Base Word
λύπη
Short Definitionsadness
Long Definitionsorrow, pain, grief, annoyance, affliction
Derivationapparently a primary word
Same as
International Phonetic Alphabetˈly.pe
IPA modˈlju.pe̞
Syllablelypē
DictionLOO-pay
Diction ModLYOO-pay
Usagegrief, grievous, + grudgingly, heaviness, sorrow

ଲୂକଲିଖିତ ସୁସମାଚାର 22:45
ଯୀଶୁ ପ୍ରାର୍ଥନା କରିସାରି ଶିଷ୍ଯମାନଙ୍କ ପାଖକୁ ଫରେିଗଲେ। ସମାନେେ ସମସ୍ତେ ଶାଇେ ପଡିଥିଲେ, ସମାନଙ୍କେ ଦୁଃଖ ସମାନଙ୍କେୁ ବହୁତ କ୍ଲାନ୍ତ କରି ପକାଇଥିଲା।

ଯୋହନଲିଖିତ ସୁସମାଚାର 16:6
ତୁମ୍ଭମାନଙ୍କ ହୃଦୟ ଦୁଃଖ ରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି।

ଯୋହନଲିଖିତ ସୁସମାଚାର 16:20
ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ କାନ୍ଦିବ ଓ ଦୁଃଖିତ ହବେ, କିନ୍ତୁ ଜଗତ ଆନନ୍ଦିତ ହବେ। ତୁମ୍ଭେ ଦୁଃଖୀ ହବେ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦ ରେ ପରିଣତ ହବେ,

ଯୋହନଲିଖିତ ସୁସମାଚାର 16:21
ଯେତବେେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ୟନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦବୋର ସମୟ ଆସିଯାଇଥାଏ। କିନ୍ତୁ ତାର ସନ୍ତାନ ଜନ୍ମ ହବୋ ପରେ ସେ କଷ୍ଟ ଭୁଲିଯାଏ। ଜଗତ ରେ ସନ୍ତାନଟିଏ ଜନ୍ମ ହଇେଥିବା କାରଣରୁ ସେ ଏବେ ଖୁସି ଅନୁଭବ କରେ।

ଯୋହନଲିଖିତ ସୁସମାଚାର 16:22
ଏହିପରି ତୁମ୍ଭ କ୍ଷେତ୍ର ରେ ମଧ୍ଯ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭଙ୍କୁ ପୁଣି ଭଟେିବି ଓ ତୁମ୍ଭମାନେେ ଖୁସି ହବେ। କହେି ତୁମ୍ଭର ଆନନ୍ଦ ନଇେ ୟିବ ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:2
ମାରେ ଅଶଷେ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବଦନୋଗ୍ରସ୍ତ ଅଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:1
ସେଥିପାଇଁ ମୁଁ ଠିକ୍ କରିଥିଲି, ଏହିଥର ଗଲେ ମୁଁ ତୁମ୍ଭମାନଙ୍କୁ ଯେପରି କଷ୍ଟ ନ ଦିଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:3
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେ ହତେୁ ମୁଁ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କ ଠାରୁ ମାେତେ ଆନନ୍ଦ ମିଳିବା କଥା, ସମାନଙ୍କେ ଠାରୁ ମାେତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠା ରେ ମାରେ ବିଶ୍ବାସ ଅଛି ଯେ, ତୁମ୍ଭମାନେେ ମାରେ ସହିତ ଆନନ୍ଦ କରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:7
କିନ୍ତୁ ଏବେ ତୁମ୍ଭମାନେେ ତାହାକୁ କ୍ଷମା ଦବୋ ଉଚିତ୍ ଓ ତାହାକୁ ସାନ୍ତ୍ବନା ପ୍ରଦାନ କରିବା ଉଚିତ। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖ ରେ ଭାଙ୍ଗି ପଡ଼ିବ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:10
କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்