Base Word
καταισχύνω
Short Definitionto shame down, i.e., disgrace or (by implication) put to the blush
Long Definitionto dishonor, disgrace
Derivationfrom G2596 and G0153
Same asG0153
International Phonetic Alphabetkɑ.tɛˈsxy.no
IPA modkɑ.teˈsxju.now
Syllablekataischynō
Dictionka-teh-SKOO-noh
Diction Modka-tay-SKYOO-noh
Usageconfound, dishonour, (be a-, make a-)shame(-d)

ଲୂକଲିଖିତ ସୁସମାଚାର 13:17
ଯୀଶୁ ଏକଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସମାନେେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ମାନ କଲେ, ତାକୁ ଦେଖି ସବୁ ଲୋକ ଖୁସି ହେଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:5
ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:33
ଧର୍ମଶାସ୍ତ୍ର ସେ ପଥର ବିଷୟ ରେ କୁ ହେ:

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:11
ଶାସ୍ତ୍ର କ ହେ: ୟିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ବାସ କରେ ସେ ଲଜ୍ଜତ ହବେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:27
କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:27
କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:4
ଯେ କୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜ ମସ୍ତକର ଅପମାନ କରେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:5
ପ୍ରେତ୍ୟକକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ଯଦ୍ ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସହେି ସ୍ତ୍ରୀ ଲୋକର ମୁଣ୍ଡ ରେ ବାଳ ନ ଥିବା ସମାନ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:22
ତୁମ୍ଭମାନେେ ନିଜ ନିଜର ଘ ରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ମଣ୍ଡଳୀର ଯେପରି ଗୁରୁତ୍ବ ନାହିଁ, ଏହି କାର୍ୟ୍ଯରୁ ଜଣାପଡ଼େ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ'ଣ ବା କହିବି ? ଏହି କାମ ପାଇଁ କ'ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି ? ନା । ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:14
ତୁମ୍ଭମାନଙ୍କ ବିଷୟ ରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରେତ୍ୟକକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ଯ ବୋଲି ତୁମ୍ଭମାନେେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ତିତସଙ୍କଠା ରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ଯ ସତ୍ଯ।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்