ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:15 in Oriya

ଓଡିଆ ଓଡିଆ ବାଇବେଲ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:15

Romans 1:15
ସେଥିପାଇଁ ମୁଁ ରୋମ ରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଚ଼ାର ଦବୋକୁ ଇଚ୍ଛା କରୁଛି।

Romans 1:14Romans 1Romans 1:16

Romans 1:15 in Other Translations

King James Version (KJV)
So, as much as in me is, I am ready to preach the gospel to you that are at Rome also.

American Standard Version (ASV)
So, as much as in me is, I am ready to preach the gospel to you also that are in Rome.

Bible in Basic English (BBE)
For which reason I have the desire, as far as I am able, to give the knowledge of the good news to you who are in Rome.

Darby English Bible (DBY)
so, as far as depends on me, am I ready to announce the glad tidings to you also who [are] in Rome.

World English Bible (WEB)
So, as much as is in me, I am eager to preach the Gospel to you also who are in Rome.

Young's Literal Translation (YLT)
so, as much as in me is, I am ready also to you who `are' in Rome to proclaim good news,

So,
as
much
as
οὕτωςhoutōsOO-tose
in
is,
τὸtotoh
am
I
me
κατ'katkaht
ready
ἐμὲemeay-MAY
gospel
the
preach
to
πρόθυμονprothymonPROH-thyoo-mone
to
you
καὶkaikay
that
ὑμῖνhyminyoo-MEEN

are
τοῖςtoistoos
at
ἐνenane
Rome
ῬώμῃrhōmēROH-may
also.
εὐαγγελίσασθαιeuangelisasthaiave-ang-gay-LEE-sa-sthay

Cross Reference

ପ୍ରଥମ ରାଜାବଳୀ 8:18
ମାତ୍ର ସଦାପ୍ରଭୁ ମାରେ ପିତା ଦାଉଦଙ୍କୁ କହିଲେ, 'ଆମ୍ଭର ସମ୍ମାନାର୍ଥେ ଏକ ମନ୍ଦିର ନିର୍ମାଣ କରିବାକୁ ତୁମ୍ଭର ବହୁତ ଇଛା ଅଛି, ତୁମ୍ଭର ଏହି ଇଛା ଉତ୍ତମ ଅଟେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:12
ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:17
ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:20
ମୁଁ ସହେି ଜାଗାମାନଙ୍କ ରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠା ରେ ଖ୍ରୀଷ୍ଟଙ୍କର ନାମ ମଧ୍ଯ ଲୋକମାନେ ଶୁଣି ନାହାଁନ୍ତି। ଏପରି କରିବା ଉଲେଖ୍ଯ ଯେ, ଅନ୍ୟ ଲୋକ ଦ୍ବାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ୟ୍ଯକୁ ଯେପରି ମୁଁ ଆଉଥରେ ନ କରେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:18
ଲୋକଙ୍କ ସହିତ ଶାନ୍ତି ରେ ରହିବା ପାଇଁ ଯଥାସାଧ୍ଯ ଚେଷ୍ଟା କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:13
କିନ୍ତୁ ପାଉଲ କହିଲେ, ତୁମ୍ଭମାନେେ କାହିଁକି କାନ୍ଦୁଛ? ତୁମ୍ଭମାନେେ କାହିଁକି ଏପରି ମାେତେ ଦୁଃଖିତ କରୁଛ? ୟିରୂଶାଲମ ରେ ମୁଁ ବନ୍ଧା ହବୋ ପାଇଁ ଯେ କବଳେ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମ ରେ ମରିବା ପାଇଁ ମଧ୍ଯ ପ୍ରସ୍ତୁତ ଅଛି।

ଯୋହନଲିଖିତ ସୁସମାଚାର 4:34
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।

ମାର୍କଲିଖିତ ସୁସମାଚାର 14:8
ଏ ସ୍ତ୍ରୀ ଲୋକଟିର ମାେ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସତକେ କରିଛି। ସମାଧି ନିମନ୍ତେ ମାେ ଦହକେୁ ପ୍ରସ୍ତୁତ କରିବା ପାଇଁ ସେ ମାେ ଦହେ ରେ ମାରେ ମୃତ୍ଯୁ ପୂର୍ବରୁ ଅତର ଢାଳିଛି।

ମାଥିଉଲିଖିତ ସୁସମାଚାର 9:38
ଫସଲ ଅମଳ(ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର।

ଯିଶାଇୟ 6:8
ତା'ପ ରେ ମୁଁ ସଦାପ୍ରଭୁଙ୍କର ସ୍ବର ଶୁଣିଲି। ସେ କହିଲେ, ମୁଁ କାହାକୁ ପଠାଇବି ? କିଏ ଆମ୍ଭମାନଙ୍କ ପାଇଁ ୟିବ?'

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:15
ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।