No lexicon data found for Strong's number: 4043

Matthew 4:18
ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।

Matthew 9:5
ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହବେ: 'ତୁମ୍ଭର ପାପ କ୍ଷମା କରି ଦିଆଗଲା' ନା 'ଉଠ, ଚାଲିବା ଆରମ୍ଭ କର'?

Matthew 11:5
ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

Matthew 14:25
ଯୀଶୁ ହ୍ରଦ ଉପରେ ଚାଲିକରି ରାତ୍ରିର ଚତୁର୍ଥ ପ୍ରହର ରେ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ।

Matthew 14:26
ଶିଷ୍ଯମାନେ ତାହାଙ୍କୁ ହ୍ରଦ ଉପରେ ଚାଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସମାନେେ କୁହାକୁହି ହେଲେ, ଏତ ଗୋଟିଏ ଭୂତ। ସମାନେେ ଭୟ ରେ ଚିତ୍କାର କଲେ।

Matthew 14:29
ଯୀଶୁ କହିଲେ, ଚାଲି ଆସ। ପିତର ଡଙ୍ଗାରୁ ବାହାରକୁ ଆସିଲେ। ସେ ପାଣି ଉପରେ ଚାଲି ଯୀଶୁଙ୍କ ଆଡକୁ ଗଲେ।

Matthew 15:31
ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁନଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହାଇେଛନ୍ତି; େଛାଟାମାନେ ଚାଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସମାନେେ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଗାନ କଲେ।

Mark 1:16
ଯୀଶୁ ଗଲିଲୀ ହ୍ରଦ ଦଇେ ୟିବା ସମୟରେ ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମାନେ, ପିତରଙ୍କର ଏହା ଅନ୍ୟ ଏକ ନାମ। ସହେି ଦୁଇ ଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସମାନେେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ।

Mark 2:9
ଏହି ପକ୍ଷାଘାତ ଲୋକଙ୍କୁ କେଉଁ କଥାଟି କହିବା ସରଳ: 'ତୁମ୍ଭ ପାପ ଗୁଡିକୁ କ୍ଷମା କରି ଦିଆଗଲା।' ନା' ତାକୁ କହିବା: 'ଠିଆ ହୁଅ ଓ ତୁମ୍ଭର ବିଛଣା ଧରି ଚାଲ।'

Mark 5:42
ତା'ର ବାପା-ମାଆ ଓ ଶିଷ୍ଯମାନେ ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ।

Occurences : 96

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்