁ ଯେଉଁ କାର୍ୟ୍ଯ ଦିଆଯାଇଛି, ତହିଁର ସୀମାଲଙ୍ଘନ କରି କଦାପି ଗର୍ବର କଥା କହିବୁ ନାହିଁ। ପରମେଶ୍ବରଙ୍କ ପ୍ରଦତ୍ତ କାମ ପାଇଁ ଆମ୍ଭେ ନିଜେ ଗର୍ବ ଅନୁଭବ କରିବୁ। ଏହି କାମ ତୁମ୍ଭମାନଙ୍କ ସହିତ ଆମ୍ଭର କାମକୁ ମଧ୍ଯ ଅନ୍ତଭୁର୍କ୍ତ କରେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:8
ମାକିଦନିଆ ଓ ଆଖାଯା ରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହାଇେଥିଲା। ପ୍ରେତ୍ୟକକ ସ୍ଥାନ ରେ ପରମେଶ୍ବରଙ୍କଠା ରେ ତୁମ୍ଭ ବିଶ୍ବାସ ପରିଚିତ ହାଇେଛି। ଅତଏବ ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଆମ୍ଭର କିଛି କହିବାର ଆବଶ୍ଯକ ନାହିଁ।
ଯିଶାଇୟ 27:6
ଲୋକମାନେ ମାେ ନିକଟକୁ ଆସିବେ। ସମାନେେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା'ର ଚୋର ବାନ୍ଧିବ। ଇଶ୍ରାୟେଲ ମୁକ୍ତ ଓ ପ୍ରଫୁଲ ହବେ। ଏ ପୃଥିବୀ ଫଳ ଫୁଲ ରେ ପରିପୂର୍ଣ୍ଣ ହବେ।'
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:7
ସଂସାର ରେ ଏବେ ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ୟିଏ, ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ଯପଟରୁ ଦୂ ରଇେ ନ ୟିବା ପର୍ୟ୍ଯନ୍ତ ସହେି ଶକ୍ତିକୁ ପ୍ରତିରୋଧ କରୁଥିବେ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:17
ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:13
ତୁମ୍ଭମାନେେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ବରଙ୍କ ବାକ୍ଯ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ବରଙ୍କୁ ଅନବରତ ଧନ୍ଯବାଦ ଜଣାଉଛୁ। ଏହା ପ୍ରକୃତ ରେ ପରମେଶ୍ବରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।
ଯୋହନଲିଖିତ ସୁସମାଚାର 12:24
ମୁଁ ତୁମ୍ଭକୁ ସତ୍ଯ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡି ନିଶ୍ଚୟ ମରିବା ଆବଶ୍ଯକ। ତା ପରେ ଏହା ବଢି ବହୁତ ଶସ୍ଯ ଦିଏ। କିନ୍ତୁ ଯଦି ଏହା କଦାପି ମ ରେ ନାହିଁ, ତବେେ ଏହା ସର୍ବଦା ଗୋଟିଏ ମଞ୍ଜି ହାଇେ ରହିଥାଏ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:27
ପାଉଲ ଓ ବର୍ଣ୍ଣବ୍ବା ସଠାେରେ ପହଞ୍ଚିବା ପରେ ମଣ୍ଡଳୀକୁ ଏକାଠି କଲେ। ପରମେଶ୍ବର ସମାନଙ୍କେ ସହିତ ଯାହା କିଛି କରିଥିଲେ ତାହା ସମାନଙ୍କେୁ କହିଲେ ଓ ପରମେଶ୍ବର ଅନ୍ୟ ଜାତୀୟ ଲୋକଙ୍କ ପାଇଁ କିପରି ବିଶ୍ବାସର ରାସ୍ତା ଖାଲିେଲେ, ତାହା ସମାନେେ ବର୍ଣ୍ଣନା କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 15:12
ତା'ପରେ ସମସ୍ତେ ନୀରବ ହାଇଗେଲେ। ସମାନେେ ବର୍ଣ୍ଣବ୍ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ବର ଅନ୍ୟ ଜାତୀୟମାନଙ୍କ ମଧିଅରେ ସମାନଙ୍କେ ଜରିଆ ରେ, ଯେଉଁସବୁ ଆଶ୍ଚର୍ୟ୍ଯକର୍ମ ଓ ଚ଼ିହ୍ନମାନ କହିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣବ୍ବା ବର୍ଣ୍ଣନା କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:6
ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦଇଗେଲେ। ସମାନଙ୍କେୁ ପବିତ୍ରଆତ୍ମା ଏସିଆ ରେ ପ୍ରଭୁଙ୍କର କଥା ପ୍ରଚ଼ାର କରିବାକୁ ଅନୁମତି ଦେଲେ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:19
ପାଉଲ ସମାନଙ୍କେୁ ଅଭିନନ୍ଦନ ଜଣାଇଲେ। ପରମେଶ୍ବର ତାହାଙ୍କ ସବୋକାର୍ୟ୍ଯ ମାଧ୍ଯମ ରେ ଅଣଯିହୂଦୀମାନଙ୍କ ମଧିଅରେ ଯେଉଁ ସବୁ କାର୍ୟ୍ଯ କରିଛନ୍ତି, ସେସବୁ ସେ ସମାନଙ୍କେୁ ଗୋଟି ଗୋଟି କରି କହିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:18
ମୁଁ ନିଜେ କରିଥିବା କାର୍ୟ୍ଯ ବିଷୟ ରେ କିଛି କହିବି ନାହିଁ। ମୁଁ କବଳେ ସହେି କଥା ଗୁଡିକ କହିବି, ଯାହା ଖ୍ରୀଷ୍ଟୟିଶୁ ମାେ ଦ୍ବାରା କରିଛନ୍ତି ୟବ୍ଦ୍ବାରା ଅଣଯିହୂଦୀମାନେ ପରମେଶ୍ବରଙ୍କ ବାଧ୍ଯ ହବେେ। ସମାନେେ ମାେ କଥା ଓ କାର୍ୟ୍ଯ ପାଇଁ ପରମେଶ୍ବରଙ୍କୁ ମାନିଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:22
ସେଥିପାଇଁ ଅନକେ ଥର ମାେତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆ ଯାଇଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:2
ଅନ୍ୟମାନେ ମାେତେ ପ୍ ରରେିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭମାନେେ ମାେତେ ପ୍ ରରେିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ ରରେିତ, ତୁମ୍ଭମାନେେ ଏଥିର ପ୍ରମାଣ ଅଟ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:15
ମାହେର ଏହି ବିଶ୍ବାସ ଥିବାରୁ ମୁଁ ପ୍ରଥମ ରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ବାରା ତୁମ୍ଭମାନେେ ଦୁଇଥର ଆଶୀର୍ବାଦ ଲାଭ କରିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:14
ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।