Base Word
ἐξέρχομαι
Short Definitionto issue (literally or figuratively)
Long Definitionto go or come forth of
Derivationfrom G1537 and G2064
Same asG1537
International Phonetic Alphabetɛk͡sˈɛr.xo.mɛ
IPA mode̞k͡sˈe̞r.xow.me
Syllableexerchomai
Dictioneks-ER-hoh-meh
Diction Modayks-ARE-hoh-may
Usagecome (forth, out), depart (out of), escape, get out, go (abroad, away, forth, out, thence), proceed (forth), spread abroad

ମାଥିଉଲିଖିତ ସୁସମାଚାର 2:6
' ହେ ୟହୂଦା ପ୍ରଦେଶର ବେଥ୍ଲହମେ! ୟହୂଦାର ଶାସକମାନଙ୍କ ଭିତ ରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହବେ ଏବଂ ସହେି ଶାସକ ମାରେ ଲୋକମାନଙ୍କୁ ଇଶ୍ରାୟଲକୁ କଢାଇନବେେ।' ମିଖା5:2

ମାଥିଉଲିଖିତ ସୁସମାଚାର 5:26
ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ପର୍ୟ୍ଯନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେ ପର୍ୟ୍ଯନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ ।

ମାଥିଉଲିଖିତ ସୁସମାଚାର 8:28
ଯୀଶୁ ହ୍ରଦର ଆରପଟ ରେ ଥିବା ଗାଦରୀୟ ଲୋକଙ୍କ ରାଜ୍ଯ ରେ ପହନ୍ଚିଲେ। ଭୁତ ଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥନରୁ ବାହାରି ତାହାଙ୍କୁ ଭଟେିଲେ। ସମାନେେ ବହୁତ ଭୟଙ୍କର ଥିଲେ।

ମାଥିଉଲିଖିତ ସୁସମାଚାର 8:32
ଯୀଶୁ ସମାନଙ୍କେୁ କହିଲେ, ଯାଅ! ତେଣୁ ଭୂତମାନେ ମଣିଷଙ୍କ ଦହରେୁ ବାହାରି ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ତାପରେ ସହେି ଘୁଷୁରିପଲ ତୀଖ ପାହାଡରୁ ତଳକୁ ଗଡିଯାଇ ଶଷେ ରେ ହ୍ରଦ ରେ ବୁଡିଗଲେ।

ମାଥିଉଲିଖିତ ସୁସମାଚାର 8:34
ତାପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭଟେିବାକୁ ଆସିଗଲେ। ସମାନେେ ଯୀଶୁଙ୍କୁ ଦେଖି ତାହାଙ୍କୁ ସମାନେେ ସହେି ଅଞ୍ଚଳ ଛାଡି ଚାଲିୟିବା ପାଇଁ ବିନତି କଲେ।

ମାଥିଉଲିଖିତ ସୁସମାଚାର 9:26
ଏ ଖବର ସହେି ଅଞ୍ଚଳ ସାରା ବ୍ଯାପିଗଲା।

ମାଥିଉଲିଖିତ ସୁସମାଚାର 9:31
କିନ୍ତୁ ଅନ୍ଧ ଦୁ ହେଁ ଓ ଖବର ସେ ଅଞ୍ଚଳ ସାରା ପ୍ରଚାର କରି ଦେଲେ।

ମାଥିଉଲିଖିତ ସୁସମାଚାର 9:32
ସେ ଅନ୍ଧ ଦୁଇଜଣ ଗଲାପରେ କେତକେ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପିରୁ ନଥିଲା। କାରଣ ତା ଦହେ ରେ ଭୂତ ପ୍ରବେଶ କରି ରହିଥିଲା।

ମାଥିଉଲିଖିତ ସୁସମାଚାର 10:11
କୌଣସି ନଗର ବା ଗାଁ ରେ ପ୍ରବେଶ କଲା ବେଳେ ସଠାେରେ ଯୋଗ୍ଯ ଲୋକଟିକୁ ବାଛି ବାହାର କର। ସହେି ନଗର ବା ଗାଁ ନ ଛାଡିବା ପର୍ୟ୍ଯନ୍ତ ସହେି ସ୍ଥାନ ରେ ରୁହ।

ମାଥିଉଲିଖିତ ସୁସମାଚାର 10:14
ଯଦି କହେି ହେଲେ ତୁମ୍ଭର ସ୍ବାଗତ କରୁ ନାହାଁନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାଁନ୍ତି, ତବେେ ସେ ଘର ବା ନଗର ଛାଡିଦିଅ। ତୁମ୍ଭ ପାଦ ରେ ଲାଗିଥିବା ଧୂଳି ମଧ୍ଯ ସହେିଠା ରେ ଝାଡିଦିଅ।

Occurences : 222

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்