Base Word
βρέφος
Short Definitionan infant (properly, unborn) literally or figuratively
Long Definitionan unborn child, embryo, a foetus
Derivationof uncertain affinity
Same as
International Phonetic Alphabetˈβrɛ.fos
IPA modˈvre̞.fows
Syllablebrephos
DictionVREH-fose
Diction ModVRAY-fose
Usagebabe, (young) child, infant

ଲୂକଲିଖିତ ସୁସମାଚାର 1:41
ସରିୟମଙ୍କ ଅଭିବାଦନ ଶୁଣିବା ମାତ୍ ରେ ଏଲୀଶାବେଥଙ୍କ ଗର୍ଭସ୍ଥ ସନ୍ତାନ ନାଚି ଉଠିଲା। ଏଲୀଶାବେଥ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ।

ଲୂକଲିଖିତ ସୁସମାଚାର 1:44
ମୁଁ ତୁମ୍ଭ ଅଭିବାଦନର ସ୍ବର ଶୁଣିବା ମାତ୍ ରେ ମାରେ ଗର୍ଭସ୍ଥ ସନ୍ତାନ ଆନନ୍ଦ ରେ ନାଚି ଉଠିଲା।

ଲୂକଲିଖିତ ସୁସମାଚାର 2:12
ତୁମ୍ଭମାନେେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କତେ: ତୁମ୍ଭମାନେେ ଗୋଟିଏ ଶିଶୁକୁ କନା ରେ ଗୁଡାଇ ହାଇେ ଗୋରୁକୁଣ୍ଡ ରେ ଶାଇେଥିବାର ଦେଖିବ।

ଲୂକଲିଖିତ ସୁସମାଚାର 2:16
ତେଣୁ ସମାନେେ ଶୀଘ୍ର ଗଲେ ଓ ମରିୟମ ଏବଂ ୟୋ ସଫଙ୍କେୁ ଖାଜେି ପାଇଲେ। ସହେି ଶିଶୁ ଗୋଟିଏ ଗୋରୁ କୁଣ୍ଡ ରେ ଶାଇେଥିଲେ।

ଲୂକଲିଖିତ ସୁସମାଚାର 18:15
କେତକେ ଲୋକ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସହେି ପିଲାମାନଙ୍କୁ କବଳେ ଛୁଇଁବେ। ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଲୋକମାନଙ୍କୁ ଏହା ନକରିବାକୁ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:19
ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ଯବହାର କଲେ। ରାଜା ସମାନଙ୍କେର ଶିଶୁମାନଙ୍କୁ ମାରିବା ପାଇଁ ବାହା ରେ ପକଇଦେବୋକୁ ସମାନଙ୍କେୁ ବଧ୍ଯ କଲେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:15
ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।

ପିତରଙ୍କ ପ୍ରଥମ ପତ୍ 2:2
ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்