No lexicon data found for Strong's number: 2440

Matthew 5:40
ଯଦି କହେି ତୁମ୍ଭ ବିରୁଦ୍ଧ ରେ ବିଗ୍ଭରାଳୟ ରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନବୋକୁ ଇଚ୍ଛା କରେ, ତବେେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ଯ ଦଇେ ଦିଅ।

Matthew 9:16
କହେି କବେେ ପୁରିଣା ଲୁଗା କଣା ରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହାଇେ ନଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହବୋ ବଳକେୁ ପୁରୁଣା ଲୁଗାକୁ ଚାରିପଟୁ ଟାଣିଦବେ ଓ କଣାଟି ଆହୁରି ଅଧିକ ବଡ ହାଇଯେିବ।

Matthew 9:16
କହେି କବେେ ପୁରିଣା ଲୁଗା କଣା ରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହାଇେ ନଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହବୋ ବଳକେୁ ପୁରୁଣା ଲୁଗାକୁ ଚାରିପଟୁ ଟାଣିଦବେ ଓ କଣାଟି ଆହୁରି ଅଧିକ ବଡ ହାଇଯେିବ।

Matthew 9:20
ସଠାେରେ ଜଣେ ସ୍ତ୍ରୀ ଲୋକ ଥିଲା। ତାର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀ ଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁ ଦଲୋ।

Matthew 9:21
ଏହା କଲା ବେଳେ ସେ ମନେ ମନେ ଭାବୁଥିଲା, ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁ ଦେଲେ ସୁସ୍ଥ ହାଇଯେିବି।

Matthew 11:8
ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ଯକ୍ତିଙ୍କୁ? ତା' ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନ ରେ ପାଇ ପାରିବ।

Matthew 14:36
ଲୋକମାନେ ଯୀଶୁଙ୍କୁ ଅନୁ ରୋଧ କଲେ ଯେ, ରୋଗୀମାନେ ଯେପରି ସୁସ୍ଥ ହାଇଯୋଆନ୍ତି, ସେଥିପାଇଁ ସେ ସମାନଙ୍କେୁ ତାହାଙ୍କୁ ବସ୍ତ୍ରର ଧାରଟି କବଳେ ଛୁଇଁବାକୁ ଅନୁମତି ଦିଅନ୍ତୁ। ଯେଉଁ ରୋଗୀମାନେ ତାହା ଛୁଇଁଲେ, ସମାନେେ ସମସ୍ତେ ସୁସ୍ତ ହାଇଗେଲେ।

Matthew 17:2
ସମାନଙ୍କେ ଆଗ ରେ ଯୀଶୁଙ୍କ ସ୍ବରୂପ ବଦଳିଗଲା। ତାହାଙ୍କର ମୁହଁ ସୂର୍ୟ୍ଯ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦଖାଗେଲା।

Matthew 21:7
ସମାନେେ ମାଈ ଗଧ ଓ ଗଧଛୁଆକୁ ନଇେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସହେି ଲୁଗା ଉପରେ ବସିଲେ।

Matthew 21:8
ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।

Occurences : 62

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்