Base Word
παρεμβολή
Short Definitiona throwing in beside (juxtaposition), i.e., (specially), battle-array, encampment or barracks (tower Antonia)
Long Definitionan encampment
Derivationfrom a compound of G3844 and G1685
Same asG1685
International Phonetic Alphabetpɑ.rɛm.βoˈle
IPA modpɑ.re̞ɱ.vowˈle̞
Syllableparembolē
Dictionpa-rem-voh-LAY
Diction Modpa-rame-voh-LAY
Usagearmy, camp, castle

ରେରିତମାନଙ୍କ କାର୍ଯ୍ୟର ବିବରଣ 21:34
ଲୋକ ଗହଳି ଭିତରୁ ଲୋକେ ଚ଼ିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସନୋପତି ଏପରି କୋଳାହଳ ଦେଖି କାହାର କଥା ସତ୍ଯ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ଯ ନିବାସକୁ ନଇେ ୟିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପେଛ ପେଛ ଚ଼ିତ୍କାର କରି ଯାଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:37
ସନୋନିବାସକୁ ନବୋ ସମୟରେ ସନୋପତିଙ୍କୁ ପାଉଲ ପଚ଼ାରିଲେ, ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?

ରେରିତମାନଙ୍କ କାର୍ଯ୍ୟର ବିବରଣ 22:24
ତା'ପରେ ସନୋପତି ପାଉଲଙ୍କୁ ସୈନ୍ଯ ନିବାସ ଭିତରକୁ ନଇୟିବୋ ପାଇଁ ଆଦେଶ ଦେଲେ। କାହିଁକି ଲୋକମାନେ ତାହାଙ୍କ ବିରୁଦ୍ଧ ରେ ଏଭଳି ପାଟିତୁଣ୍ଡ କରୁଥିଲେ, ତାହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ବାରା ପାଉଲଙ୍କୁ ପଚ଼ାରିବା ନିମନ୍ତେ ସେ ସୈନିକମାନଙ୍କୁ ଆଦେଶ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:10
ଧୀ ରଧେୀ ରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହାଇେଉଠିଲା। ସନୋଧ୍ଯକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସମାନଙ୍କେ ନିକଟରୁ ନଇେଆସି ସୈନ୍ଯ ନିବାସ ଭିତରୁ ନଇେ ୟିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:16
ପାଉଲଙ୍କର ଭଣଜା ଏ ଷଡ଼ୟନ୍ତ୍ର ବିଷୟ ରେ ଶୁଣିଲେ। ସେ ସନୋମାନଙ୍କ ସୈନ୍ଯନିବାସକୁ ଯାଇ ପାଉଲଙ୍କୁ ଏ ବିଷୟ ରେ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:32
ତହିଁ ଆରଦିନ ପାଉଲଙ୍କୁ କାଇସରୀଆ ରେ ପହଞ୍ଚାଇବାର ଦାଯିତ୍ବ ଅଶ୍ବାରୋହୀମାନଙ୍କୁ ଦଇେ ପଦାତିକ ସୈନ୍ଯମାନେ ସୈନ୍ଯ ନିବାସକୁ ଫରେି ଆସିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:34
ସହେି ବିଶ୍ବାସ ବଳ ରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ୍ଗ ଦ୍ବାରା ମରିବାରୁ ରକ୍ଷା ପାଇଲେ। ବିଶ୍ବାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସମାନେେ ୟୁଦ୍ଧ ରେ ଶକ୍ତିଶାଳୀ ହାଇେ ଶତୃ ସନୋଙ୍କୁ ପରାସ୍ତ କଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:11
ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:13
ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ୟିବା ଉଚିତ। ଆମ୍ଭେ ମଧ୍ଯ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:9
ଶୟତାନର ସନୋବାହିନୀ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ପରମେଶ୍ବରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ବରଙ୍କ ପ୍ରିୟ ନଗରକୁ ନଇଗେଲେ। କିନ୍ତୁ ସ୍ବର୍ଗରୁ ଅଗ୍ନି ଆସିଲା ଓ ତା'ର ସନୋବାହିନୀକୁ ବିନାଶ କରି ଦଲୋ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்