No lexicon data found for Strong's number: 2859

ଲୂକଲିଖିତ ସୁସମାଚାର 6:38
ଅନ୍ୟକୁ ଦିଅ, ତବେେ ତୁମ୍ଭନମୋନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆୟିବ। ତୁମ୍ଭମାନେେ ଯେତିକି ଧରି ପାରିବ, ତା'ଠାରୁ ଅଧିକ ତୁମ୍ଭମାନଙ୍କ ହାତ ରେ ଢାଳି ଦିଆୟିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆୟିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡିବ। ତୁମ୍ଭମାନେେ ଯେଉଁଭଳି ଭାବରେ ଅନ୍ୟକୁ ଦବେ, ପରମେଶ୍ବର ବି ତୁମ୍ଭମାନଙ୍କୁ ସହେିଭଳି ଭାବରେ ଦବେେ।

ଲୂକଲିଖିତ ସୁସମାଚାର 16:22
ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।

ଲୂକଲିଖିତ ସୁସମାଚାର 16:23
ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।

ଯୋହନଲିଖିତ ସୁସମାଚାର 1:18
ପରମେଶ୍ବରଙ୍କୁ କୌଣସି ଲୋକ କବେେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ବର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ବର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦଖାଇେ ଦଇେଛନ୍ତି।

ଯୋହନଲିଖିତ ସୁସମାଚାର 13:23
ଯୀଶୁଙ୍କ ପାଖ ରେ ଆଉ ଜଣେ ଶିଷ୍ଯ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:39
ଦିନ ହେଲା, ମାତ୍ର ନାବିକମାନେ ସହେି ସ୍ଥାନଟି ଚ଼ିହ୍ନି ପାରିଲେ ନାହିଁ। ସମାନେେ ଗୋଟିଏ ଉପସାଗର କୂଳ ରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସହେି କୂଳ ରେ ଜାହାଜ ଲଗଇବୋ ପାଇଁ ସ୍ଥିର କଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்