Base Word
Θεσσαλονίκη
Literalvictory of falsity
Short DefinitionThessalonice, a place in Asia Minor
Long Definitiona famous and populous city, situated on the Thermaic Gulf, the capital of the second division of Macedonia and the residence of a Roman governor and quaestor
Derivationfrom Θεσσαλός (a Thessalian) and G3529
Same asG3529
International Phonetic Alphabetθɛs.sɑ.loˈni.ke
IPA modθe̞s.sɑ.lowˈni.ke̞
Syllablethessalonikē
Dictionthes-sa-loh-NEE-kay
Diction Modthase-sa-loh-NEE-kay
UsageThessalonica

ରେରିତମାନଙ୍କ କାର୍ଯ୍ୟର ବିବରଣ 17:1
ପାଉଲ ଓ ଶୀଲା ଆଂଫିପଲ ଓ ଆପଲ୍ଲୋନିଆ ନଗର ଦଇେ ଥସେଲନୀକୀ ନଗର ରେ ପହନ୍ଚିଲେ। ସଠାେରେ ଯିହୂଦୀୟମାନଙ୍କର ଗୋଟିଏ ସମାଜଗୃହ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:11
ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:13
ଥସେଲନୀକୀୟ ଯିହୂଦୀୟମାନେ ବରଯୋ ନଗର ରେ ପାଉଲ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କରୁଛନ୍ତି ବୋଲି ଜାଣିପାରିଲେ। ତେଣୁ ସମାନେେ ସଠାେକୁ ଆସି ଆନ୍ ଦୋଳନ କରି ଲୋକ ସମୂହକୁ ମତଇେଲେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:16
ଥସେଲନୀକୀ ନଗର ରେ ଥିଲା ବେଳେ ତୁମ୍ଭମାନେେ ଅନକେ ଥର ମାରେ ଆବଶ୍ଯକତା ପୂରଣ କରିବାକୁ ଜିନିଷମାନ ପଠାଇଛ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:10
ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମାେତେ ଛାଡ଼ି ଚାଲିଗଲେ। ସେ ଥସେଲନୀକୀକୁ ଯାଇଛନ୍ତି। କ୍ ରେସକନ୍େସ୍ ଗାଲାତୀଆକୁ, ତିତସ୍ ଦଲ୍ଲତିଆକୁ ଯାଇଛନ୍ତି।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்