No lexicon data found for Strong's number: 3870

ମାଥିଉଲିଖିତ ସୁସମାଚାର 2:18
ରାମା ରେ ଏକ ଦୁଃଖଭରା ସ୍ବର ଶୁଣାଗଲା। ତାହା ରୋଦନ ଓ ଅତିଶୟ ବିଳାପର ସ୍ବର ଥିଲା। ରାହେଲ ତା ପିଲାମାନଙ୍କ ପାଇଁ କାନ୍ଦୁଥିଲା। କହେି ହେଲେ ତାକୁ ସାନ୍ତ୍ବନା ଦଇେ ପାରିବନେି। କାରଣ ତା'ର ପିଲାମାନେ ମରିଯାଇଥିଲେ। ୟିରିମିୟ 31:15

ମାଥିଉଲିଖିତ ସୁସମାଚାର 5:4
ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସମାନଙ୍କେୁ ସାନ୍ତ୍ବନା ଦବେେ।

ମାଥିଉଲିଖିତ ସୁସମାଚାର 8:5
ତାପରେ ଯୀଶୁ କଫର୍ନାହୂମକୁ ଗଲେ। ନଗର ଭିତ ରେ ପ୍ରବେଶ କଲା ବେଳେ ଜଣେ ରୋମୀୟ ସନୋପତି ତାହାଙ୍କ ପାଖକୁ ଆସିଲେ।

ମାଥିଉଲିଖିତ ସୁସମାଚାର 8:31
ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦହରେୁ ତଡି ଦବୋକୁ ଚାହୁଁଛ, ତବେେ ଆମ୍ଭକୁ ଘୁଷୁରୀ ପଲ ରେ ଛାଡିଦିଅ।

ମାଥିଉଲିଖିତ ସୁସମାଚାର 8:34
ତାପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭଟେିବାକୁ ଆସିଗଲେ। ସମାନେେ ଯୀଶୁଙ୍କୁ ଦେଖି ତାହାଙ୍କୁ ସମାନେେ ସହେି ଅଞ୍ଚଳ ଛାଡି ଚାଲିୟିବା ପାଇଁ ବିନତି କଲେ।

ମାଥିଉଲିଖିତ ସୁସମାଚାର 14:36
ଲୋକମାନେ ଯୀଶୁଙ୍କୁ ଅନୁ ରୋଧ କଲେ ଯେ, ରୋଗୀମାନେ ଯେପରି ସୁସ୍ଥ ହାଇଯୋଆନ୍ତି, ସେଥିପାଇଁ ସେ ସମାନଙ୍କେୁ ତାହାଙ୍କୁ ବସ୍ତ୍ରର ଧାରଟି କବଳେ ଛୁଇଁବାକୁ ଅନୁମତି ଦିଅନ୍ତୁ। ଯେଉଁ ରୋଗୀମାନେ ତାହା ଛୁଇଁଲେ, ସମାନେେ ସମସ୍ତେ ସୁସ୍ତ ହାଇଗେଲେ।

ମାଥିଉଲିଖିତ ସୁସମାଚାର 18:29
ତା'ପରେ ଦ୍ବିତୀୟ ଚ଼ାକର ତା ନିକଟରେ ଆଣ୍ଠୁମାଡ଼ି ବସି ପ୍ରାର୍ଥନା କଲା, 'ମାେ ପାଇଁ ର୍ଧୈୟ୍ଯ ଧର। ମୁଁ ଯାହା ନଇେଛି ସବୁତକ ଶୁଝି ଦବେି।'

ମାଥିଉଲିଖିତ ସୁସମାଚାର 18:32
ତାପରେ ମାଲିକ ପ୍ରଥମ ଚ଼ାକରକୁ ଡ଼ାକି କହିଲେ, ' ରେ ଦୁଷ୍ଟ ଚ଼ାକର! ତୁ ମାଠାରୁେ ବହୁତ ଅଧିକ ଧନ ଋଣ କରିଥିଲୁ। କିନ୍ତୁ ତୁ ମାେତେ ଦୟା ଭିକ୍ଷା କରିଥିଲୁ। ଏଣୁ ତୋର ସମସ୍ତ ଋଣ ମୁଁ ଛାଡ଼ କରିଦଲେି।

ମାଥିଉଲିଖିତ ସୁସମାଚାର 26:53
ତୁମ୍ଭେ କ'ଣ ଜାଣିନାହଁ ଯେ ମୁଁ ମାରେ ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମାେତେ ବାରଟି ସନୋ ବାହିନୀରୁ ଅଧିକ ୟୋଗଇବେେ।

ମାର୍କଲିଖିତ ସୁସମାଚାର 1:40
ଗୋଟିଏ କୁଷ୍ଠ ରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ପ୍ରାର୍ଥନା କଲା, ତୁମ୍ଭେ ଇଚ୍ଛା କଲେ ମାେତେ ଭଲ କରି ଦଇେ ପାରିବ। ସହେି ଶକ୍ତି ତୁମ୍ଭର ଅଛି।

Occurences : 108

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்