No lexicon data found for Strong's number: 3173

ମାଥିଉଲିଖିତ ସୁସମାଚାର 2:10
ତାରା ଦେଖି ପଣ୍ଡିତମାନେ ବହୁତ ଖୁସି ହେଲ. ସମାନେେ ଆନନ୍ଦ ରେ ପରିପୂର୍ଣ ହେଲ।

ମାଥିଉଲିଖିତ ସୁସମାଚାର 4:16
ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2

ମାଥିଉଲିଖିତ ସୁସମାଚାର 5:19
ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।

ମାଥିଉଲିଖିତ ସୁସମାଚାର 5:35
ପୃଥିବୀ ନାମ ରେ ପ୍ରତିଜ୍ଞା ନିଅନାହିଁ। କାରଣ ତାହା ପରମେଶ୍ବରଙ୍କର ପାଦ ପୀଠ। ୟିରୂଶାଲମ ନାମ ରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ବରଙ୍କ ନଗରୀ।

ମାଥିଉଲିଖିତ ସୁସମାଚାର 7:27
ବର୍ଷା ହେଲା, ବଢି ମାଡିଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ ଏବଂ ସହେି ଘରଟି ପୁରାପୂରି ଭାଙ୍ଗି ପଡିଲା।

ମାଥିଉଲିଖିତ ସୁସମାଚାର 8:24
ସହେି ସମୟରେ ହ୍ରଦ ରେ ଭୟଙ୍କର ଝଡ ହେଲା। ଲହଡି ରେ ଡଙ୍ଗା ଓଲଟ ପାଲଟ ହାଇେ ପଡୁଥିଲା। କିନ୍ତୁ ଯୀଶୁ ଶାଇେ ଥିଲେ।

ମାଥିଉଲିଖିତ ସୁସମାଚାର 8:26
ଯୀଶୁ ସମାନଙ୍କେୁ କହିଲେ, ହେ ଅଳ୍ପ ବିଶ୍ବାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି? ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡିକୁ ଧମକ ଦେଲେ। ପବନ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା। ତା'ପରେ ସଠାେରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା।

ମାଥିଉଲିଖିତ ସୁସମାଚାର 13:32
ସେ ବୀଜ ଅନ୍ୟ ବୀଜ ତୁଳନା ରେ ସବୁଠାରୁ େଛାଟ ଥାଏ, କିନ୍ତୁ ତାହା ଯେତବେେଳେ ବଡ ହୁଏ, ସେତବେେଳେ ବଗିଚା ରେ ସମସ୍ତ ଚାରା ଅପେକ୍ଷା ବଡ ହାଇଯୋଏ। ତାହା ଗଛ ରେ ପରିଣତ ହୁଏ। ଆକାଶର ପକ୍ଷୀମାନେ ଆସି ଏହି ଗଛର ଶାଖା ରେ ବସା ବାନ୍ଧି ଆଶ୍ରୟ ନିଅନ୍ତି।

ମାଥିଉଲିଖିତ ସୁସମାଚାର 15:28
ତା'ପରେ ଯୀଶୁ କହିଲେ, ହେ ନାରୀ! ତୁମ୍ଭର ଗଭୀର ବିଶ୍ବାସ ରହିଛି। ତୁମ୍ଭେ ମାଠାରୁେ ଯାହା ଚାହିଁଛ, ମୁଁ ତାହା କରି ଦବେି। ଏହା କହିବା ମାତ୍ ରେ ସହେି ସ୍ତ୍ରୀର ଝିଅଟି ସଂମ୍ପୁର୍ଣ୍ଣ ରୂପା ଭଲ ହାଇଗେଲା।

ମାଥିଉଲିଖିତ ସୁସମାଚାର 20:25
ଯୀଶୁ ସବୁ ଶିଷ୍ଯଙ୍କୁ ଏକାଠି ଡ଼ାକି କହିଲେ, ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସମାନଙ୍କେ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ଯ ଜାଣ ଯେ, ସମାନଙ୍କେର ମହତ୍ତ୍ବପୂର୍ଣ୍ଣ ନେତାମାନେ ସମାନଙ୍କର କତ୍ତୃର୍ତ୍ବ ସମାନଙ୍କେ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି।

Occurences : 209

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்