Base Word
Ἰκόνιον
Literallittle image
Short Definitionimage-like; Iconium, a place in Asia Minor
Long Definitiona famous city of Asia Minor, which was the capital of Lycaonia
Derivationperhaps from G1504
Same asG1504
International Phonetic Alphabetiˈko.ni.on
IPA modiˈkow.ni.own
Syllableikonion
Dictionee-KOH-nee-one
Diction Modee-KOH-nee-one
UsageIconium

ରେରିତମାନଙ୍କ କାର୍ଯ୍ୟର ବିବରଣ 13:51
ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ବିରୁଦ୍ଧ ରେ ଆପଣା ଆପଣା ପାଦତଳ ଧୂଳି ଝାଡ଼ିଦଇେ ଇକନିୟ ନଗରକୁ ଚ଼ାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:1
ପାଉଲ ଓ ବର୍ଣ୍ଣବ୍ବା ଦୁ ହେଁ ଇକନିୟ ନଗର ରେ ଯିହୂଦୀୟମାନଙ୍କର ସମାଜଗୃହକୁ ଗଲେ। ସଠାେରେ ସମାନେେ ଏଭଳି ଭାବରେ ପ୍ରଭୁଙ୍କ ବାକ୍ଯ ପ୍ରଚ଼ାର କଲେ ଯେ, ଉଭୟ ଯିହୂଦୀୟ ଓ ଅନ୍ୟ ଜାତିର ଅନକେ ଲୋକ ବିଶ୍ବାସ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:19
କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:21
ପାଉଲ ଓ ବଣ୍ଣୂର୍ବ୍ବା ଦର୍ବୀ ନଗର ରେ ସୁସମାଚ଼ାର ପ୍ରଚ଼ାର କଲେ। ବହୁତ ଲୋକ ଯୀଶୁଙ୍କର ଶିଷ୍ଯ ହେଲେ। ତା'ପରେ ବର୍ଣ୍ଣବ୍ବା ଓ ପାଉଲ ଲୁସ୍ତ୍ରା, ଇକନିୟ ଓ ଆନ୍ତିୟଖିଆକୁ ଫରେିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:2
ତୀମଥିଙ୍କୁ ଲୁସ୍ତ୍ରା ଓ ଇକନିୟର ଭାଇମାନେ ବହୁତ ପ୍ରଶଂସା କରୁଥିଲେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:11
ତୁମ୍ଭମାନେେ ମାେ ପ୍ରତି ନିର୍ୟ୍ଯାତନାଗୁଡ଼ିକ ଓ ମାରଦେୁଃଖଗୁଡ଼ିକ ବିଷୟ ରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରା ରେ ମାେ ପ୍ରତି ଯାହା ସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସହେି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ୟ୍ଯାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସହେିସବୁ କଷ୍ଟରୁ ପରମେଶ୍ବର ମାେତେ ରକ୍ଷା କଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்