Romans 10:2
ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।
Romans 10:2 in Other Translations
King James Version (KJV)
For I bear them record that they have a zeal of God, but not according to knowledge.
American Standard Version (ASV)
For I bear them witness that they have a zeal for God, but not according to knowledge.
Bible in Basic English (BBE)
For I give witness of them that they have a strong desire for God, but not with knowledge.
Darby English Bible (DBY)
For I bear them witness that they have zeal for God, but not according to knowledge.
World English Bible (WEB)
For I testify about them that they have a zeal for God, but not according to knowledge.
Young's Literal Translation (YLT)
for I bear them testimony that they have a zeal of God, but not according to knowledge,
| For | μαρτυρῶ | martyrō | mahr-tyoo-ROH |
| I bear record | γὰρ | gar | gahr |
| them | αὐτοῖς | autois | af-TOOS |
| that | ὅτι | hoti | OH-tee |
| they have | ζῆλον | zēlon | ZAY-lone |
| zeal a | θεοῦ | theou | thay-OO |
| of God, | ἔχουσιν | echousin | A-hoo-seen |
| but | ἀλλ' | all | al |
| not | οὐ | ou | oo |
| according to | κατ' | kat | kaht |
| knowledge. | ἐπίγνωσιν· | epignōsin | ay-PEE-gnoh-seen |
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 21:20
ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:9
ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:6
ୟିହୁଦୀଧର୍ମ ପାଇଁ ମାରେଏତେ ଅଧିକ ଉଦ୍ ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ବାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମାଶାଙ୍କେ ନିୟମ ପାଳନ କରୁଥିଲି, କହେି ହେଲେ ମାଠାେ ରେ କୌଣସି ଦୋଷ ପାଇ ନ ଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:31
ଇଶ୍ରାୟେଲର ଲୋକେ ଧାର୍ମିକ ହବୋ ପାଇଁ ବ୍ଯବସ୍ଥା ପାଳନ କରି ମଧ୍ଯ କୃତକାର୍ୟ୍ଯ ହେଲେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:3
ମୁଁ କହିପା ରେ ଯେ, ସମାନେେ ଯେତେ ଦଇେ ପାରିବା କଥା ତାହ ଦଇେଛନ୍ତି। ଏତିକି ନୁହେଁ, ସମାନେେ ସ୍ବେଚ୍ଛା ରେ ନିଜ ସାମର୍ଥ୍ଯ ଅପେକ୍ଷା ଅଧିକ ଦଇେଛନ୍ତି। କହେି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:14
ମୁଁ ଯିହୂଦୀଧର୍ମର ଜଣେ ନେତା ହାଇେ ଉଠୁଥିଲି। ମୁଁ ମାେ ବୟସର ତୁଳନା ରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମଗୁଡ଼ିକ ପରଂପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:15
