ମାଥିଉଲିଖିତ ସୁସମାଚାର 7:10
ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ'ଣ ତାକୁ ସାପଟିଏ ଦବେ? ନା! ତୁମ୍ଭେ ଦବନୋହିଁ?
ମାଥିଉଲିଖିତ ସୁସମାଚାର 10:16
ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।
ମାଥିଉଲିଖିତ ସୁସମାଚାର 23:33
ତୁମ୍ଭମାନେେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳ ରେ ଜନ୍ମ ହାଇେଛ। ତୁମ୍ଭେ ପରମେଶ୍ବରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଚ଼ାର କରାୟିବ ଓ ତୁମ୍ଭମାନେେ ନର୍କକୁ ୟିବ।
ମାର୍କଲିଖିତ ସୁସମାଚାର 16:18
ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।
ଲୂକଲିଖିତ ସୁସମାଚାର 10:19
ଶୁଣ! ସାପ ଓ କଙ୍କଡାବିଛାମାନଙ୍କୁ ପାଦତଳେ ଦଳି ଦବୋକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦଇେଛି। ମୁଁ ତୁମ୍ଭମାନଙ୍କ ଶତୃ ପାଖ ରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦଇେଛି। ତୁମ୍ଭମାନଙ୍କର କହେି କିଛି କ୍ଷତି କରି ପାରିବ ନାହିଁ।
ଲୂକଲିଖିତ ସୁସମାଚାର 11:11
ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ'ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳ ରେ ସାପଟିଏ ଦିଏ କି? ନା, ତୁମ୍ଭମାନେେ ତାକୁ ମାଛ ଦବେ।
ଯୋହନଲିଖିତ ସୁସମାଚାର 3:14
ମାଶାେ ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସହେିପରି ମନୁଷ୍ଯପୁତ୍ର ମଧ୍ଯ ଉପରକୁ ଉଠାଯିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:9
ସମାନଙ୍କେ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସମାନେେ ସାପ କାମୁଡ଼ା ରେ ମଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:3
ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:19
ସହେି ଅଶ୍ବମାନଙ୍କର ମାରାତ୍ମକ ଶକ୍ତି କବଳେ ମୁହଁ ରେ ନ ଥାଇ ଲାଙ୍ଗୁଳ ରେ ମଧ୍ଯ ଥିଲା। ସମାନଙ୍କେର ଲାଙ୍ଗୁଳ ସାପ ପରି, ଯାହାଙ୍କର ମୁଣ୍ଡ ଲୋକମାନଙ୍କୁ ଦଂଶନ ଓ ଅନିଷ୍ଟ କରିବା ପାଇଁ ଥିଲା।
Occurences : 14
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்