English
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:13 ଚିତ୍ର
ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚ଼ା ହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବା ରେ ସାହାୟ୍ଯ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାୟ୍ଯ କରିଥିଲି, ସହେିପରି ତୁମ୍ଭମାନଙ୍କୁ ମୁଁ ସାହାୟ୍ଯ କରିବାକୁ ଚା ହେଁ।
⇦ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:12 ଚିତ୍ର
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:14 ଚିତ୍ର ⇨