No lexicon data found for Strong's number: 3594

ମାଥିଉଲିଖିତ ସୁସମାଚାର 15:14
ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।

ଲୂକଲିଖିତ ସୁସମାଚାର 6:39
ଯୀଶୁ ସମାନଙ୍କେୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦଖାଇେ ପାରିବ କି? ନା! ତାହାକଲେ ଉଭୟ ଗୋଟିଏ ଖାଲ ରେ ଖସି ପଡିବେ।

ଯୋହନଲିଖିତ ସୁସମାଚାର 16:13
କିନ୍ତୁ ଯେତବେେଳେ ସତ୍ଯମୟ ଆତ୍ମା ଆସିବେ, ସେତବେେଳେ ସେ ତୁମକୁ ସମସ୍ତ ସତ୍ଯ ପଥରେ କଢାଇନବେେ। ସେ ତାହାଙ୍କ ନିଜର କଥା କହିବେ ନାହିଁ। ସେ କବଳେ ଯାହା ଶୁଣିବେ, ତାହା କହିବେ। ସେ ତୁମକୁ ଭବିଷ୍ଯତର ଘଟଣା ବିଷୟ ରେ କହିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:31
ସେ ନଫୁସକ କହିଲେ, ଯଦି କହେି ଏହା ବୁଝିବାକୁ ସାହାୟ୍ଯ କରିବେ ନାହିଁ, ତବେେ ମୁଁ ଏହା କିପରି ବୁଝିବି? ତେଣୁ ସେ ଫିଲିପ୍ପଙ୍କୁ ରଥରେ ଚ଼ଢ଼ି ନିଜ ପାଖ ରେ ବସିବାପାଇଁ ଅନୁ ରୋଧ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:17
ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்