No lexicon data found for Strong's number: 2083

ମାଥିଉଲିଖିତ ସୁସମାଚାର 11:16
ଏହି ଲୋକମାନଙ୍କ ବିଷୟ ରେ ମୁଁ କ'ଣ କହିବି। ସମାନେେ କେଉଁ ପ୍ରକାରର? ସମାନେେ ବଜାର ରେ ବସିଥିବା ପାଲାମାନଙ୍କ ଭଳି। ସେ ପିଲାମାନେ ଅନ୍ୟ ପିଲାମାନଙ୍କୁ ଡାକି କୁହନ୍ତି:

ମାଥିଉଲିଖିତ ସୁସମାଚାର 20:13
ଜମିଦାର ସହେି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, 'ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ଯାୟ କରିନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରେ ୗପ୍ୟମୁଦ୍ରା ନଇେ କାମ କରିବ ବୋଲି ମାେ ସାଙ୍ଗ ରେ ରାଜି ହାଇେ ନଥିଲ କି?

ମାଥିଉଲିଖିତ ସୁସମାଚାର 22:12
ରାଜା ତାହାଙ୍କୁ ପଚ଼ାରିଲେ, 'ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନପିନ୍ଧି ଓ ଭିତରକୁ କମେିତି ଆସିଲ?' କିନ୍ତୁ ଲୋକଟି କିଛି କହିଲା ନାହିଁ।

ମାଥିଉଲିଖିତ ସୁସମାଚାର 26:50
ଯୀଶୁ କହିଲେ, ବନ୍ଧୁ ତୁମ୍ଭେ ଯେଉଁ କାମ ରେ ଆସିଛ, ତାହା କର!

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்