Base Word
μωραίνω
Short Definitionto become insipid; figuratively, to make (passively, act) as a simpleton
Long Definitionto be foolish, to act foolishly
Derivationfrom G3474
Same asG3474
International Phonetic Alphabetmoˈrɛ.no
IPA modmowˈre.now
Syllablemōrainō
Dictionmoh-REH-noh
Diction Modmoh-RAY-noh
Usagebecome fool, make foolish, lose savour

ମାଥିଉଲିଖିତ ସୁସମାଚାର 5:13
ତୁମ୍ଭମାନେେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଦେ ସ୍ବାଦହୀନ ହାଇଯୋଏ, ତବେେ ତାକୁ ଆଉଥରେ ଲୁଣିଆ କରା ଯାଇ ନପା ରେ। ଲୁଣ ଆପଣା ଲୁଣିଆ ସ୍ବାଦ ହରାଇଲେ ଆଉ କୌଣସି କାମ ରେ ଲାଗିପାରିବ ନାହିଁ। ତାକୁ ବାହା ରେ ଫିଙ୍ଗି ଦିଆୟିବ। ଲୋକେ ତାକୁ ପାଦ ରେ ଚକଟି ଗ୍ଭଲିଯିବେ।

ଲୂକଲିଖିତ ସୁସମାଚାର 14:34
ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତାର ଲୁଣିଆ ସ୍ବାଦ ହରାଇ ବ ସେ, ତବେେ ତା'ର କୌଣସି ମୂଲ୍ଯ ନାହିଁ। ତୁମ୍ଭମାନେେ ପୁଣି ଥରେ ତାର ଲୁଣିଆ ସ୍ବାଦ ଫରୋଇ ଦଇେ ପାରିବନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:22
ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତ ରେ ସମାନେେ ମୂର୍ଖ ହାଇଗେଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:20
ଜ୍ଞାନୀ ଲୋକ କେଉଁଠା ରେ ଅଛନ୍ତି ? ବିଦ୍ବାନ ଲୋକ କେଉଁଠା ରେ ଅଛନ୍ତି ? ବର୍ତ୍ତମାନ ୟୁଗର ଦାର୍ଶନିକ କେଉଁଠା ରେ ଅଛନ୍ତି? ପରମେଶ୍ବର ଜାଗତିକ ଜ୍ଞାନକୁ ମୂର୍ଖତା ବୋଲି ଦର୍ଶାଇଛନ୍ତି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்