Base Word
ὁποῖος
Short Definitionof what kind that, i.e., how (as) great (excellent) (specially, as an indefinite correlative to the definite antecedent G5108 of quality)
Long Definitionof what sort or quality, what manner of
Derivationfrom G3739 and G4169
Same asG3739
International Phonetic Alphabethoˈpy.os
IPA modowˈpy.ows
Syllablehopoios
Dictionhoh-POO-ose
Diction Modoh-POO-ose
Usagewhat manner (sort) of, such as whatsoever

ରେରିତମାନଙ୍କ କାର୍ଯ୍ୟର ବିବରଣ 26:29
ପାଉଲ ଉତ୍ତର ଦେଲେ, ପରମେଶ୍ବର କରନ୍ତୁ, ଶୀଘ୍ର ବା ବିଳମ୍ବ ରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମାେ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମାେ ପରି ହୁଅନ୍ତୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:13
କିନ୍ତୁ ପ୍ରେତ୍ୟକକ ଲୋକର କାମ ସହେି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହବେ। ସହେି ଦିନଟି ନିଆଁ ଦଇେ ଆସିବ, ଓ ସହେି ନିଆଁ ପ୍ରେତ୍ୟକକ ଲୋକର କାର୍ୟ୍ଯକୁ ପରୀକ୍ଷା କରିବ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:6
କିନ୍ତୁସସହି ପ୍ରତିଷ୍ଠିତସଲାକମାଲନ ମୁଁ କହିଥିବା ସୁସମାଚାରର ପରିବର୍ତ୍ତନ କଲଲ ନାହିଁ।ସମା ପାଇଁ କିଏ ପ୍ରତିଷ୍ଠିତ ବା ନୁଲହଁ, ତାହାର କିଛି ଅର୍ଥ ନାହିଁ। ପରଲମଶ୍ବରଙ୍କ ନିକଟଲର ସମସ୍ଲତ ସମାନ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:9
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।

ଯାକୁବଙ୍କ ପତ୍ 1:24
ସେ ଦର୍ପଣ ରେ ନିଜକୁ ଦେଖେ ଓ ଦୂ ରଇେ ଚାଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்