Romans 5

fullscreen12 ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।

fullscreen13 ମାଶାେ ବ୍ଯବସ୍ଥା ଦବୋ ପୂର୍ବରୁ ପାପ ସଂସାର ରେ ଥିଲା। କିନ୍ତୁ ପରମେଶ୍ବର, ବ୍ଯବସ୍ଥା ନଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନଥିଲେ।

fullscreen14 କିନ୍ତୁ ଆଦମଙ୍କ ସମୟରୁ ମାଶାଙ୍କେ ସମୟ ସୁଦ୍ଧା, ପ୍ରେତ୍ୟକକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ବରଙ୍କର ଆଦେଶ ଅମାନ୍ଯ କରି ପାପ କରିଥିବା ହତେୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନଥିଲେ, ସମାନଙ୍କେୁ ମଧ୍ଯ ମରିବାକୁ ହେଲା।

fullscreen15 କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।

fullscreen16 ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ଯସ୍ତା ହେଲା। କିନ୍ତୁ ପରମେଶ୍ବରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନକେ ପାପ ପରେ ପରମେଶ୍ବରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରାଇଲା।

fullscreen17 ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ଯୁ ସମସ୍ତଙ୍କ ଉପରେ ରାଜତ୍ବ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ବରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର 'ଧାର୍ମିକ' ହବୋ ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ଯ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସହେି ଲୋକମାନେ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଶାସନ କରିବେ।

fullscreen18 ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ଯୁ ରେ ଦଣ୍ଡିତ କଲା, ସହେି ଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସହେି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦବେ।

fullscreen19 ଜଣେ ଲୋକ ପରମେଶ୍ବରଙ୍କୁ ଅବଜ୍ଞା କଲା ଓ ଅନକେ ଲୋକ ପାପୀ ହାଇେ ଗଲେ। କିନ୍ତୁ ସହେିପରି ଜଣେ ଲୋକ ପରମେଶ୍ବରଙ୍କୁ ମାନିଲା ଓ ଅନକେ ଲୋକ ଧାର୍ମିକ ହାଇେ ଯିବେ।

fullscreen20 ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।

12 Wherefore, as by one man sin entered into the world, and death by sin; and so death passed upon all men, for that all have sinned:

13 (For until the law sin was in the world: but sin is not imputed when there is no law.

14 Nevertheless death reigned from Adam to Moses, even over them that had not sinned after the similitude of Adam’s transgression, who is the figure of him that was to come.

15 But not as the offence, so also is the free gift. For if through the offence of one many be dead, much more the grace of God, and the gift by grace, which is by one man, Jesus Christ, hath abounded unto many.

16 And not as it was by one that sinned, so is the gift: for the judgment was by one to condemnation, but the free gift is of many offences unto justification.

17 For if by one man’s offence death reigned by one; much more they which receive abundance of grace and of the gift of righteousness shall reign in life by one, Jesus Christ.)

18 Therefore as by the offence of one judgment came upon all men to condemnation; even so by the righteousness of one the free gift came upon all men unto justification of life.

19 For as by one man’s disobedience many were made sinners, so by the obedience of one shall many be made righteous.

20 Moreover the law entered, that the offence might abound. But where sin abounded, grace did much more abound:

Romans 5 in Tamil and English

12 ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।
Wherefore, as by one man sin entered into the world, and death by sin; and so death passed upon all men, for that all have sinned:

13 ମାଶାେ ବ୍ଯବସ୍ଥା ଦବୋ ପୂର୍ବରୁ ପାପ ସଂସାର ରେ ଥିଲା। କିନ୍ତୁ ପରମେଶ୍ବର, ବ୍ଯବସ୍ଥା ନଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନଥିଲେ।
(For until the law sin was in the world: but sin is not imputed when there is no law.

14 କିନ୍ତୁ ଆଦମଙ୍କ ସମୟରୁ ମାଶାଙ୍କେ ସମୟ ସୁଦ୍ଧା, ପ୍ରେତ୍ୟକକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ବରଙ୍କର ଆଦେଶ ଅମାନ୍ଯ କରି ପାପ କରିଥିବା ହତେୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନଥିଲେ, ସମାନଙ୍କେୁ ମଧ୍ଯ ମରିବାକୁ ହେଲା।
Nevertheless death reigned from Adam to Moses, even over them that had not sinned after the similitude of Adam’s transgression, who is the figure of him that was to come.

15 କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।
But not as the offence, so also is the free gift. For if through the offence of one many be dead, much more the grace of God, and the gift by grace, which is by one man, Jesus Christ, hath abounded unto many.

16 ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ଯସ୍ତା ହେଲା। କିନ୍ତୁ ପରମେଶ୍ବରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନକେ ପାପ ପରେ ପରମେଶ୍ବରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରାଇଲା।
And not as it was by one that sinned, so is the gift: for the judgment was by one to condemnation, but the free gift is of many offences unto justification.

17 ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ଯୁ ସମସ୍ତଙ୍କ ଉପରେ ରାଜତ୍ବ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ବରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର 'ଧାର୍ମିକ' ହବୋ ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ଯ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସହେି ଲୋକମାନେ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଶାସନ କରିବେ।
For if by one man’s offence death reigned by one; much more they which receive abundance of grace and of the gift of righteousness shall reign in life by one, Jesus Christ.)

18 ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ଯୁ ରେ ଦଣ୍ଡିତ କଲା, ସହେି ଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସହେି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦବେ।
Therefore as by the offence of one judgment came upon all men to condemnation; even so by the righteousness of one the free gift came upon all men unto justification of life.

19 ଜଣେ ଲୋକ ପରମେଶ୍ବରଙ୍କୁ ଅବଜ୍ଞା କଲା ଓ ଅନକେ ଲୋକ ପାପୀ ହାଇେ ଗଲେ। କିନ୍ତୁ ସହେିପରି ଜଣେ ଲୋକ ପରମେଶ୍ବରଙ୍କୁ ମାନିଲା ଓ ଅନକେ ଲୋକ ଧାର୍ମିକ ହାଇେ ଯିବେ।
For as by one man’s disobedience many were made sinners, so by the obedience of one shall many be made righteous.

20 ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
Moreover the law entered, that the offence might abound. But where sin abounded, grace did much more abound: