Song Of Solomon 7
1 ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ।
2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବତ୍ତୁର୍ଳ ପାତ୍ର ତୁଲ୍ଯ। ତୁମ୍ଭର ଉଦର ଶାେଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ଯ।
3 ତୁମ୍ଭର ସ୍ତନ ୟୁଗଳ ହରିଣର ୟାଆଁଳା ଛୁଆପରି।
4 ତୁମ୍ଭର ଗଳଦେଶ ଗଳଦନ୍ତମଯ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ୟୁଗଳ ବେଥି-ଗଦ୍ଦୀମ ନଗର ଦ୍ବାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ଯ।
5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ଯ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ଯ। ତହିଁର ବଣେୀ ପାଶ ରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି।
6 ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କମେନ୍ତ ସୁନ୍ଦରୀ ଓ ମ ନୋହାରିଣୀ।
7 ତୁମ୍ଭ ଶରୀରର ଦୀର୍ଘ୍ଯତା ଖଜୁରୀ ବୃକ୍ଷ ତୁଲ୍ଯ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ଯ।
8 ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ଯ ହେଉ। ପୁଣି ତୁମ୍ଭ ନିଶ୍ବାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ଯ ହେଉ।
9 ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ଯ, ସହେି ଦ୍ରାକ୍ଷାରସ ମାେ ପ୍ରିଯତମାଙ୍କ ଗଳ ଦେଶ ରେ ଧୀର ଭାବରେ ଗଳିୟାଏ ଏବଂ ମାରେ ଓଷ୍ଠ ଓ ଦାନ୍ତ ଦଇେ ଧୀ ରେ ଧୀ ରେ ବହିୟାଏ।
10 ମୁଁ ଆପଣା ପ୍ରିଯତମଙ୍କର ଓ ତାଙ୍କର ବାସନା ମାେ ପ୍ରତି ଅଛି।
11 ଆସ, ମାରେ ପ୍ରିଯତମ, ଆମ୍ଭମାନେେ କ୍ଷେତ୍ରକୁ ୟିବା। ଆସ ହନୋ ଚାରାଗଛ ଗହଣ ରେ ରାତିଟି କଟଇଦେବୋ।
12 ଆମ୍ଭମାନେେ ଅତି ପ୍ରଭାତ ରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡ଼ାଳିମ୍ବ ପୁଷ୍ପିତ ହାଇେଅଛି କି ନାହିଁ, ତାହା ଆମ୍ଭମାନେେ ଦେଖିବା। ସଠାେ ରେ ମୁଁ ତୁମ୍ଭଙ୍କୁ ଆପଣା ପ୍ ରମେ ପ୍ରଦାନ କରିବି।
13 ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ବାର ନିକଟରେ ସର୍ବପ୍ରକାର ବହୁମୂଲ୍ଯ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମାରେ ପ୍ରିଯତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି।
1 How beautiful are thy feet with shoes, O prince’s daughter! the joints of thy thighs are like jewels, the work of the hands of a cunning workman.
2 Thy navel is like a round goblet, which wanteth not liquor: thy belly is like an heap of wheat set about with lilies.
3 Thy two breasts are like two young roes that are twins.
4 Thy neck is as a tower of ivory; thine eyes like the fishpools in Heshbon, by the gate of Bath-rabbim: thy nose is as the tower of Lebanon which looketh toward Damascus.
5 Thine head upon thee is like Carmel, and the hair of thine head like purple; the king is held in the galleries.
6 How fair and how pleasant art thou, O love, for delights!
7 This thy stature is like to a palm tree, and thy breasts to clusters of grapes.
8 I said, I will go up to the palm tree, I will take hold of the boughs thereof: now also thy breasts shall be as clusters of the vine, and the smell of thy nose like apples;
9 And the roof of thy mouth like the best wine for my beloved, that goeth down sweetly, causing the lips of those that are asleep to speak.
10 I am my beloved’s, and his desire is toward me.
11 Come, my beloved, let us go forth into the field; let us lodge in the villages.
12 Let us get up early to the vineyards; let us see if the vine flourish, whether the tender grape appear, and the pomegranates bud forth: there will I give thee my loves.
13 The mandrakes give a smell, and at our gates are all manner of pleasant fruits, new and old, which I have laid up for thee, O my beloved.
Song of Solomon 7 in Tamil and English
1 ଏହାପରେ ସଦାପ୍ରଭୁ ନୋହଙ୍କୁ କହିଲେ, ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧିଅରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହାଇେ ଜାହା ରେ ପ୍ରବେଶ କଲ।
And the Lord said unto Noah, Come thou and all thy house into the ark; for thee have I seen righteous before me in this generation.
2 ତୁମ୍ଭେ ତୁମ୍ଭ ସହିତ ସାତ ୟୋଡ଼ ଶୁଚ଼ି ପଶୁ ଓ ଏକ ୟୋଡ଼ି ଅଶୁଚ଼ି ପଶୁ ନଇେ ଆସିବ। ପ୍ରେତ୍ୟକକ ପକ୍ଷୀ ଜାତିର ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚଯ ରହିବ।
Of every clean beast thou shalt take to thee by sevens, the male and his female: and of beasts that are not clean by two, the male and his female.
3 ପ୍ରେତ୍ୟକକ ପକ୍ଷୀ ଜାତିର ପୁରୁଷ ଓ ସ୍ତ୍ରୀ ସାତ ସାତ ୟୋଡ଼ି ସଂଗ ରେ ନିଅ, ବଂଶ ରକ୍ଷା କରିବା ପାଇଁ।
Of fowls also of the air by sevens, the male and the female; to keep seed alive upon the face of all the earth.
4 ସାତଦିନ ପରେ ମୁଁ ଚ଼ାଳିଶ ଦିବାରାତ୍ର ପୃଥୀବୀ ରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସଠାେକାର ସମସ୍ତ ଜିନିଷ ଧ୍ବଂସ କରି ଦବେି, ଯାହା ମୁଁ ସୃଷ୍ଟି କରିଥିଲି।
For yet seven days, and I will cause it to rain upon the earth forty days and forty nights; and every living substance that I have made will I destroy from off the face of the earth.
5 ନୋହ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ସମସ୍ତ କାର୍ୟ୍ଯ କଲେ।
And Noah did according unto all that the Lord commanded him.
6 ବନ୍ଯା ଆସିବା ସମୟରେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା।
And Noah was six hundred years old when the flood of waters was upon the earth.
7 ନୋହ ଏବଂ ତା'ର ପରିବାର ବନ୍ଯାରୁ ରକ୍ଷାପାଇବା ନିମିତ୍ତ ଜାହାଜ ମଧ୍ଯକୁ ଗଲେ। ଜାହାଜ ରେ ନୋହ, ତା'ର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ।
And Noah went in, and his sons, and his wife, and his sons’ wives with him, into the ark, because of the waters of the flood.
8 ସମସ୍ତ ପଶୁଗୁଡ଼ିକ ଶୁଚ଼ି ଓ ଅଶୁଚ଼ି ଓ ପଶୁପକ୍ଷୀ ବର୍ଗ ଓ ଭୂଚ଼ର ଉ ରୋଗାମୀ ଜନ୍ତୁବର୍ଗ ନୋହଙ୍କ ନିକଟକୁ ୟାଇ ଭିତରକୁ ଗଲେ।
Of clean beasts, and of beasts that are not clean, and of fowls, and of every thing that creepeth upon the earth,
9 ସମାନେେ ଯୋଡ଼ି ୟୋଡ଼ି କରି ପୁରୁଷ ଓ ସ୍ତ୍ରୀ ଠିକ୍ ପରମେଶ୍ବରଙ୍କ ଆଜ୍ଞାନୁସା ରେ ନୋହଙ୍କ ନିକଟକୁ ୟାଇ ଜାହାଜ ରେ ପ୍ରବେଶ କଲେ।
There went in two and two unto Noah into the ark, the male and the female, as God had commanded Noah.
10 ସାତଦିନ ପରେ ବନ୍ଯାର ପାଣି ପୃଥିବୀ ଉପର ରେ ଆରମ୍ଭ ହେଲା।
And it came to pass after seven days, that the waters of the flood were upon the earth.
11 ଦ୍ବିତୀୟ ମାସର ସତର ଦିବସ ଯେ ତବେଳେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା। ମହା ସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା।
In the six hundredth year of Noah’s life, in the second month, the seventeenth day of the month, the same day were all the fountains of the great deep broken up, and the windows of heaven were opened.
12 ପୁଣି ଆକାଶସ୍ଥ ଦ୍ବାର ସବୁ ମୁକ୍ତ ହେଲା। ତହିଁରେ ଚ଼ାଳିଷ ଦିବାରାତ୍ର ବୃଷ୍ଟି ହେଲା। ସହେି ଦିନ ରେ ନୋହ, ଶମେ,
And the rain was upon the earth forty days and forty nights.
13 ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।
In the selfsame day entered Noah, and Shem, and Ham, and Japheth, the sons of Noah, and Noah’s wife, and the three wives of his sons with them, into the ark;
14 ସହେି ଲୋକମାନେ ଏବଂ ପ୍ରେତ୍ୟକକ ପ୍ରକାରର ପଶୁ, ସହେିଜାହଜକୁ ପ୍ରବେଶ କଲେ। ସବୁପ୍ରକାରର ଗ୍ରୁହପାଳିତ ପଶୁ, ସବୁପ୍ରକାର ଉ ରୋଗମୀ ସବୁଜାତିଯ ଭୂଚ଼ର ଓ ଖେଚ଼ର ପକ୍ଷୀ ସମସ୍ତ ଜାହାଜ ମଧ୍ଯକୁ ପ୍ରବେଶ କଲେ।
They, and every beast after his kind, and all the cattle after their kind, and every creeping thing that creepeth upon the earth after his kind, and every fowl after his kind, every bird of every sort.
15 ନୋହଙ୍କ ସହିତ ଏହି ସମସ୍ତେ ଜୀବ ଜାହାଜ ମଧିଅରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ୟୋଡ଼ା ୟୋଡ଼ା ହାଇେ ଆସିଲେ।
And they went in unto Noah into the ark, two and two of all flesh, wherein is the breath of life.
16 ପରମେଶ୍ବରଙ୍କର ଆଜ୍ଞାନୁସା ରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରେତ୍ୟକକ ପ୍ରକାରର ଜାହାଜ ମଧ୍ଯକୁ ପ୍ରବେଶ କଲେ, ଏହାପରେ ସଦାପ୍ରଭୁ ଜାହାଜର ଦ୍ବାରା ବନ୍ଦ କରି ଦେଲେ।
And they that went in, went in male and female of all flesh, as God had commanded him: and the Lord shut him in.
17 ଚ଼ାଳିଶ ଦିନ ପୃଥିବୀ ରେ ଜଳପ୍ଲାବନ ହେଲା, ପୁଣି ଜଳ ବଢ଼ିବାରୁ ଜାହାଜ ଭୂମିକୁ ଛାଡ଼ି ଭାସିବାକୁ ଲାଗିଲା।
And the flood was forty days upon the earth; and the waters increased, and bare up the ark, and it was lift up above the earth.
18 ପୃଥିବୀ ରେ କ୍ରମାନ୍ବଯ ରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥି ରେ ଜାହାଜ ଭାସିବାକୁ ଆରମ୍ଭ କଲା।
And the waters prevailed, and were increased greatly upon the earth; and the ark went upon the face of the waters.
19 ପୃଥିବୀ ଉପରେ ଜଳ ଅତିଶଯ ବଢ଼ି ଆକାଶ ତଳସ୍ଥ ସମସ୍ତ ଉଚ୍ଚ ପର୍ବତ ମଗ୍ନ କଲା।
And the waters prevailed exceedingly upon the earth; and all the high hills, that were under the whole heaven, were covered.
20 ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।
Fifteen cubits upward did the waters prevail; and the mountains were covered.
21 ପୃଥିବୀପୃଷ୍ଠରୁ ପ୍ରେତ୍ୟକକ ସଜୀବ ପ୍ରାଣୀ ମୃତ୍ଯୁବରଣ କଲେ। ପ୍ରେତ୍ୟକକ ପୁରୁଷ ଓ ସ୍ତ୍ରୀ,
And all flesh died that moved upon the earth, both of fowl, and of cattle, and of beast, and of every creeping thing that creepeth upon the earth, and every man:
22 ପ୍ରେତ୍ୟକକ ପ୍ରକାର ପକ୍ଷୀ ଓ ପଶୁ ପୃଥିବୀପୃଷ୍ଠରୁ ମଲେ। ସମସ୍ତ ଭୂଚ଼ର ଓ ସମସ୍ତ ଉ ରୋଗାମୀ ଜୀବ ପୃଥିବୀପୃଷ୍ଠରୁ ଲୋପ ପାଇଗଲେ।
All in whose nostrils was the breath of life, of all that was in the dry land, died.
23 ଏହି ପ୍ରକା ରେ ପରମେଶ୍ବର ପୃଥିବୀ ରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିନ୍ନ କଲେ। ସମସ୍ତ ସନୁଷ୍ଯ, ପଶୁ, ସରୀସୃପ ପ୍ରାଣୀ, ଖେଚ଼ର ପକ୍ଷୀ, ପୃଥିବୀ ରେ ମୃତ୍ଯୁବରଣ କଲେ। କବଳେ ନୋହ ଓ ଜାହାଜ ରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇ ଗଲେ।
And every living substance was destroyed which was upon the face of the ground, both man, and cattle, and the creeping things, and the fowl of the heaven; and they were destroyed from the earth: and Noah only remained alive, and they that were with him in the ark.
24 ଏହିପରି ଭାବରେ ପୃଥିବୀ 150 ଦିନ ଜଳ ମଗ୍ନ ହାଇେ ରହିଲା।
And the waters prevailed upon the earth an hundred and fifty days.