No lexicon data found for Strong's number: 2954

Acts 11:19
ସ୍ତିଫାନ ମୃତ ହବୋପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ବାସୀମାନେ ଚ଼ାରିଆଡ଼େ ଛିନ୍ନଭିନ୍ନ ହାଇଗେଲେ। ସମାନଙ୍କେ ମଧ୍ଯରୁ କେତଜେଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସଠାେରେ ସମାନେେ ୟିହୁଦୀମାନଙ୍କ ବ୍ଯତୀତ ଅନ୍ୟ କାହାରି ନିକଟରେ ସୁସମାଚ଼ାର ପ୍ରଚ଼ାର କଲେ ନାହିଁ।

Acts 13:4
ବର୍ଣ୍ଣବ୍ବା ଓ ଶାଉଲ ପବିତ୍ର ଆତ୍ମାଙ୍କ ଦ୍ବାରା ପ୍ ରରେିତ ହାଇେ ସେଲୂକିଆ ନଗରକୁ ଗଲେ। ସଠାରୁେ ସମାନେେ କୁପ୍ର ଉପଦ୍ବୀପକୁ ଯାତ୍ରା କଲେ।

Acts 15:39
ଏଥିପାଇଁ ସମାନଙ୍କେ ମଧିଅରେ ଘାରେ ମତଭଦେ ହେଲା। ଏହା ଫଳ ରେ, ପାଉଲ ଓ ବର୍ଣ୍ଣବ୍ବା ପରସ୍ପରଠାରୁ ଅଲଗା ହାଇଗେଲେ। ବର୍ଣ୍ଣବ୍ବା ମାର୍କଙ୍କୁ ନଇେ ଜଳ ପଥରେ କୂପ୍ର ଉପଦ୍ବୀପକୁ ଚ଼ାଲିଗଲେ।

Acts 21:3
ଆମ୍ଭେ ଯାଇ କୁପ୍ର ଉପଦ୍ବୀପ ପାଖ ରେ ପହଞ୍ଚି ତାର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗର ରେ ଓହ୍ଲଇେଲୁ, କାରଣ ସଠାେରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା।

Acts 27:4
ତା'ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ବୀପ ନିକଟ ଦଇେ ଜଳଯାତ୍ରା କଲୁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்