Solomon 1:4 in Oriya

ଓଡିଆ ଓଡିଆ ବାଇବେଲ ପରମଗୀତ ପରମଗୀତ 1 ପରମଗୀତ 1:4

Song Of Solomon 1:4
ମାେତେ ଏକା ତୁମ୍ଭ ପାଖକୁ ଟାଣିନିଅ। ଆସ ଆମ୍ଭେ ଏକତ୍ରୀତ ହାଇେ ଦୌଡ଼ିବା। ରାଜା ଆପଣା ଅନ୍ତଃପୁରକୁ ମାେତେ ଆଣିଅଛନ୍ତି।

Song Of Solomon 1:3Song Of Solomon 1Song Of Solomon 1:5

Song Of Solomon 1:4 in Other Translations

King James Version (KJV)
Draw me, we will run after thee: the king hath brought me into his chambers: we will be glad and rejoice in thee, we will remember thy love more than wine: the upright love thee.

American Standard Version (ASV)
Draw me; we will run after thee: The king hath brought me into his chambers; We will be glad and rejoice in thee; We will make mention of thy love more than of wine: Rightly do they love thee.

Bible in Basic English (BBE)
Take me to you, and we will go after you: the king has taken me into his house. We will be glad and full of joy in you, we will give more thought to your love than to wine: rightly are they your lovers.

Darby English Bible (DBY)
Draw me, we will run after thee! -- The king hath brought me into his chambers -- We will be glad and rejoice in thee, We will remember thy love more than wine. They love thee uprightly.

World English Bible (WEB)
Take me away with you. Let us hurry. The king has brought me into his chambers. Friends We will be glad and rejoice in you. We will praise your love more than wine! Beloved They are right to love you.

Young's Literal Translation (YLT)
Draw me: after thee we run, The king hath brought me into his inner chambers, We do joy and rejoice in thee, We mention thy loves more than wine, Uprightly they have loved thee!

Draw
מָשְׁכֵ֖נִיmoškēnîmohsh-HAY-nee
me,
we
will
run
אַחֲרֶ֣יךָʾaḥărêkāah-huh-RAY-ha
after
נָּר֑וּצָהnārûṣâna-ROO-tsa
king
the
thee:
הֱבִיאַ֨נִיhĕbîʾanîhay-vee-AH-nee
hath
brought
הַמֶּ֜לֶךְhammelekha-MEH-lek
me
into
his
chambers:
חֲדָרָ֗יוḥădārāywhuh-da-RAV
glad
be
will
we
נָגִ֤ילָהnāgîlâna-ɡEE-la
and
rejoice
וְנִשְׂמְחָה֙wĕniśmĕḥāhveh-nees-meh-HA
remember
will
we
thee,
in
בָּ֔ךְbākbahk
love
thy
נַזְכִּ֤ירָהnazkîrânahz-KEE-ra
more
than
wine:
דֹדֶ֙יךָ֙dōdêkādoh-DAY-HA
the
upright
מִיַּ֔יִןmiyyayinmee-YA-yeen
love
מֵישָׁרִ֖יםmêšārîmmay-sha-REEM
thee.
אֲהֵבֽוּךָ׃ʾăhēbûkāuh-hay-VOO-ha

Cross Reference

ଯୋହନଲିଖିତ ସୁସମାଚାର 6:44
ପରମପିତା ମାେତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମାେ ନିକଟକୁ ଆଣନ୍ତି। ମୁଁ ସହେି ଲୋକମାନଙ୍କୁ ଶଷଦେିନ ରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମାେ ନିକଟକୁ ନ ଆଣିବେ, ତବେେ ସେ ଲୋକ ମାେ ପାଖକୁ ଆସି ପାରିବ ନାହିଁ।

ଗୀତସଂହିତା 45:14
ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।

ଗୀତସଂହିତା 119:32
ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି, ଯେତବେେଳେ ତୁମ୍ଭେ ମାରେ ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।

ହୋଶେୟ 11:4
ଆମ୍ଭେ ସମାନଙ୍କେୁ ରଜ୍ଜୁ ରେ ବାନ୍ଧିଥିଲୁ, କିନ୍ତୁ ତାହା ଥିଲା ପ୍ ରମରେ ରଜ୍ଜୁ। ଆମ୍ଭେ ଜଣେ ବ୍ଯକ୍ତିପରି ସମାନଙ୍କେୁ ମୁକ୍ତ କଲୁ। ଆମ୍ଭେ ନମ୍ର ହେଲୁ ଓ ସମାନଙ୍କେୁ ଖୁଆଇଲୁ।

ଯୋହନଲିଖିତ ସୁସମାଚାର 12:32
ମୁଁ ଜଗତରୁ ଉର୍ଦ୍ଧ୍ବକୁ ଉତ୍ଥିତ ହବେି। ଯେତବେେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମାେ ନିକଟକୁ ନଇେ ୟିବି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:6
ପରମେଶ୍ବରଙ୍କ ଅନୁଗ୍ରହ ହତେୁ ତୁମ୍ଭମାନେେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବାରୁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁଥିତ କଲେ ଓ ତାହାଙ୍କ ସହିତ ସ୍ବର୍ଗୀୟ ସ୍ଥାନ ରେ ବସାଇ ଅଛନ୍ତି।

