Base Word
Ἰσραηλίτης
Short Definitionan "Israelite", i.e., descendant of Israel (literally or figuratively)
Long Definitionan Israelite, one of the race of Israel, a name to be held in honor
Derivationfrom G2474
Same asG2474
International Phonetic Alphabetis.rɑ.eˈli.tes
IPA modis.rɑ.e̞ˈli.te̞s
Syllableisraēlitēs
Dictionees-ra-ay-LEE-tase
Diction Modees-ra-ay-LEE-tase
UsageIsraelite

ଯୋହନଲିଖିତ ସୁସମାଚାର 1:47
ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:22
ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:12
ତୁମ୍ଭମାନେେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଅମ୍ଭ ଶକ୍ତି ବା ଭକ୍ତି ବଳ ରେ ଏହି ଲୋକକୁ ଚ଼ାଲିବାକୁ ଦଲେୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:35
ତା'ପରେ ସେ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନେେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:16
ତେଣୁ ପାଉଲ ଠିଆ ହାଇେ ହାତ ରେ ସଙ୍କତେ ଦେଲେ ଏବଂ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମାେ କଥା ଶୁଣ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:28
ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:4
ସମାନେେ ଇଶ୍ରାୟେଲୀୟ ଲୋକ। ସମାନେେ ପରମେଶ୍ବରଙ୍କର ବଛାଯାଇଥୀବା ସନ୍ତାନ। ସମାନଙ୍କେ ପାଖ ରେ ପରମେଶ୍ବରଙ୍କ ମହିମା ଅଛି ଓ ସମାନେେ ପରମେଶ୍ବର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ବର ସମାନଙ୍କେୁ ମାଶାଙ୍କେ ବ୍ଯବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦଇେଛନ୍ତି। ପରମେଶ୍ବର ସମାନଙ୍କେୁ ତାଙ୍କର ପ୍ରତି ଶ୍ରୁତିମାନ ଦଇେଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:1
ତା' ହେଲେ ମୁଁ ପ୍ରଶ୍ନ କରୁଛି: କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି? ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:22
ସମାନେେ କବଳେ କ'ଣ ଏବ୍ରୀ ? ମୁଁ ମଧ୍ଯ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்