Romans 5
1 ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।
2 ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।
3 ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।
4 ଏହି ର୍ଧୈୟ୍ଯ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।
5 ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।
6 ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।
7 ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ଯ, ଖୁବ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ଯୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହାଇେ ଥାଏ, ତବେେ ତା ନିମନ୍ତେ କିଏ ଜଣେ ମୃତ୍ଯୁ ବରଣ କରିବା ପାଇଁ ସାହାସ କରିବ।
8 କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ଯୁ ବରଣ କଲେ। ଏହା ଦ୍ବାରା ପରମେଶ୍ବର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ ରମେ କରନ୍ତି।
9 ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କର କୋରଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।
10 ମାେ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ବରଙ୍କର ଶତୃ ହାଇେଥିଲେ ମଧ୍ଯ, ସେ ନିଜ ପୁତ୍ରଙ୍କ ମୃତ୍ଯୁ ଦ୍ବାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେ ହତେୁ ଆମ୍ଭେ ପରମେଶ୍ବରଙ୍କର ମିତ୍ର, ପରମେଶ୍ବର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ଯମ ରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।
11 ଆମ୍ଭେ ଯେ କବଳେ ରକ୍ଷା ପାଇବୁ ତା ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଠା ରେ ମଧ୍ଯ ଅତ୍ଯଧିକ ଆନନ୍ଦିତ ହତେୁ କବଳେ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ବରଙ୍କ ମିତ୍ର ଅଟୁ।
1 Therefore being justified by faith, we have peace with God through our Lord Jesus Christ:
2 By whom also we have access by faith into this grace wherein we stand, and rejoice in hope of the glory of God.
3 And not only so, but we glory in tribulations also: knowing that tribulation worketh patience;
4 And patience, experience; and experience, hope:
5 And hope maketh not ashamed; because the love of God is shed abroad in our hearts by the Holy Ghost which is given unto us.
6 For when we were yet without strength, in due time Christ died for the ungodly.
7 For scarcely for a righteous man will one die: yet peradventure for a good man some would even dare to die.
8 But God commendeth his love toward us, in that, while we were yet sinners, Christ died for us.
9 Much more then, being now justified by his blood, we shall be saved from wrath through him.
10 For if, when we were enemies, we were reconciled to God by the death of his Son, much more, being reconciled, we shall be saved by his life.
11 And not only so, but we also joy in God through our Lord Jesus Christ, by whom we have now received the atonement.
Romans 5 in Tamil and English
1 ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।
Therefore being justified by faith, we have peace with God through our Lord Jesus Christ:
2 ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।
By whom also we have access by faith into this grace wherein we stand, and rejoice in hope of the glory of God.
3 ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।
And not only so, but we glory in tribulations also: knowing that tribulation worketh patience;
4 ଏହି ର୍ଧୈୟ୍ଯ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।
And patience, experience; and experience, hope:
5 ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।
And hope maketh not ashamed; because the love of God is shed abroad in our hearts by the Holy Ghost which is given unto us.
6 ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।
For when we were yet without strength, in due time Christ died for the ungodly.
7 ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ଯ, ଖୁବ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ଯୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହାଇେ ଥାଏ, ତବେେ ତା ନିମନ୍ତେ କିଏ ଜଣେ ମୃତ୍ଯୁ ବରଣ କରିବା ପାଇଁ ସାହାସ କରିବ।
For scarcely for a righteous man will one die: yet peradventure for a good man some would even dare to die.
8 କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ଯୁ ବରଣ କଲେ। ଏହା ଦ୍ବାରା ପରମେଶ୍ବର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ ରମେ କରନ୍ତି।
But God commendeth his love toward us, in that, while we were yet sinners, Christ died for us.
9 ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କର କୋରଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।
Much more then, being now justified by his blood, we shall be saved from wrath through him.
10 ମାେ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ବରଙ୍କର ଶତୃ ହାଇେଥିଲେ ମଧ୍ଯ, ସେ ନିଜ ପୁତ୍ରଙ୍କ ମୃତ୍ଯୁ ଦ୍ବାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେ ହତେୁ ଆମ୍ଭେ ପରମେଶ୍ବରଙ୍କର ମିତ୍ର, ପରମେଶ୍ବର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ଯମ ରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।
For if, when we were enemies, we were reconciled to God by the death of his Son, much more, being reconciled, we shall be saved by his life.
11 ଆମ୍ଭେ ଯେ କବଳେ ରକ୍ଷା ପାଇବୁ ତା ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଠା ରେ ମଧ୍ଯ ଅତ୍ଯଧିକ ଆନନ୍ଦିତ ହତେୁ କବଳେ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ବରଙ୍କ ମିତ୍ର ଅଟୁ।
And not only so, but we also joy in God through our Lord Jesus Christ, by whom we have now received the atonement.