Base Word
ἀναγινώσκω
Short Definitionto know again, i.e., (by extension) to read
Long Definitionto distinguish between, to recognize, to know accurately, to acknowledge
Derivationfrom G0303 and G1097
Same asG0303
International Phonetic Alphabetɑ.nɑ.ɣiˈno.sko
IPA modɑ.nɑ.ʝiˈnow.skow
Syllableanaginōskō
Dictionah-na-gee-NOH-skoh
Diction Modah-na-gee-NOH-skoh
Usageread

ମାଥିଉଲିଖିତ ସୁସମାଚାର 12:3
ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ଦାଉଦ ଓ ତାହାଙ୍କ ସାଙ୍ଗ ରେ ଥିବା ଲୋକେ ଭୋକ ଲାଗୁବା ବେଳେ କଣ କରିଥିଲେ, ସେ ବିଷୟ ରେ ତୁମ୍ଭେ କ'ଣ ପଢିନାହଁ?

ମାଥିଉଲିଖିତ ସୁସମାଚାର 12:5
ତୁମ୍ଭେ ମାଶାଙ୍କେ ବ୍ଯବସ୍ଥା ରେ କ'ଣ ପଢିନାହଁ ଯେ ବଶ୍ରାମ ଦିବସ ରେ ଯାଜକମାନେ ପ୍ରଭୁଙ୍କ ମନ୍ଦିର ରେ ବିଶ୍ରାମ ଦିବସର ନୀତିନିୟମ ଉଲ୍ଲଙ୍ଘନ କରନ୍ତି? ସେ ଘଟଣା ରେ ତାହାଙ୍କର କହେି କିଛି ଦୋଷ ଧରନ୍ତିନାହିଁ।

ମାଥିଉଲିଖିତ ସୁସମାଚାର 19:4
ଯୀଶୁ କହିଲେ, ତୁମ୍ଭେ ନିଶ୍ଚୟ ଶାସ୍ତ୍ର ରେ ପଢ଼ିଛ ଯେ, 'ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?'

ମାଥିଉଲିଖିତ ସୁସମାଚାର 21:16
ସମାନେେ ଯୀଶୁଙ୍କୁ ପଚାରିଲେ, ଏ ପିଲାମାନେ କ'ଣ କହୁଛନ୍ତି, ତୁମ୍ଭେ କ'ଣ ତାହା ଶୁଣି ପାରୁଛ?

ମାଥିଉଲିଖିତ ସୁସମାଚାର 21:42
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:

ମାଥିଉଲିଖିତ ସୁସମାଚାର 22:31
ମୃତର ପୁନରୁତ୍ଥାନ ବିଷୟ ରେ ପରମେଶ୍ବର ତୁମ୍ଭକୁ କଣ କହିଛନ୍ତି, ତାହା କ'ଣ ତୁମ୍ଭେ ପଢ଼ିନାହଁ?

ମାଥିଉଲିଖିତ ସୁସମାଚାର 24:15
ଭବିଷ୍ଯଦ୍ବକ୍ତା ଦାନିୟେଲ 'ଧ୍ବଂସ ସାଧକ ଭୟଙ୍କର ବସ୍ତୁ' ବିଷୟ ରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନ ରେ ଠିଆ ହାଇେଥିବାର ଦଖାୟିବେ। (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚ଼ିତ।)

ମାର୍କଲିଖିତ ସୁସମାଚାର 2:25
ଯୀଶୁ କହିଲେ, ତୁମ୍ଭମାନେେ ଦାଉଦଙ୍କ ବିଷୟ ରେ ପଢିଛ ଯେ ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲା ବେଳେ ଓ ଆହାରର ଆବଶ୍ଯକ ଥିଲା ବେଳେ କ'ଣ କରିଥିଲେ?

ମାର୍କଲିଖିତ ସୁସମାଚାର 12:10
ତୁମ୍ଭମାନେେ କ'ଣ ଏହି ଶାସ୍ତ୍ର ପଢିନାହଁ?

ମାର୍କଲିଖିତ ସୁସମାଚାର 12:26
ପୁନରୁତ୍ଥିତ ଲୋକଙ୍କ ବିଷୟ ରେ ତୁମ୍ଭମାନେେ କ'ଣ ମାଶାଙ୍କେ ପୁସ୍ତକରେ ଲିଖିତ ବୃଥାବୃତ୍ତାନ୍ତଟି ପଢିନାହଁ? ସେଥି ରେ ପରମେଶ୍ବର ମାଶାଙ୍କେୁ କହିଛନ୍ତି, 'ମୁଁ ଅବ୍ରାହାମଙ୍କ ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର'।

Occurences : 33

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்