Romans 4:18
ଅବ୍ରାହାମଙ୍କର ସନ୍ତାନ ହବୋର ଆଶା ନଥିଲା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନକେ ଜାତିର ପିତା ହେଲେ। ପରମେଶ୍ବର ତାହାଙ୍କୁ କହିଥିଲେ: ତୁମ୍ଭର ଅଗଣିତ ବଂଶଧର ହବେେ।
Romans 4:18 in Other Translations
King James Version (KJV)
Who against hope believed in hope, that he might become the father of many nations, according to that which was spoken, So shall thy seed be.
American Standard Version (ASV)
Who in hope believed against hope, to the end that he might become a father of many nations, according to that which had been spoken, So shall thy seed be.
Bible in Basic English (BBE)
Who without reason for hope, in faith went on hoping, so that he became the father of a number of nations, as it had been said, So will your seed be.
Darby English Bible (DBY)
who against hope believed in hope to his becoming father of many nations, according to that which was spoken, So shall thy seed be:
World English Bible (WEB)
Who in hope believed against hope, to the end that he might become a father of many nations, according to that which had been spoken, "So will your seed be."
Young's Literal Translation (YLT)
Who, against hope in hope did believe, for his becoming father of many nations according to that spoken: `So shall thy seed be;'
| Who | ὃς | hos | ose |
| against | παρ' | par | pahr |
| hope | ἐλπίδα | elpida | ale-PEE-tha |
| believed | ἐπ' | ep | ape |
| in | ἐλπίδι | elpidi | ale-PEE-thee |
| hope, | ἐπίστευσεν | episteusen | ay-PEE-stayf-sane |
| that | εἰς | eis | ees |
| he | τὸ | to | toh |
| γενέσθαι | genesthai | gay-NAY-sthay | |
| might become | αὐτὸν | auton | af-TONE |
| the father | πατέρα | patera | pa-TAY-ra |
| many of | πολλῶν | pollōn | pole-LONE |
| nations, | ἐθνῶν | ethnōn | ay-THNONE |
| according to | κατὰ | kata | ka-TA |
| τὸ | to | toh | |
| spoken, was which that | εἰρημένον· | eirēmenon | ee-ray-MAY-none |
| So | Οὕτως | houtōs | OO-tose |
| shall thy | ἔσται | estai | A-stay |
| τὸ | to | toh | |
| seed | σπέρμα | sperma | SPARE-ma |
| be. | σου | sou | soo |
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:5
ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:24
ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ଶାସ୍ତ୍ର ରେ ଲଖାେ ଅଛି, ମୁଁ ତୁମ୍ଭକୁ (ଅବ୍ରାହାମ) ଅନକେ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି। ପରମେଶ୍ବରଙ୍କ ଆଗ ରେ ଏହା ସତ୍ଯ ଅଟେ। ଅବ୍ରାହାମ ଯେଉଁ ପରମେଶ୍ବରଙ୍କୁ ବିଶ୍ବାସ କରିଥିଲେ, ସହେି ପରମେଶ୍ବର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ଯାପି ଘଟି ନାହିଁ ସଗେୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:25
ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ବରଙ୍କୁ ବିଶ୍ବାସ କରେ। ତାହାଙ୍କ ଦୂତ ମାେତେ ଯେପରି କହିଛନ୍ତି, ଠିକ୍ ସହେିପରି ଘଟିବ।
ଲୂକଲିଖିତ ସୁସମାଚାର 1:18
ଜିଖରିୟ ସ୍ବର୍ଗଦୂତଙ୍କୁ କହିଲେ, ତୁମ୍ଭେ ଯାହା କହୁଛ, ତାହା ସତ୍ଯ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢା ଲୋକ ଓ ମାରେ ପତ୍ନୀ ମଧ୍ଯ ବୁଢୀ ହାଇଗେଲଣେି।
ମାର୍କଲିଖିତ ସୁସମାଚାର 5:35
ଯୀଶୁ ସଠାେରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜ ଗୃହର ଅଧିକାରୀ ଯାଈରସଙ୍କ ଘରୁ କେତକେ ଲୋକ ଆସି ତାହାଙ୍କୁ କହିଲେ, ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ(ଯୀଶୁ)ଙ୍କୁ ଅଯଥା ରେ ଆଉ କାହିଁକି ହଇରାଣ କରିବ?
ଯିହିଜିକଲ 37:11
ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥିସକଳ ଇଶ୍ରାୟେଲ ସମୁଦାଯ ପରିବାର ଅଟନ୍ତି। ଏବଂ ସମାନେେ କହନ୍ତି, 'ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହାଇେଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭମାନେେ ସମ୍ପୂର୍ଣ୍ଣରୂପେ ବିନଷ୍ଟ ହାଇେଅଛୁ।'
ରୂତର ବିବରଣ 1:11
କିନ୍ତୁ ନୟମୀ କହିଲେ, ନା, ମାରେ କନ୍ଯାଗଣ, ତୁମ୍ଭେ ତୁମ୍ଭର ସ୍ବଗୃହକକ୍ସ୍ଟ ଫରେିୟାଅ। ତୁମ୍ଭମାନେେ ଆଉ କାହିଁକି ମାେ ସହିତ ୟିବ? ମୁ ତୁମ୍ଭମାନଙ୍କୁ ସାହାୟ୍ଯ କରିପାରିବି ନାହିଁ। ମାରେତ ଗର୍ଭ ରେ ଆଉ ସନ୍ତାନ ନାହିନ୍ତି, ଯେଉଁମାନେ କି ତୁମ୍ଭର ସ୍ବାମୀ ହାଇେ ଥା'ନ୍ତେ।
ଆଦି ପୁସ୍ତକ 15:5
ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:19
ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।
ହିତୋପଦେଶ 13:12
ଆଶା ସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ। ମାତ୍ର ବାଞ୍ଛାର ସିଦ୍ଧିଜୀବନ ବୃକ୍ଷ ସ୍ବରୂପ।