ତୁମ୍ଭମାନେେ ସେତବେେଳେ ଅତ୍ଯଧିକ ଆନନ୍ଦିତ ଥିଲ। ଏବେ ସେ ଆନନ୍ଦ କୁଆଡ଼େ ଗଲା ? ମାରେ ମନେ ପଡ଼େ, ତୁମ୍ଭମାନେେ ତୁମ୍ଭମାନଙ୍କର ସାଧ୍ଯମତେ ମାେତେ ସାହାୟ୍ଯ କରିବା ପାଇଁ ଆଗଇେ ଆସିଥିଲ। ସମ୍ଭବ ହାଇେଥିଲେ, ତୁମ୍ଭମାନେେ ନିଜର ଆଖି ମଧ୍ଯ ତାଡ଼ି ମାେତେ ପ୍ରଦାନ କରି ଦଇେଥାଆନ୍ତ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:17
ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦଖାେଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ଯ ରେ ନୁହେଁ। କାରଣ, ତାହାଦ୍ବାରା ସମାନେେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂ ରଇେ ନବୋକୁ ଇଚ୍ଛା କରନ୍ତି ଓ ସମାନଙ୍କେ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:13
ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:6
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:4
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:3
ସମାନେେ ଜାଣି ନଥିଲେ ଯେ, ପରମେଶ୍ବର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କହନ୍ତି। ସମାନେେ ଧାର୍ମିକ ହବୋ ପାଇଁ ନିଜର ଉପାୟ ଦ୍ବାରା ଚେଷ୍ଟା କଲେ। ଅତଏବ ସମାନେେ ଧାର୍ମିକତା ବୋଲି ଗଣିତ ପରମେଶ୍ବରଙ୍କ ମାର୍ଗର ଅନୁ ସରଣ କଲେ ନାହିଁ।
ଦିତୀୟ ରାଜାବଳୀ 10:16
ଯହେୂ କହିଲେ, ମାେ ସହିତ ଆସ, ସଦାପ୍ରଭୁଙ୍କ ପ୍ରତି ମାରେ କିପରି ଦୃଢ ଆସ୍ଥା ତାହା ଦେଖି ପାରିବ।
ଗୀତସଂହିତା 14:4
ଦୁଷ୍ଟ ଲୋକମାନେ ମାରେ ଅନକେ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସହେି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହାଇେ ପାରନ୍ତି ନାହିଁ।
ହିତୋପଦେଶ 19:2
ଜ୍ଞାନହୀନ ଜୀଜ୍ଞାଷୁ ହବୋର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:28
ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:3
ମୁଁ ଜଣେ ଯିହୂଦୀୟ ଲୋକ। ମାରେ ଜନ୍ମ କିଲିକିଆ ଦେଶର ତାର୍ଷ ନଗର ରେ। କିନ୍ତୁ ଏହି ନଗର ରେ ମାରେ ଲାଳନପାଳନ ହାଇେଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟ ରେ ଗୁରୁ ଗମଲୀଯଲଙ୍କେ ପାଖରୁ ବହୁତ ଯତ୍ନ ସହକା ରେ ତାଲିମ ପାଇଛି। ତୁମ୍ଭମାନଙ୍କେ ପରି, ମୁଁ ମଧ୍ଯ ପରମେଶ୍ବରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:22
ପାଉଲ ଏକଥା କହିବା ପର୍ୟ୍ଯନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସମାନେେ ସମସ୍ତେ ମିଶି ଖୁବ୍ ଜାରେ ରେ ପାଟି କରି କହିଲେ, ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ଯ ନୁହଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 26:9
ମୁଁ ଯେତବେେଳେ ଫାରୂଶୀ ଥିଲି, ସେତବେେଳେ ମୁଁ ମଧ୍ଯ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧ ରେ ଅନକେ କାର୍ୟ୍ଯ କରିବି ବୋଲି ଭାବୁଥିଲି।
ଯୋହନଲିଖିତ ସୁସମାଚାର 16:2
ତୁମ୍ଭମାନଙ୍କୁ ଲୋକମାନେ ସମାନଙ୍କେର ସମାଜଗୃହଗୁଡିକରୁ ବାହାର କରି ଦବେେ। ହଁ, ଏପରି ସମୟ ଆସୁଛି ଯେତବେେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ବାରା ସମାନେେ ପରମେଶ୍ବରଙ୍କ ସବୋ କରୁଛନ୍ତି।
ଯିଶାଇୟ 27:1
ସଦେିନ ସଦାପ୍ରଭୁ ଆପଣାର ଦାରୁଣ, ବୃହତ୍ ଓ ଦୃଢ଼ ଖଡ୍ଗ ଦ୍ବାରା ଦ୍ରୁତଗାମୀ ସର୍ପ ଲିବିଯାଥନକୁ ଓ ବକ୍ରଗାମୀ ସର୍ପ ଲିବିଯାଥନକୁ ଶାସ୍ତି ଦବେେ ଓ ସମୁଦ୍ରସ୍ଥ ଦୀର୍ଘକାଯ ଜନ୍ତୁକୁ ସଂହାର କରିବେ।