No lexicon data found for Strong's number: 3188
2 Corinthians 3:3
ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।
2 John 1:12
ମାରେ ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମ ରେ ତାହା ଲେଖୁନାହିଁ। ତାହା ବଦଳ ରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତବେେ ଆମ୍ଭେ ମୁହାମୁହିଁ ହାଇେ କଥାବାର୍ତ୍ତା ହାଇପୋରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ।
3 John 1:13
ମାରେ ତୁମ୍ଭକୁ କହିବା ପାଇଁ ବହୁତ ବିଷୟ ଅଛି। କିନ୍ତୁ ମୁଁ ତାହା କାଳି ଏବଂ କଲମ ରେ ଲେଖିବା ପାଇଁ ଚାହୁଁ ନାହିଁ।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்