ମାଥିଉଲିଖିତ ସୁସମାଚାର 4:4
ଯୀଶୁ ଉତ୍ତର ରେ କହିଲେ, ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।' ଦ୍ବିତୀୟ ବିବରଣ 8:3
ମାଥିଉଲିଖିତ ସୁସମାଚାର 5:15
ଲୋକେ ଦୀପଟିଏ ଜଳଇେ ତାକୁ ହାଣ୍ଡି ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ବାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।
ମାଥିଉଲିଖିତ ସୁସମାଚାର 5:17
ତୁମ୍ଭମାନେେ ଭାବନାହିଁ ଯେ ମୁଁ ମାଶାଙ୍କେ ବ୍ଯବସ୍ଥା କିଅବା ଭବିଷ୍ଯଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସମାନଙ୍କେ ଉପଦେଶ ନଷ୍ଟ କରିବାକୁ ଆସିନାହିଁ। ବରଂ ମୁଁ ସମାନଙ୍କେ ଉପଦେଶଗୁଡିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।
ମାଥିଉଲିଖିତ ସୁସମାଚାର 5:39
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ କୌଣସି ମନ୍ଦ ଲୋକର ବିରୁଦ୍ଧ ରେ ଠିଆ ହୁଅନାହିଁ। ବରଂ ଯଦି କହେି ତୁମ୍ଭର ଡାହାଣ ଗାଲ ରେ ଗ୍ଭପୁଡାଟିଏ ମା ରେ ତବେେ ତୁମ୍ଭେ ତା ଆଡକୁ ଆର ଗାଲଟି ମଧ୍ଯ ଦେଖଇେ ଦିଅ।
ମାଥିଉଲିଖିତ ସୁସମାଚାର 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ମାଥିଉଲିଖିତ ସୁସମାଚାର 6:18
ତା' ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ। ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନ ରେ କରାଯାଇଥିବା କାମଗୁଡିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।
ମାଥିଉଲିଖିତ ସୁସମାଚାର 7:21
ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।
ମାଥିଉଲିଖିତ ସୁସମାଚାର 8:4
ତାପରେ ଯୀଶୁ ତାହାକୁ କହିଲେ, ଦେଖ, ଏ ବିଷୟ ରେ କାହାକୁ କିଛି କୁହନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦଖାେଅ। ମାଶାଙ୍କେ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ବାରା ଲୋକଙ୍କୁ ଦେଖଇେ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହାଇେ ଯାଇଛ।
ମାଥିଉଲିଖିତ ସୁସମାଚାର 8:8
ସନୋପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମାେ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ଯ ନୁହେଁ। ଆପଣ କବଳେ ଆଦେଶ ଦଇେ ଦିଅନ୍ତୁ। ମାରେ ଦାସ ଭଲ ହାଇଯେିବ।
ମାଥିଉଲିଖିତ ସୁସମାଚାର 9:12
ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, ଜଣେ ସୁସ୍ଥ ଲୋକ ପାଇଁ ଡାକ୍ତର ଆବଶ୍ଯକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର।
Occurences : 636
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்