No lexicon data found for Strong's number: 2107

ମାଥିଉଲିଖିତ ସୁସମାଚାର 11:26
ହଁ ପରମପିତା, ତୁମ୍ଭେ ପ୍ରକୃତ ରେ ଯାହା ଗ୍ଭହୁଁଥିଲ, ଚାହା ଘଟିଲା।

ଲୂକଲିଖିତ ସୁସମାଚାର 2:14
ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।

ଲୂକଲିଖିତ ସୁସମାଚାର 10:21
ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:1
ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛା ଯେ ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:15
ଏହା ସତ୍ଯ ଯେ ସମାନଙ୍କେ ଭିତରୁ କେତଜେଣ କଠାେର ଓ ଈର୍ଷାନ୍ବିତ ହାଇେ ବିବାଦ ମନୋଭାବ ନଇେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି, କିନ୍ତୁ ଅନ୍ୟମାନେ ସଦ୍ ଭାବରେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:13
ପରମେଶ୍ବର ତୁମ୍ଭ ମଧିଅରେ କାର୍ୟ୍ଯ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ୟ୍ଯ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ଯ ଦିଅନ୍ତି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:11
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ବାନର ଯୋଗ୍ଯ ବୋଲି ଭାବିବେ, ସଭେଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାୟ୍ଯ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠା ରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ ପରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠା ରେ ଥିବା ବିଶ୍ବାସ ଦ୍ବାରା ତୁମ୍ଭମାନେେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ବର ନିଜ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତୁ ବୋଲି ଆମ୍ଭେ ପ୍ରାଥର୍ନା କରୁ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்