Base Word
ἐκφέρω
Short Definitionto bear out (literally or figuratively)
Long Definitionto carry out, to bear forth
Derivationfrom G1537 and G5342
Same asG1537
International Phonetic Alphabetɛkˈfɛ.ro
IPA mode̞kˈfe̞.row
Syllableekpherō
Dictionek-FEH-roh
Diction Modake-FAY-roh
Usagebear, bring forth, carry forth (out)

ଲୂକଲିଖିତ ସୁସମାଚାର 15:22
କିନ୍ତୁ ବାପା ତାହାଙ୍କ ଚାକରମାନଙ୍କୁ ଡାକି କହିଲେ, ଶୀଘ୍ର ଯାଅ, ତା' ପାଇଁ ସବୁଠାରୁ ଭଲ ପୋଷାକପତ୍ର ଆଣ। ତା' ଆଙ୍ଗୁଠି ରେ ମୁଦିଟିଏ ପିନ୍ଧାଇ ଦିଅ। ପାଦ ରେ ଭଲ ଜୋତା ପିନ୍ଧାଇ ଦିଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:6
ତା'ପରେ ୟୁବକମାନେ ତାହାକୁ ଲୁଗା ରେ ଗୁଡ଼ଇେ ନଇେ ବାହାରକୁ ଚ଼ାଲିଗଲେ ଓ କବର ଦଇେ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:9
ତା'ପରେ ପିତର କହିଲେ, ତୁମ୍ଭମାନେେ ଦୁ ହେଁ ପ୍ରଭୁଙ୍କ ଆତ୍ମାକୁ ପରୀକ୍ଷା କରିବା ପାଇଁ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭର ସ୍ବାମୀକୁ କବର ଦଇେଛନ୍ତି, ସମାନେେ ଦ୍ବାର ପାଖ ରେ ପହଞ୍ଚିଗଲଣେି। ତୁମ୍ଭକୁ ମଧ୍ଯ ସମାନେେ ବାହାରକୁ ଟାଣି ନଇେଯିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:10
ସେ ସ୍ତ୍ରୀ ଲୋକଟି ମଧ୍ଯ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା'ପରେ ୟୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନଇଗେଲେ ଓ ତାହାର ସ୍ବାମୀ ପାଖ ରେ ତାହାକୁ କବର ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:15
ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହେି ଆଣିଲେ, ଯେପରିକି ପିତରଙ୍କ ଛାଇ ୟିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହାଦ୍ବାରା ସହେି ରୋଗୀମାନେ ସୁସ୍ଥ ହାଇପୋରିବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:7
ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତବେେଳେ ଆମ୍ଭେ ମରିୟିବା ଏଠାରୁ କିଛି ନଇେ ଯାଇ ପାରିବା ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:8
କିନ୍ତୁ ଯଦି ସହେି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା' ହେଲେ ତାହା ଅକାମୀ ଅଟେ। ସହେି ଭୂମି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ହାଇେ ଅଭିଶପ୍ତ ହୁଏ, ଓ ଶଷେ ରେ ତାହା ଅଗ୍ନି ଦ୍ବାରା ବିନଷ୍ଟ ହବେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்