Base Word
καταράομαι
Short Definitionto execrate; by analogy, to doom
Long Definitionto curse, doom, imprecate evil upon
Derivationmiddle voice from G2671
Same asG2671
International Phonetic Alphabetkɑ.tɑˈrɑ.o.mɛ
IPA modkɑ.tɑˈrɑ.ow.me
Syllablekataraomai
Dictionka-ta-RA-oh-meh
Diction Modka-ta-RA-oh-may
Usagecurse

ମାଥିଉଲିଖିତ ସୁସମାଚାର 5:44
କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।

ମାଥିଉଲିଖିତ ସୁସମାଚାର 25:41
ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।

ମାର୍କଲିଖିତ ସୁସମାଚାର 11:21
ସେତବେେଳେ ପିତର ଡିମ୍ବିରି ଗଛକୁ ମନେ ପକଇେଲେ ଓ ଯୀଶୁଙ୍କୁ କହିଲେ, ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରି ଗଛକୁ ଅଭିଶାପ ଦଇେଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।

ଲୂକଲିଖିତ ସୁସମାଚାର 6:28
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ବରଙ୍କୁ ପ୍ରାର୍ଥନା କର ଯେ ସେ ସମାନଙ୍କେୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭମାନେେ ସମାନଙ୍କେ ପାଇଁ ପ୍ରାର୍ଥନା କର।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:14
ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସମାନଙ୍କେ ପ୍ରତି ତୁମ୍ଭେ ଭଲ ଆଚରଣ କର। ସମାନଙ୍କେୁ ଅଭିଶାପ ଦିଅ ନାହିଁ, ବରଂ ସମାନଙ୍କେୁ ଭଲ କଥା କୁହ।

ଯାକୁବଙ୍କ ପତ୍ 3:9
ଏହି ଜିହ୍ବା ଦ୍ବାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତାପରେ ପରମେଶ୍ବର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ଯ ରେ ତିଆରି କରିଛନ୍ତି, ସହେି ଲୋକମାନଙ୍କୁ ଅଭିଶାପ ଦେଉ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்