No lexicon data found for Strong's number: 2443

ମାଥିଉଲିଖିତ ସୁସମାଚାର 1:22
ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା।

ମାଥିଉଲିଖିତ ସୁସମାଚାର 2:15
ସଠାେରେ ଯୋଷଫେ େ ହରୋଦଙ୍କ ମୃତ୍ଯୁ ପର୍ୟ୍ଯନ୍ତ ରହିଲେ। ପରମେଶ୍ବର ତାହାଙ୍କ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ବର କହିଥିଲେ, ମୁଁ ମାରେପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।

ମାଥିଉଲିଖିତ ସୁସମାଚାର 4:3
ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।

ମାଥିଉଲିଖିତ ସୁସମାଚାର 4:14
ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ।

ମାଥିଉଲିଖିତ ସୁସମାଚାର 5:29
ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର

ମାଥିଉଲିଖିତ ସୁସମାଚାର 5:30
ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗି ଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କ ରେ ପଡିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହାଇଯେିବା ଭଲ।

ମାଥିଉଲିଖିତ ସୁସମାଚାର 7:1
ଅନ୍ୟର ବିଚାର କରନାହିଁ। ତା' ହେଲେ ପରମେଶ୍ବର ତୁମ୍ଭର ବିଚାର କରିବେ ନାହିଁ।

ମାଥିଉଲିଖିତ ସୁସମାଚାର 7:12
ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଚାହୁଁଛ, ତୁମ୍ଭେ ନିଜେ ସମାନଙ୍କେ ପାଇଁ ସହେିଭଳି କର। ଏହା ହିଁ ମାଶାଙ୍କେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।

ମାଥିଉଲିଖିତ ସୁସମାଚାର 8:8
ସନୋପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମାେ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ଯ ନୁହେଁ। ଆପଣ କବଳେ ଆଦେଶ ଦଇେ ଦିଅନ୍ତୁ। ମାରେ ଦାସ ଭଲ ହାଇଯେିବ।

ମାଥିଉଲିଖିତ ସୁସମାଚାର 9:4
ସମାନେେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ମନ୍ଦ ଭାବନା କାହିଁକି ଆଣୁଛ?

Occurences : 667

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்