ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:13 in Oriya

ଓଡିଆ ଓଡିଆ ବାଇବେଲ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:13

Romans 4:13
ଅବ୍ରାହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସମାନେେ ସଂସାରର ଉତ୍ତରାଧିକାରୀ ହବେେ। କିନ୍ତୁ ଅବ୍ରାହାମ ଏହି ପ୍ରତିଶ୍ରୁତି ବ୍ଯବସ୍ଥା ପାଳନ କରିଥିବାରୁ ମିଳି ନଥିଲା। ବିଶ୍ବାସ ଦ୍ବାରା ସେ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।

Romans 4:12Romans 4Romans 4:14

Romans 4:13 in Other Translations

King James Version (KJV)
For the promise, that he should be the heir of the world, was not to Abraham, or to his seed, through the law, but through the righteousness of faith.

American Standard Version (ASV)
For not through the law was the promise to Abraham or to his seed that he should be heir of the world, but through the righteousness of faith.

Bible in Basic English (BBE)
For God's word, that the earth would be his heritage, was given to Abraham, not through the law, but through the righteousness of faith.

Darby English Bible (DBY)
For [it was] not by law that the promise was to Abraham, or to his seed, that he should be heir of [the] world, but by righteousness of faith.

World English Bible (WEB)
For the promise to Abraham and to his seed that he should be heir of the world wasn't through the law, but through the righteousness of faith.

Young's Literal Translation (YLT)
For not through law `is' the promise to Abraham, or to his seed, of his being heir of the world, but through the righteousness of faith;

was
Οὐouoo
not
γὰρgargahr
For
διὰdiathee-AH
through
law,
νόμουnomouNOH-moo
the
the
ay
promise,
ἐπαγγελίαepangeliaape-ang-gay-LEE-ah

τῷtoh
Abraham,
to
Ἀβραὰμabraamah-vra-AM
or
ēay
the
seed,
τῷtoh
to
σπέρματιspermatiSPARE-ma-tee
his
the
αὐτοῦautouaf-TOO
heir
τὸtotoh
that
he
κληρονόμονklēronomonklay-roh-NOH-mone
be
αὐτὸνautonaf-TONE
should
εἶναιeinaiEE-nay
world,
of
τοῦtoutoo
but
κόσμουkosmouKOH-smoo
through
ἀλλὰallaal-LA
the
righteousness
διὰdiathee-AH
of
faith.
δικαιοσύνηςdikaiosynēsthee-kay-oh-SYOO-nase
πίστεωςpisteōsPEE-stay-ose

Cross Reference

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:29
ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।

ଆଦି ପୁସ୍ତକ 17:4
ଏହା ହେଉଛି ତୁମ୍ଭ ସହିତ ମାରଚେୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:16
ସେ ଚୁକ୍ତିକୁ ମଧ୍ଯ ଏଡ଼ାଇ ଦଇେ ହୁଏ ନାହିଁ। ସହେିପରି ପରମେଶ୍ବର ଅବ୍ରହାମ ଓ ତାହାଙ୍କ ସନ୍ତାନଙ୍କୁ ପ୍ରତିଶୃତି ଦଇେଥିଲେ। କିନ୍ତୁ ସେ ତାହାଙ୍କର ସମସ୍ତ ବଂଶଧର ପାଇଁ ଏହି ପ୍ରତିଜ୍ଞା ଦଇେ ନ ଥିଲେ। ତା'ର ଅର୍ଥ ଜଣେ ମାତ୍ର ବ୍ଯକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସହେି ବ୍ଯକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:8
ଏହାର ଅର୍ଥ ଯେ ଅବ୍ରାହମଙ୍କ ବଂଶର ସମସ୍ତେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ ନୁହଁନ୍ତି। କବଳେ ଯେଉଁମାନେ ପରମେଶ୍ବରଙ୍କ ପ୍ରତିଜ୍ଞା ଦ୍ବାରା ପରମେଶ୍ବରଙ୍କ ସନ୍ତାନ ହଇେଥିଲେ ସହେିମାନେ ଅବ୍ରାହମଙ୍କ ପ୍ରକୃତ ସନ୍ତାନ ହେଲେ।

ଗୀତସଂହିତା 72:11
ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ। ସବୁ ଜାତିଗଣ ଲୋକମାନେ ତାଙ୍କର ସବୋ କରନ୍ତୁ।

ଗୀତସଂହିତା 2:8
ୟଦି ତୁମ୍ଭେ ମାେତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ଯ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହବେେ।

ଆଦି ପୁସ୍ତକ 28:14
ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।

ଆଦି ପୁସ୍ତକ 22:17
ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।

ଆଦି ପୁସ୍ତକ 17:16
ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳ ରେ ଏକ ପୁତ୍ର ଦବେି। ଏବଂ ତୁମ୍ଭେ ତା'ର ପିତା ହବେ। ସେ ବହୁ ଜାତିର ଆଦିମାତା ହବେ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନବେେ।

ଆଦି ପୁସ୍ତକ 12:3
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସମାନଙ୍କେୁ ଆଶୀର୍ବାଦ କରିବି। ଏବଂ ୟିଏ ତୁମ୍ଭକୁ ଅଭିଶାପ ଦବେ ମୁଁ ସମାନଙ୍କେୁ ଅଭିଶାପ ଦବେି। ତୁମ୍ଭ ଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।

ଆଦି ପୁସ୍ତକ 49:10
ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।