ଲୂକଲିଖିତ ସୁସମାଚାର 2:10
ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।

ଲୂକଲିଖିତ ସୁସମାଚାର 22:19
ତାପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ ରରେିତମାନଙ୍କୁ ଦେଲେ। ତା'ପରେ ଯୀଶୁ କହିଲେ, ଏହି ରୋଟୀ ମାରେଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମାେତେ ମନେ ରଖିବା ପାଇଁ ଏହା କର।

ଯୋହନଲିଖିତ ସୁସମାଚାର 14:2
ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।

ଯୋହନଲିଖିତ ସୁସମାଚାର 21:15
ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:23
ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କ ଠାରୁ ଗ୍ରହଣ କରିଥିଲି, ସହେି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଯେଉଁ ରାତ୍ରି ରେ ଯୀଶୁଙ୍କୁ ହତ୍ଯା କରିବା ପାଇଁ ଧରାଇ ଦିଆଯାଇଥିଲା। ସହେି ରାତ୍ରି ରେ ସେ ରୋଟୀ ନେଲେ ଓ ତା' ପାଇଁ ଧନ୍ଯବାଦ ଦଇେଥିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:24
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଶଷେ ପ୍ ରମେ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ହେଉ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:12
ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3
କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:4
ପ୍ରଭୁଙ୍କଠା ରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କ ହେ, ଆନନ୍ଦ କର।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:1
ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।

ପିତରଙ୍କ ପ୍ରଥମ ପତ୍ 1:8
ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।

ମାଥିଉଲିଖିତ ସୁସମାଚାର 25:10
ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।

ଯିଖରିୟ 9:9
ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।

ଗୀତସଂହିତା 48:9
ପରମେଶ୍ବର ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାକୁ ଧ୍ଯାନ କରୁ।

ଗୀତସଂହିତା 63:5
ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।

ଗୀତସଂହିତା 98:4
ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।

ଗୀତସଂହିତା 103:1
ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।

ଗୀତସଂହିତା 111:4
ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।

ଗୀତସଂହିତା 119:60
ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।

ଗୀତସଂହିତା 149:2
ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।

ପରମଗୀତ 1:2
ମାେତେ ଚୁମ୍ବନ ଦିଅ। ତୁମ୍ଭ ପାଟି ରେ ମାେତେ ଚୁମ୍ବନ ଦିଅ। ତୁମ୍ଭର ପ୍ ରମେ ଦ୍ରାକ୍ଷାରସଠାରୁ ଉତ୍ତମ।

ପରମଗୀତ 2:3
ଯେପରି ବନବୃକ୍ଷମାନଙ୍କ ମଧିଅରେ ନାଗରଙ୍ଗ ବୃକ୍ଷ, ସହେିପରି ୟୁବାମାନଙ୍କ ମଧିଅରେ ପ୍ରିଯତମ।

ପରମଗୀତ 3:4
ସମାନଙ୍କେୁ ଛାଡି଼ବାର ଅଳ୍ପକ୍ଷଣ ପ ରେ ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ପାଇଲି। ମୁଁ ତାଙ୍କୁ ମାରେ ମାଆର ଗୃହର କଠାେରୀକୁ ନଇଗେଲି, ଯେଉଁଠା ରେ ମୁଁ ଗର୍ଭ ରେ ସଞ୍ଚାରିତ ହାଇେଥିଲି, ମୁଁ ତାଙ୍କୁ ଧରି ରଖିଲି ଏବଂ ୟିବାକୁ ଦଲେି ନାହିଁ।

ଯିଶାଇୟ 25:8
ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।

ଯିଶାଇୟ 45:25
ଇଶ୍ରାୟେଲର ସମୁଦାଯ ବଂଶ ସଦାପ୍ରଭୁଙ୍କଠା ରେ ଧର୍ମପ୍ରାପ୍ତ ହବେେ ଓ ଦର୍ପ କରିବେ।

ଯିଶାଇୟ 61:3
ସିୟୋନର ଶାେକର୍ତ୍ତ ଲୋକମାନଙ୍କୁ ଯୋଗାଇ ଦବୋକୁ ଓ ଭସ୍ମ ପରିବର୍ତେ ଭୂଷଣ, ଦୁଃଖ ପରିବର୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମାେତେ ପ୍ ରରଣେ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ବିତ ହବେେ, ଏଥିପାଇଁ ସମାନେେ 'ଧର୍ମରୂପ ବୃକ୍ଷ' ଓ 'ତାଙ୍କର ଉଦ୍ୟାନ ବୋଲି ବିଖ୍ଯାତ ହବେେ।'

ଯିଶାଇୟ 63:7
ଆମ୍ଭେ ସଦାପ୍ରଭୁଙ୍କର ସ୍ନହପେୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ଇଶ୍ରାୟେଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସା ରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବ।

ଯିରିମିୟ 31:3
ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, ଆମ୍ଭେ ଚିରସ୍ଥାଯୀ ଭାବରେ ତୁମ୍ଭକୁ ପ୍ ରମେ କରି ଆସିଛୁ। ଏଣୁ ସ୍ନହପେୂର୍ଣ୍ଣ କରୁଣା ରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।

ସିଫନିୟ 3:14
ହେ ୟିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇଶ୍ରାୟେଲ ମଧ୍ଯ ଆନନ୍ଦ କରିବ। ୟିରୁଶାଲମ ମଧ୍ଯ ସୁଖୀ ହବେ।

ଗୀତସଂହିତା 42:4
ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।