Base Word
Ἑβραϊστί
Short DefinitionHebraistically or in the Jewish (Chaldee) language
Long Definitionin Hebrew, i.e., in Chaldee
Derivationadverb from G1446
Same asG1446
International Phonetic Alphabethɛ.βrɑ.iˈsti
IPA mode̞.vrɑ.iˈsti
Syllablehebraisti
Dictionheh-vra-ee-STEE
Diction Moday-vra-ee-STEE
Usagein (the) Hebrew (tongue)

ଯୋହନଲିଖିତ ସୁସମାଚାର 5:2
ୟିରୂଶାଲମ ରେ ପାନ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷା ରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମଷେଦ୍ବାର ପାଖ ରେ ଥିଲା।

ଯୋହନଲିଖିତ ସୁସମାଚାର 19:13
ପୀଲାତ ଯିହୂଦୀମାନଙ୍କର ଏହି କଥା ଶୁଣିଲେ। ତେଣୁ ସେ ଯୀଶୁଙ୍କୁ 'ପ୍ରସ୍ତରମଣ୍ଡପ' ନାମକ ସ୍ଥାନକୁ ଆଣିଲେ। ଏବ୍ରୀ ଭାଷା ରେ ଏହାର ନାମ 'ଗବ୍ବଥା' ଅଟେ। ପୀଲାତ ପ୍ରସ୍ତରମଣ୍ଡପରେ ଥିବା ବିଚାରସନ ରେ ବସିଲେ।

ଯୋହନଲିଖିତ ସୁସମାଚାର 19:17
ଯୀଶୁ ତାହାଙ୍କ ନିଜର କୃଶ ବୋହି କପାଳସ୍ଥଳ ନାମକ ସ୍ଥାନକୁ ଗଲେ। ଏବ୍ରୀ ଭାଷା ରେ ସହେି ସ୍ଥାନକୁ 'ଗଲଗଥା' କହନ୍ତି।

ଯୋହନଲିଖିତ ସୁସମାଚାର 19:20
ଯୀଶୁଙ୍କର କୃଶବିଦ୍ଧ ହବୋ ସ୍ଥାନ ନଗରର ନିକଟବର୍ତ୍ତୀ ହାଇେଥିବା କାରଣରୁ ଅନକେ ଯିହୂଦୀ ସହେି ସଙ୍କତେ ପଢିଲେ। ଏହା ଏବ୍ରୀ, ଲାଟିନ୍ ଓ ଗ୍ରୀକ୍ ଭାଷା ରେ ଲଖାେ ହାଇେଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:11
ପାତାଳସ୍ଥ ସହେି ଅତଳ ଗହ୍ବରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷା ରେ 'ଅବଦ୍ଦୋନ୍' ଓ ଗ୍ରୀକ୍ ଭାଷା ରେ 'ଅପଲିଯୋନ' (ବିନାଶକ) ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:16
ସହେି ଭୂତାତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷା ରେ କୁହା ଯାଉଥିବା 'ହର୍ମିଗିଦ୍ଦୋନ୍' ନାମକ ସ୍ଥାନ ରେ ଏକାଠି କଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்