Base Word
κλῆσις
Short Definitionan invitation (figuratively)
Long Definitiona calling, calling to
Derivationfrom a shorter form of G2564
Same asG2564
International Phonetic Alphabetˈkle.sis
IPA modˈkle̞.sis
Syllableklēsis
DictionKLAY-sees
Diction ModKLAY-sees
Usagecalling

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:29
ପରମେଶ୍ବର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡିକ ଦିଅନ୍ତି; ସମାନଙ୍କେ ପ୍ରତି ପରମେଶ୍ବର ନିଜର ମନ କବେେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:26
ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ଆହ୍ବାନ କଲେ, ସେତବେେଳେ ତୁମ୍ଭମାନଙ୍କ ମଧ୍ଯରୁ ଅଳ୍ପ କେତକେ ଜାଗତିକ ଭାବରେ ଜ୍ଞାନୀ ଥିଲା, ତୁମ୍ଭମାନଙ୍କ ମଧ୍ଯରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲା ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:20
ପରମେଶ୍ବର ଆହ୍ବାନ କଲା ବେଳେ ଯେ ଯେଉଁ ଅବସ୍ଥା ରେ ଥିଲ, ସେ ସଭେଳି ଥାଉ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:18
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:1
ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:4
ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:14
ମୁଁ ସବୁବେଳେ ଲକ୍ଷ୍ଯ ସ୍ଥଳ ରେ ପହଁଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠା ରେ ସ୍ବର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ବର ମାେତେ ଡ଼ାକିଛନ୍ତି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:11
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ବାନର ଯୋଗ୍ଯ ବୋଲି ଭାବିବେ, ସଭେଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାୟ୍ଯ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠା ରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ ପରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠା ରେ ଥିବା ବିଶ୍ବାସ ଦ୍ବାରା ତୁମ୍ଭମାନେେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ବର ନିଜ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତୁ ବୋଲି ଆମ୍ଭେ ପ୍ରାଥର୍ନା କରୁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

ଏବ୍ରୀମାନଙ୍କ ନିକଟକୁ ପତ୍ର 3:1
ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்