Base Word | |
Ἔφεσος | |
Literal | permitted |
Short Definition | Ephesus, a city of Asia Minor |
Long Definition | a maritime city of Asia Minor, capital of Ionia and under the Romans, of proconsular Asia, situated on the Icarian Sea between Smyrna and Miletus |
Derivation | probably of foreign origin |
Same as | |
International Phonetic Alphabet | ˈɛ.fɛ.sos |
IPA mod | ˈe̞.fe̞.sows |
Syllable | ephesos |
Diction | EH-feh-sose |
Diction Mod | A-fay-sose |
Usage | Ephesus |
ରେରିତମାନଙ୍କ କାର୍ଯ୍ୟର ବିବରଣ 18:19
ତା'ପରେ ସମାନେେ ଏଫିସ ନଗର ରେ ପହନ୍ଚିଲେ। ସଠାେରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ବିଲାଙ୍କୁ ଛାଡ଼ି ନିଜେ ସମାଜଗୃହ ରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:21
ସେ ଗଲା ବେଳେ କହିଲେ, ଯଦି ପରମେଶ୍ବର ଚ଼ାହାଁନ୍ତି, ତବେେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି। ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:24
ଆପଲ୍ଲ ନାମକ ଜଣେ ଯିହୂଦୀୟ ସଠାେରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଯା। ସେ ଏଫିସ ନଗରକୁ ଆସିଲେ ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ର ରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:1
ଆପଲ୍ଲ କରିନ୍ଥ ରେ ଥିଲେ ବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦଇେ ଯାତ୍ରା କରି ଏଫିସ ରେ ଆସି ପହନ୍ଚିଲେ। ତା'ପରେ ପାଉଲ ସଠାେରେ ସେ ଯୋହନଙ୍କ କେତକେ ଶିଷ୍ଯଙ୍କୁ ଦେଖିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:17
ଏକଥା ଏଫିସ ନଗରର ସମସ୍ତ ଯିହୂଦୀୟ ଓ ଗ୍ରୀକ୍ମାନେ ଜାଣି ଭୟ କଲେ। ଏହାଦ୍ବାରା ପ୍ରଭୁ ଯୀଶୁଙ୍କର ନାମ ଅଧିକ ଗୌରବାନ୍ବିତ ହେଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:26
ତୁମ୍ଭମାନେେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କବଳେ ଏଫିସ ନଗର ରେ ନୁହେଁ, ପୁରା ଏସିଆ ରେ ଲୋକମାନଙ୍କୁ ମତଇେ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ଯର ହାତ ତିଆରି ଦବେତାମାନେ ପ୍ରକୃତ ଦବେତା ନୁହଁନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:16
ପାଉଲ ଏସିଆ ରେ ଅଧିକ ସମୟ ରହିବାପାଇଁ ଇଚ୍ଛା କରୁ ନଥିଲେ। ସେ ଏଫିସ ରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ୟିରୂଶାଲମ ରେ ପହଞ୍ଚିବାପାଇଁ ତର ତର ହେଉଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:17
ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚ଼ୀନମାନଙ୍କୁ ଡ଼କାଇଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:32
ଯଦି ମୁଁ ଏଫିସଠା ରେ ମାରେ ଗର୍ବ ରକ୍ଷାର୍ଥେ ବନ୍ଯପଶୁମାନଙ୍କ ସହ ୟୁଦ୍ଧ କରିଛି, ତା' ହେଲେ ମୁଁ କ'ଣ ବା ପାଇଲି ? ଯଦି ମୃତ ଲୋକ ମୃତ୍ଯୁରୁ ଉତ୍ଥିତ ହବେ ନାହିଁ, ତା' ହେଲେ ଆସ ଖାଇବା, ପିଇବା, ମଉଜ କରିବା କାରଣ କାଲି ମରିବାକୁ ହବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:8
କିନ୍ତୁ ମୁଁ ଏଫିସ ନଗର ଠା ରେ ପେଣ୍ଟିକଷ୍ଟ ପର୍ବ ପର୍ୟ୍ଯନ୍ତ ରହିବି।
Occurences : 15
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்