ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:22 in Oriya

ଓଡିଆ ଓଡିଆ ବାଇବେଲ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:22

Romans 1:22
ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତ ରେ ସମାନେେ ମୂର୍ଖ ହାଇଗେଲେ।

Romans 1:21Romans 1Romans 1:23

Romans 1:22 in Other Translations

King James Version (KJV)
Professing themselves to be wise, they became fools,

American Standard Version (ASV)
Professing themselves to be wise, they became fools,

Bible in Basic English (BBE)
Seeming to be wise, they were in fact foolish,

Darby English Bible (DBY)
professing themselves to be wise, they became fools,

World English Bible (WEB)
Professing themselves to be wise, they became fools,

Young's Literal Translation (YLT)
professing to be wise, they were made fools,

Professing
themselves
φάσκοντεςphaskontesFA-skone-tase
to
be
εἶναιeinaiEE-nay
wise,
σοφοὶsophoisoh-FOO
they
became
fools,
ἐμωράνθησανemōranthēsanay-moh-RAHN-thay-sahn

Cross Reference

ଯିରିମିୟ 10:14
ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ଯା ଓ ସମାନଙ୍କେଠା ରେ ପ୍ରାଣବାଯୁ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:19
ଶାସ୍ତ୍ର ରେ ଲଖାେ ଅଛି :

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:18
ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା

ହିତୋପଦେଶ 25:14
ବୃଷ୍ଟିହୀନ ମେଘ ଓ ବାଯୁ ଯେପରି ଅଟେ, ଦାନ ଦବୋ ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦବୋ ହେଉଛି ଠିକ୍ ସହେିପରି।

ହିତୋପଦେଶ 26:12
ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ୟିଏ ଭାବେ ସେ ଜ୍ଞାନୀ, ସେତବେେଳେ ସେ ଜ୍ଞାନୀ ନ ଥାଏ।

ଯିଶାଇୟ 47:10
ତୁମ୍ଭେ ତୁମ୍ଭର ଦୁଷ୍ଟତା ଓ ମନ୍ଦକର୍ମ ଉପ ରେ ନିର୍ଭର କରି ନିଜକୁ ନିରାପଦ ମଣୁଛ ; ତୁମ୍ଭେ ଭାବୁଛ, କହେି ତୁମ୍ଭକୁ ଦେଖୁ ନାହିଁ ; ତୁମ୍ଭର ଜ୍ଞାନ ଓ ବିଦ୍ଯା ତୁମ୍ଭକୁ ବିପଥଗାମୀ କରିଅଛି ; ତୁମ୍ଭେ ନିଜକୁ ମହାନ୍ ବୋଲି ଭାବୁଛ, ଆମ୍ଭ ଛଡ଼ା କହେି ନାହିଁ ବୋଲି କହୁଅଛ।'

ଯିରିମିୟ 8:8
ତୁମ୍ଭମାନେେ କହୁଛ ଯେ, 'ଆମ୍ଭମାନେେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ଯବସ୍ଥା ଆମ୍ଭମାନଙ୍କଠା ରେ ଅଛି।' ମାତ୍ର ଏହା ସତ୍ଯ ନୁହେଁ। କାରଣ ଅଧ୍ଯାପକଗଣଙ୍କ ମିଥ୍ଯା ଲେଖନୀ ମିଥ୍ଯା ଲେଖିଅଛି।

ମାଥିଉଲିଖିତ ସୁସମାଚାର 6:23
କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହାଇୟିବେ। ତୁମ୍ଭ ଭିତରର ସହେି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହାଇଯୋଏ ତବେେ ସେ ଅନ୍ଧକାର କେତେ ଘନୀଭୁତ ନ ହବେ!

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:25
ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।